ସଂଜୟ ଶତପଥୀ(କଟକ): ଭାଜପା ନେତ୍ରୀ ସୁଶ୍ରୀ ନିବେଦିତା ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକ ପାଳନ ଅବସରରେ,କଟକ ମହାନଗର ନିଗମ ତରଫରୁ ସିଡିଏ ୯ ନମ୍ୱର ରେ ଏକ ପାର୍କ ତାଙ୍କ ନାମରେ ନାମିତ ହୋଇ ସେଠାରେ ତାଙ୍କ ପ୍ରତିମୂର୍ତ୍ତି କଟକ ମେୟର ଓ ସାଂସଦ ଙ୍କ ଦ୍ୱାରା ବହୁ ଗଣ୍ୟମାନ୍ୟଙ୍କ ଉପସ୍ଥିତିରେ ଉନ୍ମୋଚିତ ହୋଇଥିଲା। ପରେ ପରେ ଉଇଣ୍ଡ ସର ପ୍ଲେସ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। […]

ସଂଜୟ ଶତପଥୀ(କଟକ): ଆଜି କଟକର ରେଭେନ୍ସା କଲିଜିଏଟ୍ ସ୍କୁଲ ପରିସରରେ ଅନୁଷ୍ଠିତ ହେଉଥିବା ତ୍ରୀଦିବସୀୟ ଭାରତ ସ୍କାଉଟ୍ସ ଓ ଗାଇଡ୍ ର‌ କଟକ ଜିଲ୍ଲା କ୍ଯାମ୍ପୋରୀ -୨୦୨୩-୨୪ ମହାସମାରୋହରେ ବହୁ ବିଶିଷ୍ଟ ଅତିଥିମାନଙ୍କ ଉପସ୍ଥିତିରେ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦଯାପନ ଉତ୍ସବ ରେ ପ୍ରାତଃ ଘ୦୬.୩୦ ମିନିଟ୍ ରେ କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ସର୍ବଧର୍ମ ପ୍ରାର୍ଥନା ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ତଥା ବିଶିଷ୍ଟ ସଙ୍ଗୀତ ଗୁରୁ ଶ୍ରୀ […]

କଟକ(ସଂଜୟ ଶତପଥୀ): କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ଭଟ୍ଟାରିକା ଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୧୪ଟି ଗେଟ୍ ଖୋଲାଥିବା ବେଳେ ଏପଟେ ଦୁଇ ଦିନର ଲଗାଣ ବର୍ଷା ଯୋଗୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି।ହେଲେ ମାଙ୍କୁ ଜଳାସାୟୀ କରିପାରିନାହିଁ। ଆଜି ସକାଳୁ ବନ୍ୟାଜଳ ବୃଦ୍ଧିପାଇବାରେ ଲାଗିଛି। ବନ୍ୟାଜଳ ମା’ଙ୍କୁ ଜଳାସାୟୀ କରିବାକୁ ହେଲେ ଆହୁରି କିଛି ସମୟ ଲାଗିବ ବୋଲି ଅନୁମାନ […]

ପିପିଲି(ନି.ପ୍ର): ଚନ୍ଦ୍ରାଦେଇପୁର ଚନ୍ଦୁ,ଆଜି ଚର୍ଚ୍ଚାରେ,ଏକାଧିକ ମାମଲାରେ ଜଡିତ ଚନ୍ଦୁକୁ,ଗିରଫ କରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୁଲିସ କର୍ମଚାରୀ। ଘଟଣାଟି ପୁରୀଜିଲ୍ଲା ପିପିଲି ଚନ୍ଦ୍ରାଦେଇପୁର ଗାଁରେ ଘଟିଛି । ଖବର ଅନୁସାରେ ଚନ୍ଦ୍ରାଦେଇପୁର ଗାଁର ଅଭିଯୁକ୍ତ ଚନ୍ଦୁକୁ ଗିରଫ କରିବାକୁ ଯାଇଥିଲା ବଳଙ୍ଗା ପୁଲିସ। ଘଟଣାସ୍ଥଳରେ ନିଶା ସେବନ କରୁଥିବା ଅଭିଯୁକ୍ତର ବନ୍ଧୁ କାଳୁ ପରିଡ଼ା ପୁଲିସ କର୍ମଚାରୀଙ୍କୁ ଅତର୍କିତ ଆକ୍ରମଣ କରିଥିଲା । କାଳୁର ଆକ୍ରମଣରେ ବଳଙ୍ଗା ଥାନାର […]

ସଂଜୟ ଶତପଥୀ(କଟକ): କଟକ ସହରର ମୂଖ୍ୟ ସମସ୍ୟା ହେଉଛି ଜଳ ନିଷ୍କାସନ। କିନ୍ତୁ ମହାନଗର ନିଗମ ପକ୍ଷରୁ ଶତଚେଷ୍ଟା ସତ୍ତ୍ବେ ଏହି ନିଷ୍କାସନ କାର୍ଯ୍ୟକ୍ରମ ର ସଫଳ ରୂପାୟନ ହୋଇ ପାରିନାହିଁ। ଆବଶ୍ୟକତାକୁ ଦେଖୂ ନିଗମ ପକ୍ଷରୁ ବିଗତ କିଛି ଦିନ ତଳେ ବକ୍ସ ଡ୍ରେନ୍ ସମ୍ପୂର୍ଣ୍ଣ ହୋଇଛି। କିନ୍ତୁ କଟକ ସହର ମଧ୍ୟରେ ଥିବା ଛୋଟ ଛୋଟ ନାଳ, କିଛି ବଡନାଳ କୁ ଠିକ୍ ଭାବରେ ଜଳ ନିଷ୍କାସନ […]

ବ୍ରହ୍ମପୁର(ନି.ପ୍ରି):ଅଗ୍ରଣୀ ସମାଜବାଦୀ ଅନୁଷ୍ଠାନ ମାନବ ଅଧିକାର ସୁରକ୍ଷା ମଞ୍ଚର ଏକ ଜରୁରୀ ବୈଠକ ସ୍ଥାନୀୟ ବିଜିପୁର କମ୍ୟୁନିଟି ହଲ ଠାରେ ମଞ୍ଚ ସଭାପତି ଗଗନ ଚନ୍ଦ୍ର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ମାସିକ ସମୀକ୍ଷା ସହ ନୂତନ ପ୍ରସ୍ତାବ ନେଇ ବୈଠକରେ ଆଲୋଚନା ହୋଇଛି I ଶିକ୍ଷାଗତ ସମସ୍ୟା , ସ୍ୱାସ୍ଥ୍ୟ ଚିକିତ୍ସାରେ ଅବହେଳା, ବାର୍ଦ୍ଧକ୍ୟ ଭତ୍ତା ୩୦୦୦ଟଙ୍କା ଓ ୩୦୦ୟୁନିଟ ବିଜୁଳି ଯୋଗାଇବା ପ୍ରତିଶୃତି ପାଳନ ନ […]

ଗଜପତି(ନି.ପ୍ର): ସମ୍ପ୍ରତି ଐତିହ୍ୟ ସମ୍ପନ୍ନ ପାରଳା ରାଜପ୍ରାସାଦ,ରକ୍ଷଣାବେକ୍ଷଣ ଅଭାବରୁ ଆଗାମୀ କିଛିବର୍ଷ ମଧ୍ୟରେ ଧ୍ୱସ୍ତ ହେବାକୁ ଯାଉଥିବା ଅନୁମାନ କରାଯାଉଛି । ସମ୍ପ୍ରତି ରାଜନଅରର ଦରବାର ହଲ୍‌ର ଉପରିଭାଗ ଲଗାଣବର୍ଷା ଫଳରେ ଭୁଷୁଡ଼ି ପଡ଼ିଥିବା ସଂସ୍କୃତିପ୍ରେମୀ ପାରଳା ଓ ଗଜପତି ଜିଲ୍ଳାବାସୀଙ୍କୁ ବ୍ୟଥିତ କରିଛି । ବିଗତ କିଛି ବର୍ଷ ତଳେ ଦରବାର ହଲର ଉପରିଭାଗ ସାମାନ୍ୟ ଭାଙ୍ଗିଥିବା ଜଣାଯାଇଥିଲା ।ଏବଂ ଏହାର ତୁରନ୍ତ ମରାମତି ସକାଶେ ତତ୍କାଳୀନ ମହାରାଜା […]

ବରଗଡ:-୨.୮(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ”ଆମ ପରିବାର”,ଅତାବିରା ତରଫରୁ ଏଥର ୬ବର୍ଷରେ ଅଗଷ୍ଟ ୧ ତାରିଖ ସମଲପୁରୀ ଦିନ-୨୦୨୪ ଖୁବ୍ ଧୁମଧାମରେ ପାଳିତ ହୋଇ ଯାଇଛି। ସ୍ଥାନୀୟ ଅଗ୍ରସେନ ଭବନ ଠାରେ ଅନୁଷ୍ଠିତ ସମଲପୁରୀ ଉଚ୍ଛବ ସାମାଜିକ ଅନୁଷ୍ଠାନ”ଆମ ପରିବାର”, ଅତାବିରା ର ସଭାପତି ତଥା ମୁଖ୍ୟ ବରିଷ୍ଠ ନିର୍ଭୀକ ସାମ୍ବାଦିକ ନବୀନ କୁମାର ଦାଶ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଅତାବିରା ତହସିଲଦାର […]

କଟକ(ସଂଜୟ ଶତପଥୀ): ରାଜ୍ୟର ୩.୫ଲକ୍ଷ ପେନସନର ଓ ପରିବାର ପେନସନର ମାନଙ୍କୁ ପ୍ରତିନିଧିତ୍ୱ କରୁଥିବା ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଅଗଷ୍ଟ ୧ତାରିଖ ଦିନ ୧୨ଟା ସମୟରେ କଟକ ସେଲଟର ଛକସ୍ଥିତ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋଷ ଙ୍କ କାର୍ଯ୍ୟାଳୟ ରେ ମହାସଂଘର ଅଧ୍ଯକ୍ଷ ପ୍ରତାପ ଚନ୍ଦ୍ର ଦାସ ଓ ଜିଲ୍ଲା ମୁଖ୍ୟ ସଂଯୋଜକ ସୁବୋଧ କୁମାର ରାୟ ସୋଫିଆ ଫିର୍ଦୋଷ ଙ୍କୁ ପୁଷ୍ପଗୁଛ ଓ […]

ସଂଜୟ ଶତପଥୀ(କଟକ): ଆଗାମୀ ୧୫ ଅଗଷ୍ଟ ୨୦୨୪ ରେ ହେବାକୁ ଥିବା ୭୮ ତମ ସ୍ବାଧିନତା ଦିବସ ପାଳନ ଲାଗି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରପ୍ରାପ୍ତ ଜିଲାପାଳ ଶ୍ରୀ ଉମାକାନ୍ତ ରାଜ ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କଟକ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଦିବସ ରେ ପ୍ରଭାତ ଫେରି, ଶ୍ରୀରାମ ଧୂନ୍, ସହରରେ ଆଲୋକ ସଜ୍ଜା, ପ୍ରବନ୍ଧ ପ୍ରତିଯୋଗିତା, ଜାତୀୟ ପତାକା ଉତ୍ତୋଳନ, […]

Breaking News

Pin It on Pinterest