ସଂଜୟ ଶତପଥୀ(କଟକ): ଓଡ଼ିଶାର କ୍ରୀଡ଼ାପ୍ରେମୀ ମାନଙ୍କୁ ଉତ୍ସାହିତ ଓ ପ୍ରେରଣା ଯୋଗାଇବାର ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ କଟକ ର ମେରିଆ ବଜାର ସ୍ଥିତ ମଙ୍ଗରାଜ କଲୋନୀ ଠାରେ ଏକ ଦିବସୀୟ ଜୁନିୟର ପ୍ରିମିୟର୍ ଲିଗ୍ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡା ପ୍ରତିଯୋଗିତା ରେ‌ କଟକର ତିନୋଟି ଦଳ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗୀତା ରେ ଫାଇନାଲରେ ପହଞ୍ଚିବା ପରେ ଦୁଇ ଦଳ ଡ୍ରାଗନ୍ ସୁପର କିଙ୍ଗ୍ ଓ […]

ନୂଆଦିଲ୍ଲୀ: କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ।ଏହି ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର। କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ […]

ଭୁବନେଶ୍ବର(ନି.ପ୍ର): ଅଭିଭାବକମାନେ ସାବଧାନ,ନାବାଳକ ପୁଅ ଝିଅଙ୍କୁ ଗାଡି ଦେଉଥିଲେ ମାମଲା ପାଇଁ ପ୍ରସ୍ତୁତ ରୁହନ୍ତୁ । କାରଣ, ରାଜ୍ୟରେ ଆଜିଠୁ ପରିବହନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍ । ୧୮ ବର୍ଷରୁ କମ୍ ପିଲା ଗାଡି ଚଳାଉଥିବା ବେଳେ ଧରାପଡିଲେ ସିଜ୍ ହେବ ଗାଡି । ୨୫ ହଜାର ଟଙ୍କାର ଫାଇନ ସହ ଅଭିଭାବକଙ୍କ ନାଁରେ ହେବ ଏଫଆଇଆର । ଦୁଇ ଦିନ ଯାଏଁ ଜାରି ରହିବ […]

ରାଉରକେଲା(ନି.ପ୍ର): ଓଡ଼ିଶାର ଅଗ୍ରଣୀ ସାହିତ୍ୟ ତଥା ସ୍ବେଚ୍ଛାସେବୀ ଅନୁଷ୍ଠାନ ବୈଶାଖୀ ସାହିତ୍ୟ ସଂସଦ,ଧାମରା ସଂଘ, ରାଉରକେଲା ର ୩୪ ତମ ବାର୍ଷିକ ଉତ୍ସବ ମହାସମାରୋହରେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିତ୍ୱ ମାନଙ୍କ ଉପସ୍ଥିତିରେ ରାଉରକେଲାର ଛେଣ୍ଡସ୍ଥିତ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ଶ୍ରୀ ବୁଦ୍ଧେଶ୍ବର ଷଡ଼ଙ୍ଗୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀ ସାରଦା ପ୍ରସାଦ ନାୟକ ଯୋଗଦେଇ […]

ନର୍ଲା(ନି.ପ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ,ନର୍ଲା ସାପ୍ତାହିକ ବଜାର ରେ ଦେଖିବାକୁ ମିଳିଛି ଆଳୁର ମହଙ୍ଗା ମାଡ଼ । ମୁଖ୍ୟତଃ ଆଳୁ ସମସ୍ତ ଙ୍କ ଘରେ ନିତ୍ୟ ବ୍ୟବହାର୍ଯ୍ୟ ପରିବା ଭାବରେ ବ୍ୟବହାର କରିଥାନ୍ତି ବିଶେଷ କରି ଆଳୁର ଅତ୍ୟଧିକ ଚଢ଼ାଦର ର ପ୍ରଭାବ ଗରିବ ଶ୍ରେଣୀର ଲୋକଙ୍କ ହାଣ୍ଡି ଶାଳରେ ପଡୁଛି । କିଛି ଦିନ ତଳେ ପଶ୍ଚିମ ବଙ୍ଗ ରେ କୌଣସି କାରଣ କୁ ନେଇ ଧର୍ମଘଟ […]

ଭୁବନେଶ୍ୱର(ନି.ପ୍ର): ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର,ଆଳୁ ଗୋଦାମରେ ସ୍ଥିତି ପରଖି କହିଲେ, ୩୨ ଟଙ୍କାରୁ ଅଧିକ ଟଙ୍କାରେ ଆଳୁ ବିକିଲେ ବ୍ୟବୟାସୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ । ଆଳୁ ସମସ୍ୟା କୁ ନେଇ ବୈଠକ ବସିବା ପୂର୍ବରୁ, ଆଳୁ ଗୋଦାମରେ ପହଞ୍ଚି ସ୍ଥିତି ପରଖିଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଗାମୀ ୭ […]

ସମ୍ପାଦକୀୟ: ଆଦିବାସୀ ଅଧ୍ଯୁଷିତ ପଛୁଆ ନବରଙ୍ଗପୁର ଜିଲ୍ଲା ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବହୁ ପଛରେ ପଡିଥିବାବେଳେ ବିଭିନ୍ନ ଡାକ୍ତରଖାନାରେ ଆବଶ୍ୟକ ବିଶେଷଜ୍ଞ ଓ ଡାକ୍ତର ନାହାନ୍ତି। ଜିଲ୍ଲାରେ ଗର୍ଭବତୀ ଓ ଶିଶୁ ରକ୍ତହୀନତା ଓ ପୁଷ୍ଟିହୀନତାର ଶିକାର ହେଉଥିବାବେଳେ ଦୁଇ ତୃତୀୟାଂଶ ଡାକ୍ତର ପଦବୀ ଖାଲି ପଡିଛି। ଥିଲାବାଲା ପରିବାର ରୋଗୀ ଚିକିତ୍ସା ନିମନ୍ତେ ବାହାର ରାଜ୍ୟକୁ ଭରସା କରୁଥିବାବେଳେ, ଗରିବ ପରିବାର ରୋଗୀ ଭାଗ୍ୟକୁ ଆଦରି ଭଗବାନଙ୍କ ଭରସାରେ ରହୁଛନ୍ତି […]

ଭୁବନେଶ୍ବର(ନି.ପ୍ର): ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଜେପି ଉପ ବାଚସ୍ପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସୁନ୍ଦରଗଡ ଜିଲ୍ଲା ତଳସରା ବିଧାୟକ ଭବାନୀ ଭୋଇଙ୍କ ନାମ ଦଳ ସ୍ଥିରକରିବା ପରେ,ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥିଙ୍କ ନିକଟରେ ଭବାନୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ […]

କଟକ(ସଂଜୟଶତପଥୀ): ବିଭିନ୍ନ କିସମର ଧାନ ଓ ଅନ୍ୟାନ୍ୟ ଶସ୍ୟ ସଂରକ୍ଷଣ ସହ ଜୈବିକ କୃଷିକୁ ପ୍ରୋତ୍ସାହନ ଦେବା କ୍ଷେତ୍ରରେ ଏକ ନିଆରା ପରିଚୟ ସୃଷ୍ଟି କରିଥିବା କୋରାପୁଟ ଜିଲ୍ଲାର ଅଗ୍ରଣୀ କୃଷିବିତ୍ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶନିବାର ଭୋର୍‌ରେ ପରଲୋକ ହୋଇଯାଇଛି।ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ଅସୁସ୍ଥତା ଯୋଗୁଁ ଗତ ଗୁରୁବା ତାଙ୍କୁ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଥିଲା। ପୂର୍ବରୁ ତାଙ୍କର କିଡନୀ ଜନିତ ସମସ୍ୟା ରହିଥିବାବେଳେ,ଏବେ […]

ବରଗଡ:-୧୫.୭(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଲରାସରା ଗ୍ରାମର ଜୋନ-୨ ଜିଲ୍ଲା ପରିଷଦ ସଭ୍ୟ ରଞ୍ଜିତ ସାହୁ ଙ୍କ ବଡ ପୁଅ ତମ୍ରେଶ କୁମାର ସାହୁ (ଟୁକୁ/୪୨) ଗତ ଜୁଲାଇ ୧୧ ତାରିଖ ଦିନ ନିଜ ପୁଅକୁ ସ୍କୁଲ୍ ଛାଡ଼ି ଫେରିବା ବାଟରେ ଆଉ ଫେରି ନଥିଲେ। ସନ୍ଧ୍ୟା ପର୍ଯ୍ୟନ୍ତ ପରିବାର ଲୋକେ ଅପେକ୍ଷା ରେ ରହି ଫୋନ୍ ଯୋଗେ ଯୋଗା ଯୋଗ କରିଥିଲେ ହେଁ ରାତ୍ର […]

Breaking News

Pin It on Pinterest