ଭୁବନେଶ୍ବର(ଗୌତମ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ ।ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଥିଲେ। ଓସ୍ବାସ ଜରିଆରେ ଫାଇଲ କାମ କରିଥିଲେ।ଏହି ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ […]
odianews
ଭୁବନେଶ୍ୱର(ଗୌତମ ମିଶ୍ର ):ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ପ୍ରଦାନ କରାଯାଉଥିବା ଆଉ ପାଞ୍ଚଗୋଟି ସେବାକୁ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ, ୨୦୧୨ରେ ଅନ୍ତର୍ଭୁକ୍ତ କରିବେ। ଏହା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହା ପୂର୍ବରୁ ଗୃହ ଓ ନଗର ଉନ୍ନୟନ ବିଭାଗର ୨୬ଟି ସେବା ଏହି ଅଧିନିୟମ ଅନ୍ତର୍ଭୁକ୍ତ ହୋଇଛି ।ନୂତନ ଭାବେ ସାମିଲ ହେବାକୁ ଥିବା ଆଉ […]
ଭୁବନେଶ୍ବର, ୩।୭(ନି.ପ୍ର):ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଭୁବନେଶ୍ୱରର ବିଭିନ୍ନ ପ୍ରମୁଖ ପାର୍କ ଓ ଉଦ୍ୟାନ ପରିଦର୍ଶନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଉପାଧ୍ୟକ୍ଷ ବଲୱନ୍ତ ସିଂହ ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ମନ୍ତ୍ରୀ ଆନନ୍ଦବନ, ଘାଟିକିଆସ୍ଥିତ ରାଜ୍ୟ ସିଲଭିକଲ୍ଚର ଗାର୍ଡେନ୍, କଳିଙ୍ଗ ନଗରର ଡ. ଏପିଜେ ଅବଦୁଲ କଲାମ ପାର୍କ ଏବଂ କଳିଙ୍ଗ ନଗରର କେ-୭ରେ ଥିବା ୱେଷ୍ଟ […]
ଭୁବନେଶ୍ୱର ୦୩/୦୭(ଗୌତମ ମିଶ୍ର):ଓଡ଼ିଆ ସରକାରୀ ଅଫିସରଙ୍କୁ ଲୁଟିଥିବା ୫ ଠକଙ୍କ ନାଁରେ ସମଗ୍ର ଦେଶରେ ରହିଛି ୩୧୩ ମାମଲା। ସେମାନେ ୨୪ଟି ରାଜ୍ୟରେ ୨୫ କୋଟିରୁ ଅଧିକ ଟଙ୍କା ଠକିଛନ୍ତି। ଏହି ସଂଖ୍ୟା ଆହୁରି ବଢ଼ିବାର ସମ୍ଭାବନା ରହିଛି। ଆହୁରି ଅନେକ ରାଜ୍ୟର ପୁଲିସ୍ ମାମଲାରେ ତଦନ୍ତ କରିବା ପାଇଁ ସହଯୋଗ ଲୋଡ଼ିଛନ୍ତି। ଏନେଇ ସୂଚନା ଦେଇଛନ୍ତି ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା।ଗତ ୧୮ ତାରିଖରେ ଭୁବନେଶ୍ୱର କମିଶନରେଟ୍ ପୁଲିସ୍ […]
ଭୁବନେଶ୍ୱର(ନି.ପ): ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତାଟଙ୍କା। ଏନେଇ ଘୋଷଣା କରିଛନ୍ତି ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।ତେବେ କେଉଁ ବର୍ଗର ଭତ୍ତା ବଢାଯିବ ସେନେଇ କୌଣସି ନିର୍ଦ୍ଦଷ୍ଟ ସୂଚନା ମିଳିନାହିଁ । ତେବେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନାଦେଇଛନ୍ତି ମନ୍ତ୍ରୀ। ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି । ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ […]
ପୁରୀ(ନି.ପ୍ର): ଆଜି ପୁରୀଠାରେ ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗଦେଇ,ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏଥିସହ ରଥଯାତ୍ରାର ସଫଳତା ପାଇଁ ଲୋଡିଲେ ସମସ୍ତଙ୍କ ସହଯୋଗ । ପୁରୀରେ ସମୀକ୍ଷା ବୈଠକରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନ ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚଳିତଥର ରଥଯାତ୍ରା ୨ ଦିନ […]
ଭୁବନେଶ୍ୱର(ଗୌତମ ମିଶ୍ର ): ଦେଶରେ ଲାଗୁ ହୋଇଛି ତିନି ନୂଆ ଆଇନ ଭାରତୀୟ ନ୍ୟାୟ ସଂହିତା(ବିଏନଏସ), ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ(ବିଏସଏ) ଲାଗୁ ହୋଇଯାଇଛି । ଲାଗୁ ହେଉ ହେଉ ଦିଲ୍ଲୀରେ ଏନେଇ ପ୍ରଥମ ମାମଲା ରୁଜ୍ଜୁ ହୋଇଥିବା ବେଳେ ଭୁବନେଶ୍ବରରେ ମଧ୍ୟ ଏହାକୁ ଆଧାର କରି ପ୍ରଥମ ମାମଲା ରୁଜ୍ଜୁ ହୋଇଛି ।ଭୁବନେଶ୍ବର ଲକ୍ଷ୍ମୀସାଗର ଥାନାରେ ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ ମାମଲା […]
ଭୁବନେଶ୍ୱର ୨୭/୦୬(ଗୌତମ ମିଶ୍ର ):ରାଜ୍ୟରେ ଦୀର୍ଘ ୨୪ବର୍ଷ ସରକାର ର ବହୁ କେଳେଙ୍କାରୀ ଅଧ୍ୟାୟ ଏବେ ସାମ୍ନା କୁ ଆସୁଛି। ସ୍ୱଚ୍ଛ ଶାସନ ର ନଗ୍ନ ରୂପ ଲୋକେ ଦେଖିଲେଣି। ବିଭିନ୍ନ ବଡ଼ ବଡ଼ିଆ ନେତା, ସରକାରୀ ବାବୁ ଙ୍କ କବ୍ଜା ରେ ରାଜଧାନୀ ର ବହୁ ମୂଲ୍ୟବାନ ଜମି ।ରାଜଧାନୀ ରେ ନେତା ଓ ବାବୁ ମାନଙ୍କ ଦ୍ୱାରା ବହୁ ଜମି କେଳେଙ୍କାରୀ ହୋଇଛି। ଏ ନେଇ ପୂର୍ବତନ […]
ଭୁବନେଶ୍ୱର ୨୬/୦୬(ଗୌତମ ମିଶ୍ର):ବୁଧବାର ରାଜ୍ୟ ଲୋକସଭା ଭବନସ୍ଥ କନ୍ଭେନ୍ସନ ହଲ୍ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ନିଶାମୁକ୍ତ ଦିବସ ପାଳିତ ହୋଇଯାଇଛି । ଏଥିରେ ରାଜ୍ୟ ଗଣଶିକ୍ଷା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦାନ କରି କହିଲେ ଯେ ସମାଜରେ ସଂସ୍କାର ଆଣିବା ଏବଂ ପରିବାରେ ଶାନ୍ତି ଆଣିବାକୁ ହେଲେ […]
ଭୁବନେଶ୍ୱର,୨୭।୬: ବଦଳିବ ସ୍କୁଲ ୟୁନିଫର୍ମ ? ଗଣଶିକ୍ଷା ମନ୍ତ୍ରୀଙ୍କ ବୟାନ ପରେ ଜୋର ଧରିଲା ଚର୍ଚ୍ଚା । ଗତବର୍ଷ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମର ରଙ୍ଗ ବଦଳିଥିଲା । ଗାଢ଼ ନୀଳ ରଙ୍ଗକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରାଯାଇଥିଲା। ପୋଷାକର ଛାତିରେ ଲେଖା ହୋଇଥିଲା ‘ଆମେ ଗଢିବୁ ନୂଆ ଓଡ଼ିଶା’। ସେତେବେଳେ ଏହାକୁ ନେଇ ଆପତ୍ତି ଉଠାଇଥିଲେ ବିରୋଧୀ।ଏବେ କଡ଼ ଲେଉଟାଛି କ୍ଷମତା । […]


