odianews
ବାସ୍ତବ ବ୍ୟୁରୋ : ଆଜି(ବୁଧବାର) ଦିନ ୧୧ଟାରେ ପ୍ରଚଣ୍ଡ ଶବ୍ଦରେ ଥରିଲା ୩ ଜିଲ୍ଲା। ଭଦ୍ରକ , ଯାଜପୁର , କେନ୍ଦୁଝର ଜିଲ୍ଲା ପ୍ରଚଣ୍ଡ ଶବ୍ଦ ହୋଇଛି । ଯାହାଫଳରେ ଲୋକେ ଭୟଭୀତ ହୋଇଯାଇଥିଲେ । କିନ୍ତୁ ଏହା ୧୦ ମିନିଟ୍ ଭିତରେ ଆଉ ଏକ ଶବ୍ଦ ହୋଇଥିଲା । ଶବ୍ଦର ମାତ୍ରା ଏପରି ଥିଲା ଯେ କିଛି କ୍ଷଣ ପାଇଁ ଘରଦ୍ବାର ଦୋହଲି ପଡ଼ିଥିଲା। ପ୍ରତ୍ୟେକ୍ଷଦର୍ଶୀଙ୍କଠାରୁ ପ୍ରକାଶ ଯେ […]
ପ୍ରମୋଦ ନାୟକ(ଭୁବନେଶ୍ୱର): ନଭେମ୍ବର ୨୪ ଅର୍ଥାତ ଗୁରୁବାର ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୪ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବିଧାନସଭା ଆରମ୍ଭ ରୁ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ ପ୍ରସଙ୍ଗକୁ […]
ବାସ୍ତବବ୍ୟୁରୋ:ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୧ ନଭେମ୍ବରରୁ ବଜେଟ୍ ପୂର୍ବ-ବୈଠକ ଆରମ୍ଭ କରିବେ | ପାରମ୍ପାରିକ ଭାବରେ ଅର୍ଥମନ୍ତ୍ରୀ ବଜେଟ୍ ପୂର୍ବରୁ ବିଭିନ୍ନ ହିତାଧିକାରୀଙ୍କ ସହ ବୈଠକ କରନ୍ତି। ଶିଳ୍ପାଞ୍ଚଳ, ଭିତ୍ତିଭୂମି କ୍ଷେତ୍ର ଏବଂ ପରିବେଶ ବିଶେଷଜ୍ଞଙ୍କ ସହ ସୀତାରମଣ ସୋମବାର ତିନୋଟି ଗୋଷ୍ଠୀ ଙ୍କ ସହ ବୈଠକ କରିବେ। ଏଥିରେ ସାଧାରଣ ବଜେଟ୍ ପାଇଁ ପରାମର୍ଶ ନିଆଯିବ। ଏହି ସମୟରେ ଜଳବାୟୁ ପରିବର୍ତ୍ତନ ଏବଂ ଭିତ୍ତିଭୂମି ସହ ଜଡିତ ପ୍ରସଙ୍ଗ […]
ବାସ୍ତବ ବ୍ୟୁରୋ : ୭୫୪୦ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ । ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଟିଜିଟି (କଳା), ପିଜିଟି (ପିସିଏମ୍ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ […]
ଜୟନ୍ତ ଶତପଥୀ(ଡେରାବିଶ): ଡେରାବିଶ ବ୍ଲକ ଅଞ୍ଚଳରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କ ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ୩ ଜଣ ଗୋଷ୍ଠୀ ସମୂଳ ଶିକ୍ଷକ ଏବଂ ୯ଜଣ ଅର୍ନ୍ତ ନିବେଶୀ ଶିକ୍ଷା ସୂେଚ୍ଛା ବେସୀଙ୍କ ନିଷ୍ଠାପର କାର୍ଯ୍ୟ ବ୍ଲକର ସମସ୍ତ ଦିବ୍ୟାଙ୍ଗ ଛାତ୍ର ଛାତୀ ତଥା ସେମାନଙ୍କର ଅଭିବାବକଙ୍କ ମନରେ ଆଶାର ଆଲୋକ ଆଣିଦେଇଛି । ସମାଜର ମୂଖ୍ୟ ସ୍ରୋତରେ ସାମିଲ ହେବାପାଇଁ ସରକାରଙ୍କ ତରଫରୁ ଯେଉଁ ସବୁ […]
ବାସ୍ତବବ୍ୟୁରୋ:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସରକାରୀ ତଥା ଘରୋଇ ଆବାସ ବାହାରେ ସୁରକ୍ଷାକୁ ବଢ଼ାଇ ଦିଆଯାଇଛି । ବାସ୍ତବରେ ରାଜ୍ୟ ଗୁପ୍ତଚର ବିଭାଗ ସିନ୍ଦେଙ୍କ ଜୀବନ ପ୍ରତି ବିପଦ ଥିବା ସୂଚନା ପାଇଛି। ରାଜ୍ୟ ଗୁପ୍ତଚର କମିଶନର ଆଶୁତୋଷ ଡମ୍ବ୍ରେ ଏହା ନିଶ୍ଚିତ କରିବା ପରେ । ଅଧିକାରୀଙ୍କବୈଠକ ଛାଲିଛି ଚାଲିଛି।
ଭୁବନେଶ୍ୱର: ଦୁର୍ଘଟଣା ଜନିତ ମୃତ୍ୟୁହାର ରୋକିବା ତଥା ଜନ ସଚେତନତା ସୃଷ୍ଟି ପାଇଁ ସାରା ବିଶ୍ୱରେ “ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ” ପାଳିତ ହେଉଅଛି l ଭାରତରେ ବର୍ଷକୁ ପ୍ରାୟ ଦେଢ଼ ଲକ୍ଷ ଓ ଓଡ଼ିଶାରେ ବର୍ଷକୁ ଛଅ ହଜାର ଲୋକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରୁଥିବା ବେଳେ ଦଶ ଲକ୍ଷରୁ ଅଧିକ ଅର୍କମଣ୍ୟ ହେଉଛନ୍ତି l ଏହି ଅବସରରେ ସ୍ଥାନୀୟ ମହାଲେଖାକାର ଆମ୍ବୁଲାନ୍ସ ଡିଭିଜନ ପକ୍ଷରୁ […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର) ୦୬।୦୯: ଆଜି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ।ଆଦର୍ଶ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ଜୋରଦାର ଆୟୋଜନ ।କ୍ୟାପିଟାଲ ଫାଉଣ୍ଡେସନ୍ ପକ୍ଷରୁ ଲାଇଫଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍ କରିବ ବିଜେଡି । ବିମାନ ବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦେବା ସହିତ ନବୀନ ନିବାସ ପର୍ଯ୍ୟନ୍ତ ବିଶାଳ ରୋଡ୍ ସୋ କରାଯିବ । ରାସ୍ତା ସାରା ଲୋକେ ସମ୍ବର୍ଦ୍ଧନା ଦେବା ପାଇଁ […]
ବରଗଡ଼(ସ୍ଵତନ୍ତ୍ର ପ୍ରତିନିଧି ନବୀନ ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଲରମ୍ଭା ମହାବିଦ୍ୟାଳୟ ଠାରେ ଶରତ ପୁଜାରୀ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।କଲେଜ୍ ର ଶରତ ପୂଜାରୀ ସାଂସ୍କୃତିକ କଳା ପରିଷଦ ପକ୍ଷରୁ ପାଳିତ ଜୟନ୍ତୀ ରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ଃ ପ୍ରମୋଦ କୁମାର ଭୋଇ ଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ଭାବେ ସୌମେନ୍ ପୂଜାରୀ ଯୋଗ ଦେଇଥିଲେ । ମହା ବିଦ୍ୟାଳୟ ପରିଚାଳନା କମିଟି […]


