କୋଲକାତା: ମମତାଙ୍କୁ କୋଲକାତା ହାଇକୋର୍ଟଙ୍କ ଝଟକା।ସନ୍ଦେଶଖାଲୀ ମାମଲାରେ ଦୁଷ୍କର୍ମ ଓ ଜମି ହଡପ ଅଭିଯୋଗରେ କଲିକତା ହାଇକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆଜି କଲିକତା ହାଇକୋର୍ଟ କହିଛନ୍ତି ଯେ, ଲୋକସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ସନ୍ଦେଶଖାଲୀରେ ବଟି ଆଦାୟ, ଜମି ହଡପ ଏବଂ ଯୌନ ନିର୍ଯାତନା ଅଭିଯୋଗ ସିବିଆଇ ଦ୍ୱାରା ଯାଞ୍ଚ କରାଯିବ। କୋର୍ଟ କହିଛନ୍ତି ଯେ, ଜାନୁୟାରୀ ୫ ତାରିଖରେ ସନ୍ଦେଶଖାଲୀରେ ଇଡି ଅଧିକାରୀଙ୍କ ଉପରେ ହୋଇଥିବା […]

ଆଦିତ୍ଯ ବେହେରା(ଭୁବନେଶ୍ବର): ଆଜି ଘୋଷଣା ହେଲା ୨୪ ନିର୍ବାଚନର ତାରିଖ। ଭାରତର ମୁଖ୍ୟ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏଥିରେ ଲୋକସଭା ଏବଂ ୪ଟି ରାଜ୍ୟର ବିଧାନସଭା ତାରିଖ ମଧ୍ୟ ଘୋଷଣା କରାଯାଇଛି। ସେହି ଅନୁସାରେ ଓଡିଶାରେ ୪ଟି ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ। ମେ୧୩ ତାରିଖରୁ ଆରମ୍ଭ ହେବ ନିର୍ବାଚନ । ଓଡିଶାରେ ଲୋକସଭା ଓ ବିଧାନସଭା ପାଇଁ ସ୍ଥିର କରାଯାଇଥିବା […]

ସଂଜୟ ଶତପଥୀ(କଟକ): କଟକ ର କର୍ମବୀର ଗୌରୀଶଙ୍କର ରାୟ ଟାଉନ୍ ହଲ୍ ଠାରେ କଟକ ର ପୂର୍ବତନ ବିଧାୟକ, ବିଶିଷ୍ଟ ସମାଜସେବୀ, ପୂର୍ବତନ ଶାନ୍ତି କମିଟି ର ସଭାପତି ତଥା ବିଶିଷ୍ଟ ରାଜନେତା ସଂଗ୍ରାମ କେଶରୀ ମହାପାତ୍ର ଙ୍କ ୨୩ତମ ସ୍ମୃତିସଭା ମହାସମାରୋହରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ବାର୍ ଆସୋସିଏସନ୍ ର ସଭାପତି ତଥା ସୁନାମଧନ୍ୟ ଆଇନଜୀବୀ ଶ୍ରୀ ଧରଣୀଧର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ […]

ସଂଜୟ ଶତପଥୀ(କଟକ)୧୨.୦୮.୨୦୨୩:ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ “ସମନ୍ବୟ” ଆନୁକୁଲ୍ୟରେ ବିଡାନାସୀ ଚହଟାସ୍ଥ ଶ୍ରୀ ଚ‌ହଟେଶ୍ବର ମନ୍ଦିର ପରିସରରେ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି। ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ଆଡଭୋକେଟ ଆଲୋକ କୁମାର ପଣ୍ଡା ପ୍ରାରମ୍ଭିକ ସୂଚନା ଓ ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ପଣ୍ଡିତ ହୃଦୟ ରଞ୍ଜନ ଦେବତା ଶିବ ସ୍ତୁତି ଗାନ କଲାପରେ ପଣ୍ଡିତ ଦିଲ୍ଲୀପ କୁମାର ସାବତ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ […]

ଭବାନିପାଟଣା: ଗ୍ରାହକ ସେବକେନ୍ଦ୍ର କରି ଗାଁ ଲୋକଙ୍କ ଲକ୍ଷାଧିକ ଟଙ୍କା ନେଇ ଚମ୍ପଟ ମାରିଛନ୍ତି ଗୋଟିଏ ପରିବାର । ଏଭଳି ଏକ ଘଟଣା ଘଟିଛି ।କଳାହାଣ୍ତି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ମୋହନଗୁଡା ଗ୍ରାମରେ ଏକ ଗ୍ରାହକ ସେବାକେନ୍ଦ୍ର କରି ଲୋକଙ୍କଠୁ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି ଗୋଟିଏ ପରିବାର । ମୋହନଗୁଡା ଗାଁର ହରିଶଚନ୍ଦ୍ର ରାଉତ ଏବଂ ତାଙ୍କ ମାଆ ଶରସ ରାଉତଙ୍କ ସହ ଆଉ ଦୁଇ […]

ସଂଜୟ ଶତପଥୀ(କଟକ): ରାଜ୍ୟ ସ୍ତରୀୟ ଆଇନ ସେବା ସହାୟତା ସଂଗଠନ ପକ୍ଷରୁ ଆଇନ ସହାୟକ କର୍ମୀମାନଙ୍କର ପ୍ରଶିକ୍ଷଣ ଶିବିର ଅନୁଷ୍ଠାନର ମୁଖ୍ୟ କାର୍ଯ୍ୟାଳୟ କଟକ ଦେଉଳ ସାହି ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ଅବସରପ୍ରାପ୍ତ ଜିଲ୍ଲା ଜର୍ଜ ରତିକାନ୍ତ ମହାପାତ୍ର । ସମ୍ପାଦକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସୂର୍ଯ୍ୟକାନ୍ତ ଆଚାର୍ଯ୍ୟ ଓ ବୈଶାଳୀ ନାୟକ , ସିଭିଲ ଜର୍ଜ ଯୋଗଦାନ କରି […]

ବାସ୍ତବ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୪୧) ଓ ବେଙ୍ଗାଲୁରୁ-ହାୱଡ଼ା ଏକ୍ସପ୍ରେସ୍‌ (୧୨୮୬୪) ମଧ୍ୟରେ ଆଜି ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ବାହାନଗା ଷ୍ଟେସନ ନିକଟରେ ଦୁର୍ଘଟଣା ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତାହତଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆରୋଗ୍ୟ କାମନା କରଛନ୍ତ। ଉକ୍ତ ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ […]

ସଂଜୟ ଶତପଥୀ(କଟକ): ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦ। କଟକର ଅନ୍ୟତମ ସମାଜସେବୀ ଅନୁଷ୍ଠାନ ରାମବିଳାଶ ଶର୍ମା ସେବା ସ୍ମୃତି ସଂସଦ ପକ୍ଷରୁ ସ‍ଂସଦର ମୂଖ୍ୟ ସମାଜସେବୀ ଶ୍ରୀ ମନୋଜ କୁମାର ଶର୍ମାଙ୍କ ନେତୃତ୍ବରେ ହିନ୍ଦୁ ନବବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଶୋଭାଯାତ୍ରା ସ୍ଥାନୀୟ ମେରିଆବଜାରରୁ ବାହାରି ବାଦାମବାଡ଼ି ରେ ପହଞ୍ଚିବା ପରେ ଅନ୍ୟ ସାମାଜିକ ଅନୁଷ୍ଠାନ ଯଥା ହିନ୍ଦୁ ସେନା, ମହାବୀର ସେନା ଓ ଅନ୍ୟାନ୍ୟ […]

ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଜମଧର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ସଡକ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ଯୁ ହୋଇଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ କଟକ ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଖବର ଅନୁଯାଇ, ଗତକାଲି ବିଳମ୍ବିତ ରାତିରେ ବାଲିଆ ଅଧିକାରୀ ବିଭାନ ନାମକ ଠାକୁର ଗାଦି ଭୋଗ ଖାଇ ଦୁହୁରିଆରୁ ବାଲିଆ ଫେରୁଥିବା ବେଳେ କଟକ-ଚାନ୍ଦବାଲି […]

Pin It on Pinterest