ନବୀନ ଦାଶ(ସ୍ଵତନ୍ତ୍ର ପ୍ରତିନିଧି): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ୨୪ଟି ପଞ୍ଚାୟତ ତଥା ୧୨ଟି ୱାର୍ଡ ବିଶିଷ୍ଟ ଏନ୍ ଏସି କୁ ନେଇ ଗଠିତ ହୋଇଥିବା ବେଳେ ଅଞ୍ଚଳ ଟି କୃଷି ତଥା ଆଦିବାସୀ ଜନ ବହୁଳ ଅଞ୍ଚଳ।ଏହି ଅଞ୍ଚଳ ଦେଇ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ଭେଦ କରି ଯାଇଥିବା ବେଳେ ଦିନରାତି ହଜାର ହଜାର ଗାଡ଼ି ମଟର ସହ ଲୋକଙ୍କ ଭିଡ ହୋଇ ଟ୍ରାଫିକ ସମସ୍ୟା ଅଣାୟତ୍ତ […]
odianews
ପ୍ରଶାନ୍ତ କୁମାର ଦାସ(ବାଲିଆପାଳ): ବାଲେଶ୍ଵର ଜିଲ୍ଳା ବାଲିଆପାଳ ବ୍ଲକ ପ୍ରତାପପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ସୁବର୍ଣ୍ଣରେଖା ବନ୍ଦର ପକ୍ଷରୁ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ବାଲିଆପାଳ ବ୍ଲକ ର ବିଭିନ୍ନ ଅଂଚଳରୁ ବିଭିନ୍ନ ପ୍ରକାରର ରୋଗୀ ମେଳାରେ ନାମ ପଞ୍ଜିକରଣ କରୀ ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ଵାରା ଚିକିତ୍ସିତ ହୋଇଥିଲେ। ଡାକ୍ତରଙ୍କ ପରାମର୍ଶ ଅନୁସାରେ ସମସ୍ତ ରୋଗୀଙ୍କୁ ମାଗଣା ଔଷଧ ବିତରଣ କରିବେ ବୋଲି କହିଥିଲେ କିନ୍ତୁ […]
ମନୋଜ ମହାନ୍ତି(ଭୁବନେଶ୍ବର) :ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନା ଅନୁଯାଇ, ମେ’ ୩୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ଲାଗି ରହିବ। ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହେବାର ସମ୍ଭାବନା । ବଜ୍ରପାତର ସମ୍ଭାବନା ଅଧିକ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ […]
ଦୀପକ ବେଉରା(କଟକ) : ଗୋବରୀ ନଦୀରେ କେନ୍ଦ୍ରାପଡା ସହରରୁ ବାହାରୁଥିବା ବର୍ଜ୍ୟବସ୍ତୁ ପକାଯିବା ଅଭିଯୋଗ ସଂପର୍କିତ ମାମଲାରେ ଜାତୀୟ ଗ୍ରିନ୍ ଟ୍ରିବୁନାଲ (ଏନ୍ଜିଟି)ରେ ଜବାବ ରଖିବା ପାଇଁ ପୁଣି ସମୟ ମାଗିଲେ ରାଜ୍ୟ ସରକାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏଥି ପାଇଁ ଏନ୍ଜିଟି ଅନୁମତି ଦେବା ସହିତ ଦୁଇ ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡଙ୍କୁ […]
ପ୍ରମୋଦ ନାଏକ(ଭୁବନେଶ୍ୱର) ୨୫/୦୫: ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର,ଏଚ.ଏଫ.ଏମ.ଡି. ଟମାଟୋ ଫ୍ଲୁ ନୁହେଁ ବୋଲି କହିଛନ୍ତି । ଏଥିରେ ଭୟଭୀତ କି ଆତଙ୍କିତ ହେବାର କୌଣସି କାରଣ ନାହିଁ । ସେ କହିଛନ୍ତି ଟମାଟୋ ଫ୍ଲୁ ନେଇ,ସବୁ ଜିଲାର ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିର୍ଦେଶ ସର୍ଭେଲାନ୍ସକୁ ଜୋରଦାର କରିବା ପାଇଁ,ଆଇ ସିଏମାର( ଇସିମ୍ର) କି NCDC କୌଣସି ଗାଇଡ଼ ଲାଇନ ଜାରି କରିନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ଯେ,କିଛି […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି):-ମୋ ସ୍ୱାମୀକୁ ବଂଚେଇଦିଅ. ଯାହା ଥିଲା ବିକି ଭାଙ୍ଗି ସ୍ୱାମୀର ଚିକିତ୍ସାରେ ଖର୍ଚ୍ଚ କରିସାରିଲିଣି. ଆଉ ଅର୍ଥ ମୋ ପାଖରେ ନାହିଁ. ଏବେ ସରକାରୀ ଓ ବେସରକାରୀ ସାହାଯ୍ୟ ହିଁ ମୋ ସ୍ୱାମୀର ଜୀବନ ବଞ୍ଚାଇ ପାରିବ । ବଦାନ୍ୟ ବ୍ୟକ୍ତିଙ୍କ ସାହାଯ୍ୟ ମିଳିଲେ ଚିକିତ୍ସା ଆଗେଇପାରିବ । ଜଣେ ସ୍ତ୍ରୀ, ନିଜ ସ୍ୱାମୀଙ୍କ ଜୀବନ ବଂଚାଇବା ପାଇଁ ସାହାଯ୍ୟର ହାତ ବଢ଼ାଇବାକୁ ସୋସିଆଲ ମିଡ଼ିଆ ମାଧ୍ୟମରେ ଆକୁଳ […]
ଜଗତସିଂହପୁର : ବିଜୁ ସ୍ବାସ୍ଥ୍ୟବୀମା କାର୍ଡ ଦ୍ୱାରା ଗରିବଙ୍କ ମାଗଣା ସ୍ୱାସ୍ଥ୍ୟ ସେବାର ସରକାର ଡିଣ୍ଡିମ ପିଟୁଥିବା ବେଳେ, କାର୍ଡଧରି ହସ୍ପିଟାଲରୁ ହସ୍ପିଟାଲ ଦୌଡ଼ିବା ପରେ ବି ଫଳ ଶୁଉନୁ । ଚିକିତ୍ସା ଅଭାବରୁ ଅକାଳରେ ଚାଲି ଯାଉଛି ଅନେକଙ୍କ ପ୍ରାଣ । ଏମିତି ଚିକିତ୍ସା ଅଭାବରୁ ଜଗତ୍ସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ୍ ପଙ୍କପାଳ ଗାଁର ଜଣେ କର୍କଟ ରୋଗୀ ଶତ୍ରୁଘ୍ନ ଓଝା ପ୍ରାଣ ହରାଇଛନ୍ତି। ଖବର ଅନୁଯାଇ, ଶତ୍ରୁଘ୍ନ […]
ବାସ୍ତବଟିଭି :ମିଳିତ ଜାତିସଂଘ ଶିଶୁ ପାଣ୍ଠି (ୟୁନିସେଫ) କହିଛି ଯେ ନୂତନ ବର୍ଷର ପ୍ରଥମ ଦିନରେ ସାରା ବିଶ୍ୱରେ ଆନୁମାନିକ ୩ ,୭୧ ,୫୦୪ ପିଲା ଜନ୍ମ ହେବେ। ଏଥିମଧ୍ୟରୁ ପ୍ରାୟ ୬୦ ,000 ପିଲା ଭାରତରେ ଜନ୍ମ ହୋଇଥିବା ଅନୁମାନ କରାଯାଉଛି। ଏହି ବର୍ଷ ପ୍ରାୟ ୧୪ କୋଟି ପିଲା ଜନ୍ମ ହେବେ | ଏ ବର୍ଷର ପ୍ରଥମ ଦିନରେ ଜନ୍ମ ହାର କମ | ମୁଖ୍ୟମନ୍ତ୍ରୀ ନବୀନ […]


