ପ୍ରମୋଦନାୟକ(ଭୁବନେଶ୍ବର): ଆଉ ୧ ଘଣ୍ଟା ବୃଦ୍ଧି ପାଇଲା ବିଧାନସଭା ଅବଧି । ସନ୍ଧ୍ୟା ୬ ପରିବର୍ତ୍ତେ ସନ୍ଧ୍ୟା ୭ଟା ଯାଏ ଗୃହକାର୍ଯ୍ୟ ଚାଲିବ। ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ଵାଚସ୍ପତିଙ୍କ ଅଧକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ସର୍ବଦଳୀୟ ବୈଠକ ପରେ ବାଚସ୍ପତି ବିକ୍ରମ ଆରୁଖ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ଥିବା କୋଭିଡ କଟକଣା ହଟିଥିବା ହେତୁ ପୂର୍ବ ଅପେକ୍ଷା ବିଧାନସଭା ଅବଧି ୧ ଘଣ୍ଟା ବୃଦ୍ଧି […]
Odisha Assembly
ମନୋଜ ମହାନ୍ତି(ଭୁବନେଶ୍ୱର) ୨୮।୦୩ : ଆଜି ବିଧାନସଭାରେ ମାନସ ହତ୍ୟା ମାମଲାର ତାତି । ଶୁନ୍ୟକାଳରେ ଉଠିଲା ମାନସ ହତ୍ୟା ମାମଲାର ପ୍ରଶ୍ନ । ହତ୍ୟା କାଣ୍ଡରେ ସମ୍ପୃକ୍ତ ମୁଖ୍ୟ ଆସାମୀ ଶର୍ମିଷ୍ଠାକୁ ବର୍ତ୍ତମାନ ସୁଦ୍ଧା ବି ଗିରଫ କରାଯାଇନାହିଁ । ସେକ୍ସ ସ୍କାଣ୍ଡଲ ପାଇଁ ଏହି ହତ୍ୟାକାଣ୍ଡ ହୋଇଛି ବୋଲି ଗୃହରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, […]


