ପ୍ରମୋଦ ନାୟକ(ଭୁବନେଶ୍ୱର)୨୬/୦୯: ହାଇ ସିକ୍ୟୁରିଟି ନମ୍ବର ପ୍ଲେଟକୁ ନେଇ ରାଜ୍ୟ ସଡକ ପ୍ରାଧିକରଣ ପକ୍ଷରୁ ନୂଆ ନିୟମ ଲାଗୁ କରାଯାଇଛି । ଧାର୍ଯ୍ୟ ତାରିଖ ସୁଦ୍ଧା ବୁକିଂ କରିଥିଲେ ଫାଇନ୍‌ ଦେବାରୁ ଗାଡି ମାଲିକ ବା ଚାଳକ ବର୍ତ୍ତିବେ । ଚେକିଂ ବେଳେ ଅନଲାଇନ ବୁକିଂ ସ୍ଲିପ୍ ଦେଖାଇଲେ ଚାଳକ ଫାଇନ୍‌ରୁ ବର୍ତ୍ତିବେ ବୋଲି ରାଜ୍ୟ ସଡକ ପ୍ରାଧିକରଣ ବିଭାଗ କହିଛି । ସୂଚନା ଅନୁସାରେ,୧ କିମ୍ବା ୨ରେ ସରୁଥିବା […]

ବାସ୍ତବବ୍ୟୁରୋ(ଭୁବନେଶ୍ୱର):ଆଜି ଶପଥ ନେବାକୁ ଥିବା ନୂଆ ମନ୍ତ୍ରିମଣ୍ଡଳରେ ୫ଜଣ ମହିଳାଙ୍କ ମଧ୍ୟରୁ ୩ଜଣଙ୍କୁ କ୍ୟାବିନେଟ୍ ଓ ୨ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିବ। ୮ଜଣ ମନ୍ତ୍ରୀ ନିଜର ପଦ ପୁଣିଥରେ ଫେରି ପାଇବେି ଓ ଅନ୍ୟ ୧୩ଜଣ ନୂଆ ମୁହଁଙ୍କୁ ସାମିଲ ହୋଇଛନ୍ତି । ପ୍ରଥମଥର ପାଇଁ ୭ଜଣ ସମ୍ପୂର୍ଣ୍ଣ ନୂଆ ମୁହଁ ବୋଲି ଜଣାପଡ଼ିଛି । କ୍ୟାବିନେଟ୍ ମନ୍ତ୍ରୀ- ଯେଉଁମାନେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେବେ ସେମାନେ ହେଲେ […]

Pin It on Pinterest