ବାସ୍ତବବ୍ୟୁରୋ(ଭୁବନେଶ୍ୱର):ଆସନ୍ତା କଲି କଂଗ୍ରେସର ବନ୍ଦ ଡାକରାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ମମିତା ମେହେର ହତ୍ୟା ମାମଲାରେ ଆସନ୍ତାକାଲି ଅର୍ଥାତ ନଭେମ୍ବର ୧୨ ତାରିଖରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦର ଘୋଷଣା କରିଥିଲା କଂଗ୍ରେସ ।କିନ୍ତୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ହରତାଳ କରି ପାରିବେ ହେଲେ,ବନ୍ଦ କରାଯାଇ ପାରିବ ନାହିଁ ବୋଲି ଆଜି ହାଇକୋର୍ଟ କହିଛନ୍ତି।ହାଇକୋର୍ଟ ସିଧାସିଧା କହିଛନ୍ତି ଯେ, ଜୋର ଜବରଦସ୍ତି କାହାରିକୁ ବନ୍ଦ କରିପାରିବେ ନାହିଁ […]