ସଂଜୟ ଶତପଥୀ(କଟକ): ଆଜି କଟକ ଓ.ଏମ୍.ପି ଛକ ସ୍ଥିତ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ପ୍ରତିଷ୍ଠିତ ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ମନ୍ଦିର ପ୍ରାଙ୍ଗଣରେ ପ୍ରତିବର୍ଷ ପରି ସମଗ୍ର ବିଶ୍ୱର କଲ୍ୟାଣାର୍ଥେ ତ୍ରୀଦିବସୀୟ ବିଶ୍ଵଶାନ୍ତି ମହାଯଜ୍ଞ -୨୦୨୪ ର ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ର ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ସପତ୍ନୀକ ଏବଂ ବାଟାଲିୟନର ସମସ୍ତ ଅଧିକାରୀ ଓ […]

ସଂଜୟ ଶତପଥୀ(କଟକ): ଓଡ଼ିଶା ପୋଲିସ୍ ବିଭାଗ ପକ୍ଷରୁ ସପ୍ତଦିବସୀୟ ରାଜ୍ୟସ୍ତରୀୟ ଫୁଟବଲ୍ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ କଟକର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଭବ୍ୟ ଉଦଯାପନ ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ୍ ବିଭାଗ ର ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର […]

ଭୁବନେଶ୍ବର: ଆଜି ସୋମବାର ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।ଏଥିପାଇଁ ନିର୍ବାଚନର ସୁରକ୍ଷା ବ୍ୟବସ୍ଥା ଉପରେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ କହିଛନ୍ତି କି,୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା କ୍ଷେତ୍ରରେ ସୁରକ୍ଷାକୁ ଗୁରୁତ୍ଵ ଦିଆଯାଇଛି। ୯ଟି ଜିଲ୍ଲାରେ ୬ ହଜାର ୨୮୨ ଲୋକେସନରେ ୭୨୯୮ ଟି ପୋଲିଂ ବୁଥ୍ ରହିଛି। ଏହା ମଧ୍ୟରେ ୫୩୭ଟି ମାଓ ପ୍ରଭାବିତ ଅଞ୍ଚଳରେ ପୋଲିଂ ବୁଥ୍ ଅଛି। […]

ସଂଜୟ ଶତପଥୀ(କଟକ): ପ୍ରଚଣ୍ଡ ରୌଦ୍ରତାପରେ ଜନସାଧାରଣ ପାଣି ଟୋପାଏ ଲାଗି ଡହଳବିକଳ ହେଉଥିବା ବେଳେ ତଥା ଯେତେବେଳେ କଟକ ମହାନଗର ନିଗମ ଏହି କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ସେତେବେଳେ କଟକ-ଭୁବନେଶ୍ୱର କମିଶନରେଟ୍ ପୋଲିସ୍ ପକ୍ଷରୁ ମାନନୀୟ ପୋଲିସ୍ କମିଶନର ଶ୍ରୀ ସୈାମେନ୍ଦ୍ର ପ୍ରିୟଦର୍ଶୀ ଙ୍କ ନିର୍ଦ୍ଦେଶକ୍ରମେ କଟକ-ଭୁବନେଶ୍ୱର ର ପ୍ରତ୍ୟେକ ପୋଲିସ୍ ଥାନା ସମ୍ମୁଖରେ ଜଳଛତ୍ର କେନ୍ଦ୍ର ଖୋଲାଯାଇଛି। ଏହି ପରିପ୍ରେକ୍ଷୀରେ କଟକ ସହରର ବକ୍ସି ବଜାରସ୍ଥିତ ରିଜର୍ଭ ପୋଲିସ୍ […]

ପ୍ରମୋଦନାୟକ(ଭୁବନେଶ୍ବର): ମାର୍ଚ୍ଚ ୧୫ରୁ ଧାରଣା ଦେବ ଓଡ଼ିଶା ଡ୍ରାଇଭର ମହାସଂଘ । ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତାକାଲି ଠାରୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ଏବେ ଦଶମ ପରୀକ୍ଷା ଚାଲିଥିବା ହେତୁ ଭୁବନେଶ୍ୱର ସହରରେ କୌଣସି ଧାରଣା ଦିଆଯିବନାହିଁ ବୋଲି ସଂଘ କହିଛି। ଓଡ଼ିଶା ଡ୍ରାଇଭର ମହାସଂଘ ସହ ଓଡ଼ିଶା ମଟର ଚାଳକ ସଂଘ, ନାଇଟ ହେଲ୍ପ ଟ୍ରଷ୍ଟ କ୍ୟାବ ସର୍ଭିସ୍ ସଂଘ, ଓଡ଼ିଶା ପରିବହନ ଚାଳକ ସଂଘ ଓ […]

ଦେବକାନ୍ତ ମହାନ୍ତି(ଚାନ୍ଦବାଲି):ଗୋପୀନାଥପୁର ପଞ୍ଚାୟତରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଜେଡି ଏବଂ ବିଜେପି ମଧ୍ୟରେ ହୋଇଥିବା ଗଣ୍ଡଗୋଳରେ ଜଣେ ବିଜେପି କର୍ମୀ ଗୁରୁତ୍ୱର ଆହତ ହୋଇଥିଲେ ।ଯାହାକୁ ନେଇ ଗତ ୧୬ ତାରିଖରେ ଚାନ୍ଦବାଲି ବାଂଶଡ଼ା ଥାନାରେ ୧୧ ଜଣଙ୍କ ନାମରେ ଲିଖିତ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଆଜି ପୁଣି ଏକ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରୁଥିବା […]

Pin It on Pinterest