ବରଗଡ଼୧୬.୦୬.୨୦୨୫(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା,ଉପଜିଲ୍ଲାପାଳ […]
odisha
ବରଗଡ଼(ନବୀନ କୁମାର ଦାଶ):ବିକାଶ ମେଳାର ଚତୁର୍ଥ ଦିବସରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହାଙ୍କ ଅଧ୍ୟକ୍ଷତା ରେ ଜିଲ୍ଲାସ୍ତରୀୟ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ପାଳ ମଧୁଛନ୍ଦା ସାହୁଙ୍କ ସମେତ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ […]
ବରଗଡ଼୧୪/୦୬(ନବୀନ କୁମାର ଦାଶ):ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସ୍ଥାନୀୟ ଯଦୁମଣି ପ୍ରଧାନ ଅଡିଟରୀୟମ ଠାରେ ଆୟୋଜିତ ହେଉଥିବା ଜିଲ୍ଲା ସ୍ତରୀୟ ବିକାଶ ମେଳର ତୃତୀୟ ଦିବସରେ ମାନ୍ୟବର ରାଜସ୍ୱ ଏବଂ ବିପର୍ଯୟ ପରିଚାଳନା ବିଭାଗୀୟ ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓରମାସ ପଲ୍ଲିଶ୍ରୀ ମେଳା, ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରଦର୍ଶନୀ ବୁଲି ଦେଖିବା ପରେ ଜିଲ୍ଲାର ସମସ୍ତଗ୍ରାମ୍ୟ ଜଳ ପରିମଳ […]
ବରଗଡ଼୧୩/୦୬(ନବୀନ କୁମାର ଦାଶ):ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ରାଜ୍ୟ ସରକାରଙ୍କ ୧ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ହେଉଥିବା ଜିଲ୍ଲାସ୍ତରୀୟ ବିକାଶ ମେଳାରେ ବରଗଡ଼ ଜିଲ୍ଲା ପ୍ରଭାରି ତଥା ମାନ୍ୟବର ମନ୍ତ୍ରୀ,ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ସରକାରଙ୍କ ଏକ ବର୍ଷର ସେବା, ସୁଶାସନ ଓ ସଫଳତାର କଥା କହିବା ସହ ଖେଦାପାଲି ସ୍ଥିତ ଜିଲ୍ଲା ମୁଖ୍ୟ […]
ବରଗଡ଼୧୩/୦୬(ନବୀନ କୁମାର ଦାଶ):ଭାରତୀୟ କୃଷକ ହିଁ ଭାରତୀୟ ଗଣତନ୍ତ୍ର ର ଭବିଷ୍ୟତ।ଦେବାହାଲ ସ୍ଥିତ ଜୟକିଷାନ ପାଠାଗାର ଦ୍ୱାରା ବିଶିଷ୍ଟ ଚାଷୀ ନେତା ସ୍ବର୍ଗତ ଗଙ୍ଗାଧର ବେହେରାଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆୟୋଜିତ ଆଲୋଚନା ଚକ୍ରରେ ବକ୍ତାମାନେ ଏହି ମତ ଦେଇଥିଲେ।ଆଲୋଚନା ର ବିଷୟ ଥିଲା “ଭାରତର କୃଷକ ଓ ଭାରତୀୟ ଗଣତନ୍ତ୍ର ର ଭବିଷ୍ୟତ”। ପାଠାଗାର ର ସହ ସମ୍ପାଦକ ବିନୟ କୁମାର ସାହୁଙ୍କ ପରି ଚାଳନା ରେ ଅନୁଷ୍ଠିତ […]
ବରଗଡ଼୧୨.୦୬.୨୦୨୫(ନବୀନ କୁମାର ଦାଶ):ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ସ୍ମୃତି କମିଟି ଏବଂ ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ ମିଳିତ ଆନୁକୂଲ୍ୟ ରେ ଗତକାଲି ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଗୁରୁ ଭଗବାନ ସାହୁଙ୍କ ୯୫ ତମ ଜନ୍ମୋତ୍ସବ ରେ ଏକ ଦିବସୀୟ ରାଜ୍ୟସ୍ତରୀୟ ଗୁରୁ ଭଗବାନ ସାହୁ ମହୋତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଅଛି। ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ଵାରା ଗୁରୁ ଭଗବାନ ସାହୁଙ୍କ ଫଟୋ ଚିତ୍ରରେ […]
ବରଗଡ଼୧୨.୦୬.୨୦୨୫(ନବୀନ କୁମାର ଦାଶ):ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ରାଜ୍ୟ ସରକାରଙ୍କ ୧ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରେ ଆୟୋଜିତ ହେଉଛି ଜିଲ୍ଲାସ୍ତରୀୟ ବିକାଶ ମେଳା- ୨୦୨୫ । ସେବା, ସୁଶାସନ ଓ ସଫଳତାର ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଅବସରରେ ଖୋଲିଛି ସୁଆଦିଆ ଖାଦ୍ୟର ପସରା ଓ ବିଭିନ୍ନ ବିଭାଗର ସଫଳତା ପ୍ରଦର୍ଶନୀ। ପ୍ରତି ସନ୍ଧ୍ୟାରେ ପ୍ରଦର୍ଶିତ ହେଉଛି ଆକର୍ଷଣୀୟ ସାଂସ୍କୃତିକ […]
କେନ୍ଦ୍ରାପଡ଼ା(ନି.ପ୍ର)୧୨/୬/: ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଓ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି କେନ୍ଦ୍ରାପଡ଼ା ଗସ୍ତରେ ଆସି ସ୍ଥାନୀୟ ସଂସ୍କୃତି ଭଵନରେ ହିତାଧିକାରୀମାନଙ୍କୁ ରେସନ କାର୍ଡ ବଣ୍ଟନ କରିଥିଲେ। ଏହା ପରେ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଯୋଜନା ସହିତ ସଫଳତାକୁ ଲୋକଙ୍କ ପାଖକୁ ପହଂଚେଇବାକୁ ସମସ୍ତ ସାମ୍ବାଦିକ ବନ୍ଧୁ ମାନଙ୍କୁ […]
ରାକେଶ ମହାନ୍ତି(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭକ୍ତ ଦାସିଆ ଡ୍ୟାନ୍ସ ଏକାଡେମୀ ଓ ଭକ୍ତ ଦାସିଆ ସେବା ମହାସଂଘ ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ସମ୍ମୁଖରେ ତୁଳସୀ କ୍ଷେତ୍ର ସ୍ନାନ ଯାତ୍ରା ମହୋତ୍ସବ ଓ ଭକ୍ତ ଦାସିଆ ସେବା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ସକାଳୁ ମହାସଂଘ ପକ୍ଷରୁ ଭକ୍ତ ଦସିଆଙ୍କ ସେବା ସିଦ୍ଧ ବଳଦେବଜୀଉଙ୍କୁ ଅର୍ପଣ […]
ସଂଜୟ ଶତପଥୀ(କଟକ): କଟକ ଉଠାଦୋକାନୀ ମହାସଙ୍ଘ ପକ୍ଷରୁ ଉଚ୍ଛେଦ ନ କରି ଥଇଥାନ ଓ ଭେଣ୍ଡିଂ ଜୋନ ଯୋଗାଇ ଦେବା ଦାବିରେ ରାଣୀହାଟ, ପ୍ରେସଛକ, ସିଡିଏ, ମଧୁପାଟଣା ଓ ବାଦାମବାଡ଼ିରେ ଉଚ୍ଛେଦ ହୋଇଥିବା ଉଠାଦୋକାନୀମାନେ ଆଜି ପୂର୍ବାହ୍ନରେ କଟକ ଜିଲ୍ଲାପାଳଙ୍କୁ କାର୍ଯ୍ୟାଳୟରେ ଭେଟି ଦାବିପତ୍ର ପ୍ରଦାନ କରିଥିଲେ । ଆଇନି ଅନୁସାରେ ଉଠାଦୋକାନୀମାନଙ୍କୁ ଉଚ୍ଛେଦ ପୂର୍ବରୁ ଥଇଥାନର ପ୍ରାବଧାନ ଥିଲେ ମଧ୍ୟ ନାଳ ସଫାକରିବା ଆଳରେ ଉପରୋକ୍ତ ଅଞ୍ଚଳମାନଙ୍କରେ ଉଚ୍ଛେଦ […]


