ବରଗଡ଼୩/୧୨(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ସ୍ଥିତ ଲରମ୍ଭା କଲେଜ ଠାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କଲେଜ ଅଧ୍ୟକ୍ଷ ଡଃ ପ୍ରମୋଦ କୁମାର ଭୋଇ ଆନୁଷ୍ଠାନିକ ଭାବରେ ଶିବିରକୁ ଉଦ ଘାଟନ କରିଥିବା ବେଳେ କଲେଜର ବରିଷ୍ଠ ଅଧ୍ୟାପକ ବୃନ୍ଦ ‘ରକ୍ତ ଦାନ ମହାନ ଦାନ’ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ବକ୍ତବ୍ଯ ପ୍ରଦାନ କରି ରକ୍ତଦାନ କରିବାକୁ ଉତ୍ସାହିତ କରିଥିଲେ।ଚଳିତ ବର୍ଷ […]

କଟକ(ସଂଜୟ ଶତପଥୀ):ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ଅନ୍ତର୍ଭୁକ୍ତ ଯସପଡା, ୪୨ମୌଜା, ବେଲେଶ୍ୱର ଓ ନୂଆବଜାର ଜୋନ ପକ୍ଷରୁ ପ୍ରତିକୂଳ ପାଗ ସତ୍ତ୍ୱେ ବହୁ ପେନସନଧାରୀ ଏକାଠି ହୋଇ ବିଡ଼ିଓ ଙ୍କ ଅନୁ ପସ୍ଥିତିରେ ବ୍ଲକର ଅର୍ଥ ଅଧିକାରୀଙ୍କୁ ଚିକିତ୍ସା ଭତ୍ତା ସହ ଅନ୍ୟ ଆଠ ଦଫା ଦାବିଉପରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦିଆଯାଇଛି। ଏହା ପ୍ରଫୁଲ କୁମାର ନାୟକ,ସୁବୋଧ କୁମାର ମହାନ୍ତି, ପ୍ରେମାନନ୍ଦ ଜେନା ଓ ବିଜୟ କୁମାର […]

କଟକ(ସଂଜୟ ଶତପଥୀ): ଚାଷୀଙ୍କ ହୋସ୍ ଉଡାଇଛି ଲଘୁଚାପଜନିତବର୍ଷା।କଟକ ଜିଲ୍ଲାର ପ୍ରାୟ ସବୁ ବ୍ଲକରେ ଶୁକ୍ରବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହି ପୂର୍ବାହ୍ନ ୧୦ଟାରୁ ବର୍ଷା ଆରମ୍ଭ ହୋଇଥିଲା। ଏବେ ଧାନ ଅମଳ ସମୟ ହୋଇଥିବାରୁ ଚାଷୀ ବିଲରେ କେଉଁଠି କଳେଇ ପକେଇଛି ତ କେଉଁଠି ଖଳାରେ ଧାନ ଗଦା କରିଛି । ବର୍ଷାରେ ଧାନ ଗଦା, କଳେଇ, ବେଙ୍ଗଳା ଭିଜି ବର୍ଷକର ଫସଲ ଉଜୁଡ଼ିଯିବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ […]

ଜୟନ୍ତ ଶତପଥୀ(କେନ୍ଦ୍ରାପଡା):୨୮/୧୧/୨୦୨୪- କେନ୍ଦ୍ରୀୟ ଟ୍ରେଡ ୟୁନିୟନ ସମୂହ ଏବଂ ସଂଯୁକ୍ତ କିଶାନ ମୋର୍ଚ୍ଚା ଓ ସ୍ୱାଧୀନ ଫେଡରେସନ ସମୂହର ମିଳିତ ମଞ୍ଚ କେନ୍ଦ୍ରାପଡା ଜିଲ୍ଲା ପକ୍ଷରୁ ୧୨ ଦଫା ଦାବି ନେଇ ସର୍ବଭାରତୀୟ ଡ଼ାକରାରେ ମଙ୍ଗଳବାର ଦିନ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଅଫିସି ସମ୍ମୁଖରେ ଚେତାବନୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ଫସଲ ପାଇଁ ଆଇନଗତ ଭାବେ ସୁନିଶ୍ଚିତ କ୍ରୟ ବ୍ୟବସ୍ଥା ସହ ସମସ୍ତ ଫସଲ ପାଇଁ ସି-୨ ଯୁକ୍ତ ଏହାର […]

ସଂଜୟ ଶତପଥୀ(କଟକ): ବହୁ ଦିନର ପ୍ରତିକ୍ଷା ର ଅନ୍ତ ଘଟିବା ସହ ଓଡ଼ିଶା ପୋଲିସ୍ ହାବିଲଦାର, ସିପାହୀ ଓ କନେଷ୍ଟବଳ ମହାସଂଘ ର କର୍ମକର୍ତ୍ତା ନିର୍ବାଚନ-୨୦୨୪ ଅନୁଷ୍ଠିତ ହୋଇଛି। ଆଜି କଟକ ର ଓଡ଼ିଶା ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଏହି ନିର୍ବାଚନର ଫଳାଫଳ ଘୋଷଣା ହୋଇଯାଇଛି। ଗତକାଲି ଶାନ୍ତି ଶୃଙ୍ଖଳା ର ସହ ଏହି ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବା ପରେ ଭୋଟବାକ୍ସକୁ ବାଟାଲିୟନ ପରିସରରେ କଡା […]

ସଂଜୟଶତପଥୀ(କଟକ): ପରଲୋକରେ ବରିଷ୍ଠ ବିଜେପି ନେତା ସମୀର ଦେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା କାରଣରୁ ଦୀର୍ଘଦିନ ଧରି ସେ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି। ନିମୋନିଆ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ହୋଇଥିଲେ। ଡାକ୍ତରଙ୍କ ଆପ୍ରାଣ […]

ସଂଜୟ ଶତପଥୀ(କଟକ): ପ୍ରାୟତଃ ସମସ୍ତ କାରାଗାରରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଥୂଲା ବେଳେ ଅଧିକାଂଶ କ୍ଷେତ୍ରରେ କାରାଗାରରେ ରହୁଥୂବା ଅପରାଧୀ ଅନ୍ତେବାସୀମାନେ ମାନସିକ ଚାପରେ ରହୁଥୂବା କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି। ଯାହା କି ବର୍ତ୍ତମାନ ସ୍ଥିତିରେ ଏକ ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହି ପରିସ୍ଥିତି କୁ ସୁଧାରିବା ଲାଗି ରୋଟାରୀ କ୍ଲବ ଅଫ୍ କଟକ ମହାନଦୀ ପକ୍ଷରୁ ଏକ ସ୍ବତନ୍ତ୍ର “ମାନସିକ ସ୍ଵାସ୍ଥ୍ୟ ସଚେତନତା […]

ସଂଜୟ ଶତପଥୀ(କଟକ): ଆଜି କଟକ ଓ.ଏମ୍.ପି ଛକ ସ୍ଥିତ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ପ୍ରତିଷ୍ଠିତ ପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ମନ୍ଦିର ପ୍ରାଙ୍ଗଣରେ ପ୍ରତିବର୍ଷ ପରି ସମଗ୍ର ବିଶ୍ୱର କଲ୍ୟାଣାର୍ଥେ ତ୍ରୀଦିବସୀୟ ବିଶ୍ଵଶାନ୍ତି ମହାଯଜ୍ଞ -୨୦୨୪ ର ଆୟୋଜନ କରାଯାଇଛି। ଏହି ପରିପ୍ରେକ୍ଷୀରେ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ର ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ସପତ୍ନୀକ ଏବଂ ବାଟାଲିୟନର ସମସ୍ତ ଅଧିକାରୀ ଓ […]

ସଂଜୟ ଶତପଥୀ(କଟକ): ଓଡ଼ିଶା ପୋଲିସ୍ ବିଭାଗ ପକ୍ଷରୁ ସପ୍ତଦିବସୀୟ ରାଜ୍ୟସ୍ତରୀୟ ଫୁଟବଲ୍ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ କଟକର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଭବ୍ୟ ଉଦଯାପନ ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ୍ ବିଭାଗ ର ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର […]

ବରଗଡ଼୧୦/୧୧(ନବୀନ କୁମାର ଦାଶ):ନିଶା ମୁକ୍ତ ଯୁବ ଅଭିଯାନ ଅବସରରେ ବରଗଡ଼ ଜିଲ୍ଲା ଅମ୍ବା ଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ରେ ସାମୂହିକ ଶପଥ ପାଠ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ ଏହି ଶପଥ ପାଠ କରାଇ ଥିବାବେଳେ କ୍ରୀଡ଼ା ଶିକ୍ଷକ ଜ୍ୟୋତିଶ୍ଚନ୍ଦ୍ର ପଧାନ,ଈଶ୍ୱର ପଧାନ, ତେଜରାମ ସା,ଆଶୁତୋଷ ଭୋଇ, […]

Pin It on Pinterest