ଭୁବେନଶ୍ବର(ନି.ପ୍ର): ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି । ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପକ୍ରିୟାକୁ ଅନୁମୋଦନ କରାଯାଇଛି । ଏନେଇ ରାଜ୍ୟସରକାରଙ୍କୁ ଅବଗତ କରାଯିବ ଆଲୋଚନା ହୋଇଛି ।ଟେକ୍ନିକାଲ ସ୍କାନିଙ୍ଗ ଉପରେ ରାଜ୍ୟ ସରକାଙ୍କ ଦୃଷ୍ଟି ଆକର୍ଷଣ କରାଯିବ । ସେହିପରି ଶ୍ରୀମନ୍ଦିର ଜମିକୁ ଦଲାଲମୁକ୍ତ କରାଯିବ ବୋଲି ମଧ୍ୟ ଆଲୋଚନା ହୋଇଛି । ଯେକୌଣସି […]
odisha
ବାସ୍ତବ ବ୍ୟୁରୋ: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ +୨ ପରୀକ୍ଷା ଢ଼ାଞ୍ଚାରେ ପରିବର୍ତ୍ତନ ହେବ। ସିବିଏସ୍ଇ ପାର୍ଟନ ଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ପୂର୍ବରୁ ହେଉଥିବା ତ୍ରୈମାସିକ ପରୀକ୍ଷା ବା କ୍ୱାଟର ଏଣ୍ଡ ପରୀକ୍ଷାକୁ ସମ୍ପୁର୍ଣ୍ଣ ଉଚ୍ଛେଦ କରାଯିବ। ଏହା ବଦଳରେ ଇଣ୍ଟରନାଲ ପରୀକ୍ଷା ହେବ ଓ ତନ୍ମଧ୍ୟରୁ ଅବଶିଷ୍ଟ ୨୦ମାର୍କ ଆସିବ। ସେହିପରି ସିଲାବସ୍ ବାହାରୁ ପ୍ରଶ୍ନପତ୍ର ଆସୁଥିବାରୁ ପ୍ରଶ୍ନପତ୍ର ପାଟର୍ଣ୍ଣରେ ମଧ୍ୟ ପରିବର୍ତ୍ତନ […]
ଗଜପତି(ନି.ପ୍ର): ସମ୍ପ୍ରତି ଐତିହ୍ୟ ସମ୍ପନ୍ନ ପାରଳା ରାଜପ୍ରାସାଦ,ରକ୍ଷଣାବେକ୍ଷଣ ଅଭାବରୁ ଆଗାମୀ କିଛିବର୍ଷ ମଧ୍ୟରେ ଧ୍ୱସ୍ତ ହେବାକୁ ଯାଉଥିବା ଅନୁମାନ କରାଯାଉଛି । ସମ୍ପ୍ରତି ରାଜନଅରର ଦରବାର ହଲ୍ର ଉପରିଭାଗ ଲଗାଣବର୍ଷା ଫଳରେ ଭୁଷୁଡ଼ି ପଡ଼ିଥିବା ସଂସ୍କୃତିପ୍ରେମୀ ପାରଳା ଓ ଗଜପତି ଜିଲ୍ଳାବାସୀଙ୍କୁ ବ୍ୟଥିତ କରିଛି । ବିଗତ କିଛି ବର୍ଷ ତଳେ ଦରବାର ହଲର ଉପରିଭାଗ ସାମାନ୍ୟ ଭାଙ୍ଗିଥିବା ଜଣାଯାଇଥିଲା ।ଏବଂ ଏହାର ତୁରନ୍ତ ମରାମତି ସକାଶେ ତତ୍କାଳୀନ ମହାରାଜା […]
ବରଗଡ:-୨.୮(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ”ଆମ ପରିବାର”,ଅତାବିରା ତରଫରୁ ଏଥର ୬ବର୍ଷରେ ଅଗଷ୍ଟ ୧ ତାରିଖ ସମଲପୁରୀ ଦିନ-୨୦୨୪ ଖୁବ୍ ଧୁମଧାମରେ ପାଳିତ ହୋଇ ଯାଇଛି। ସ୍ଥାନୀୟ ଅଗ୍ରସେନ ଭବନ ଠାରେ ଅନୁଷ୍ଠିତ ସମଲପୁରୀ ଉଚ୍ଛବ ସାମାଜିକ ଅନୁଷ୍ଠାନ”ଆମ ପରିବାର”, ଅତାବିରା ର ସଭାପତି ତଥା ମୁଖ୍ୟ ବରିଷ୍ଠ ନିର୍ଭୀକ ସାମ୍ବାଦିକ ନବୀନ କୁମାର ଦାଶ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଅତାବିରା ତହସିଲଦାର […]
କଟକ(ସଂଜୟ ଶତପଥୀ): ରାଜ୍ୟର ୩.୫ଲକ୍ଷ ପେନସନର ଓ ପରିବାର ପେନସନର ମାନଙ୍କୁ ପ୍ରତିନିଧିତ୍ୱ କରୁଥିବା ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଅଗଷ୍ଟ ୧ତାରିଖ ଦିନ ୧୨ଟା ସମୟରେ କଟକ ସେଲଟର ଛକସ୍ଥିତ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋଷ ଙ୍କ କାର୍ଯ୍ୟାଳୟ ରେ ମହାସଂଘର ଅଧ୍ଯକ୍ଷ ପ୍ରତାପ ଚନ୍ଦ୍ର ଦାସ ଓ ଜିଲ୍ଲା ମୁଖ୍ୟ ସଂଯୋଜକ ସୁବୋଧ କୁମାର ରାୟ ସୋଫିଆ ଫିର୍ଦୋଷ ଙ୍କୁ ପୁଷ୍ପଗୁଛ ଓ […]
ସଂଜୟ ଶତପଥୀ(କଟକ): ଆଗାମୀ ୧୫ ଅଗଷ୍ଟ ୨୦୨୪ ରେ ହେବାକୁ ଥିବା ୭୮ ତମ ସ୍ବାଧିନତା ଦିବସ ପାଳନ ଲାଗି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରପ୍ରାପ୍ତ ଜିଲାପାଳ ଶ୍ରୀ ଉମାକାନ୍ତ ରାଜ ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କଟକ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଦିବସ ରେ ପ୍ରଭାତ ଫେରି, ଶ୍ରୀରାମ ଧୂନ୍, ସହରରେ ଆଲୋକ ସଜ୍ଜା, ପ୍ରବନ୍ଧ ପ୍ରତିଯୋଗିତା, ଜାତୀୟ ପତାକା ଉତ୍ତୋଳନ, […]
ସଂଜୟ ଶତପଥୀ(କଟକ): ଓଡ଼ିଶାର କ୍ରୀଡ଼ାପ୍ରେମୀ ମାନଙ୍କୁ ଉତ୍ସାହିତ ଓ ପ୍ରେରଣା ଯୋଗାଇବାର ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ କଟକ ର ମେରିଆ ବଜାର ସ୍ଥିତ ମଙ୍ଗରାଜ କଲୋନୀ ଠାରେ ଏକ ଦିବସୀୟ ଜୁନିୟର ପ୍ରିମିୟର୍ ଲିଗ୍ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡା ପ୍ରତିଯୋଗିତା ରେ କଟକର ତିନୋଟି ଦଳ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗୀତା ରେ ଫାଇନାଲରେ ପହଞ୍ଚିବା ପରେ ଦୁଇ ଦଳ ଡ୍ରାଗନ୍ ସୁପର କିଙ୍ଗ୍ ଓ […]
ନୂଆଦିଲ୍ଲୀ: କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ।ଏହି ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର। କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ […]
ଭୁବନେଶ୍ବର(ନି.ପ୍ର): ଅଭିଭାବକମାନେ ସାବଧାନ,ନାବାଳକ ପୁଅ ଝିଅଙ୍କୁ ଗାଡି ଦେଉଥିଲେ ମାମଲା ପାଇଁ ପ୍ରସ୍ତୁତ ରୁହନ୍ତୁ । କାରଣ, ରାଜ୍ୟରେ ଆଜିଠୁ ପରିବହନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍ । ୧୮ ବର୍ଷରୁ କମ୍ ପିଲା ଗାଡି ଚଳାଉଥିବା ବେଳେ ଧରାପଡିଲେ ସିଜ୍ ହେବ ଗାଡି । ୨୫ ହଜାର ଟଙ୍କାର ଫାଇନ ସହ ଅଭିଭାବକଙ୍କ ନାଁରେ ହେବ ଏଫଆଇଆର । ଦୁଇ ଦିନ ଯାଏଁ ଜାରି ରହିବ […]
ରାଉରକେଲା(ନି.ପ୍ର): ଓଡ଼ିଶାର ଅଗ୍ରଣୀ ସାହିତ୍ୟ ତଥା ସ୍ବେଚ୍ଛାସେବୀ ଅନୁଷ୍ଠାନ ବୈଶାଖୀ ସାହିତ୍ୟ ସଂସଦ,ଧାମରା ସଂଘ, ରାଉରକେଲା ର ୩୪ ତମ ବାର୍ଷିକ ଉତ୍ସବ ମହାସମାରୋହରେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିତ୍ୱ ମାନଙ୍କ ଉପସ୍ଥିତିରେ ରାଉରକେଲାର ଛେଣ୍ଡସ୍ଥିତ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ଶ୍ରୀ ବୁଦ୍ଧେଶ୍ବର ଷଡ଼ଙ୍ଗୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀ ସାରଦା ପ୍ରସାଦ ନାୟକ ଯୋଗଦେଇ […]


