ବରଗଡ:-୨୯.୪(ନବୀନ କୁମାର ଦାଶ)ସ୍ଵାଧୀନତା ର ୭୬ବର୍ଷ ପରେ ବି ରଙ୍ଗହୀନ ରଙ୍ଗମାଟିଆ।ବରଗଡ ଜିଲ୍ଲା ଅତାବିରା ବ୍ଲକ ଲହଣ୍ଡା ପଞ୍ଚାୟତ ଘଞ୍ଚ ଅରଣ୍ୟ ଭିତରେ ଚାନ୍ଦିଲି ଡୁଙ୍ଗୁରି ପାହାଡ଼ ର ପାଦ ଦେଶରେ ବାପ ଅଜା ଅମଳରୁ ଅବସ୍ଥାପିତ ରଙ୍ଗମାଟିଆ ପଡ଼ା ରେ ପାଖାପାଖି ୩୦ପରିବାର ରହି ଆସୁଥିବା ବେଳେ ସ୍ୱାଧୀନତା ୭୬ ବର୍ଷ ପରେ ବି ପଡ଼ାକୁ ରାସ୍ତା ଟିଏ ନଥିବାବେଳେ ପଡାବାସୀ ଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ […]
odisha
ସଂଜୟ ଶତପଥୀ(କଟକ): ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅତିଷ୍ଠ ହୋଇ ପଡିଥୂବା ତଥା ରାସ୍ତା ରେ ଯାଉଥିବା ପଥିକମାନେ ଟୋପାଏ ପାଣି ଲାଗି ଡହଳବିକଳ ହେଉଥିବାବେଳେ, କଟକ ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିୟୁ ଡ୍ରିମ୍ ଓ୍ବେଲଫେୟାର ଆସୋସିଏସନ୍ ପକ୍ଷରୁ ଏକ ଥଣ୍ଡା, ସୁସ୍ୱାଦୁ ପାନୀୟ ଜଳ ଦାନ କେନ୍ଦ୍ରର ଶୁଭାରମ୍ଭ କଟକର ବିଶିଷ୍ଟ ରାଜନେତା ତଥା ପୂର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ବାଳ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। […]
ତ୍ରିନାଥ ବାରିକ(ସାଖିଗୋପାଳ): ମହା ବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପୁର୍ବତନ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଏବଂ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ସତ୍ୟବାଦୀ ବ୍ଲକ ଛକ ଠାରେ ଶ୍ରୀ ବାଟ ମହାବୀରଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହା ପରେ ଦୁଗଲ ଗ୍ରାମ ପଞ୍ଚାୟତର ମା’ ମଙ୍ଗଳା, ମା’ ହିଙ୍ଗୁଳା, ବୀର ଗୋବିନ୍ଦପୁର ଗ୍ରାମରେ ଅଧିଷ୍ଠାତ୍ରୀ […]
ବ୍ରଜବିହାରୀ ଶଢଙ୍ଗୀ(ଭଞ୍ଜନଗର): ବଦଳିବ ସରକାର, ଆସିବ କଂଗ୍ରେସ ଏହି ନାରାକୁ ପ୍ରଚାର କରି ନିଜର ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ଯୁବ କଂଗ୍ରେସ ନେତା ହରିକୃଷ୍ଣ ରଥ।ଜଣେ ଅଭିଜ୍ଞ ରାଜନୀତିକ ପରିବାର ରୁ ଆସିଥିବା ହରେ କୃଷ୍ଣ, ସୋରଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଗ୍ରେସ ବିଧାୟକ ପାର୍ଥି ଭାବେ ଚୟନ ହେବା ପରେ ନିଜର ପ୍ରଚାର ଅଭିଯାନ ଜିର କରିଛନ୍ତି। ବେଲଗୁଣ୍ଠ। ବ୍ଲକ ର ବିଭିନ୍ନ ଅଞ୍ଚଳକୁ ପରିଦର୍ଶନ […]
ବରଗଡ:-(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଥୁଆପାଲି ନ୍ୟୁ ଡନବସ୍କୋ ଏକାଡେମୀ ଇଂରାଜୀ ମିଡିୟମ ସ୍କୁଲର ୨୦୨୩/୨୪ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମେ ଅତିଥି ମାନଙ୍କ ଦ୍ବାରା ବାଗଦେବୀ ସରସ୍ଵତୀ ଓ ବିଘ୍ନ ବିନାଶ ଗଣେଶ କଂ ପ୍ରତିଛବି ନିକଟ ରେ ପ୍ରଦୀପ ପ୍ରଜ୍ବଳନ କରି ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ। ବିଦ୍ୟାଳୟ ର ସହକାରୀ ଶିକ୍ଷକ ଅତୁଲ୍ୟ ମହାନନ୍ଦ ଙ୍କ ପରିଚାଳନାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ […]
ବରଗଡ:-୯/୪(ନବୀନ କୁମାର ଦାଶ):ଗତ ସାତ ଏପ୍ରିଲ ରବିବାର ଦିନ ତ୍ୟାଗରାଜ ଷ୍ଟାଡିଅମ ଠାରେ ଡାକ୍ତର ଲାଲ ସିଙ୍ଗ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ମାରାଥନ ପ୍ରତିଯୋଗିତା ରେ ଓଡ଼ିଶାର ବରଗଡ ଜିଲ୍ଲା ଭେଡେନ ବ୍ଲକ ଭାଂଗକୁଦ ଗ୍ରାମର କ୍ଷୀର ମୋହନ ଅଦାବର,ଯିଏକି ବର୍ତମାନ ଉତ୍ତର ପ୍ରଦେଶର ନୋଇଡାରେ ରହନ୍ତି।ସିଏ ଭିନ୍ନକ୍ଷମ ହୋଇ ମଧ୍ୟ ପାଞ୍ଚ କିଲୋମିଟର ଦୂରତା ଅତିକ୍ରମ କରି ତୃତୀୟ ସ୍ଥାନ ରେ ମେଡାଲ ହାସଲ କରିଥିଲେ।ଏଥିରେ ବହୁତ ଦୂର […]
ପ୍ରମୋଦନାୟକ(ଭୁବନେଶ୍ବର):ସୃଙ୍ଖଳିତ ନିର୍ବାଚନକୁ ଦୃଷ୍ଟିରେରଖି ମୁଖ୍ଯ ନିର୍ବାଚନ କମିସନରଙ୍କ ସ୍ବୀକୃତି ପରେ ରାଜ୍ୟର ଦୁଇଟି ଜିଲ୍ଲାରେ ନୂଆ ଏସପିଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନେ ହେଲେ ବ୍ରହ୍ମପୁର ପାଇଁ ସାର୍ଥକ ଷଡଙ୍ଗୀ ଏବଂ ଖୋର୍ଦ୍ଧା ପାଇଁ ଅବିନାଶ କୁମାର। ଉଭୟ ହେଉଛନ୍ତି ୨୦୦୭ ମସିହା ବ୍ୟାଚର ଆଇପିଏସ। ଓଡ଼ିଶା ସରକାର ତୁରନ୍ତ ନୂଆ କାର୍ଯ୍ୟରେ ଯୋଗଦେବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଦୁଇ ଜିଲ୍ଲାର ଏସପି […]
ବାସ୍ତବବ୍ୟୁରୋ: ପରଜଙ୍ଗ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଙ୍କଡ଼ାହାଡ଼ ବ୍ଲକର ବାଲିକୁମା ପଞ୍ଚାୟତର ହାତୀବାରି ଠାରେ ବିଜେପି ଦଳର ଶତାଧିକ କର୍ମୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି,ଆଦର୍ଶ ରେ ଅନୁପ୍ରାଣିତ ହେବା ସହ ମାନ୍ୟବର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ ଙ୍କ ବିକାଶମୂଳକ କାର୍ଯ୍ୟରେ ପ୍ରଭାବିତ ହେଇ ବିଧିବଦ୍ଧ ଭାବେ ବିଜୁ ଜନତାଦଳରେ ସାମିଲ ହେଲେ । ଏହି ଅବସରରେ ମାନ୍ୟବର ପୁର୍ବତନ ମନ୍ତ୍ରୀ ତଥା […]
ବରଗଡ:-୭.୪(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଥୁଆ ପାଲି ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ର ୨୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପ୍ରଥମେ ଅତିଥି ମାନକଂ ପକ୍ଷରୁ ଭାରତ ମାତା, ବାଗ ଦେବୀ ସରସ୍ଵତୀ ଓ ବିଘ୍ନ ବିନାଶ ଗଣେଶ କଂ ପ୍ରତିଛବି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ପୁଷ୍ପ ଅର୍ପଣ କରିଥିଲେ। ଅତିଥି ପରିଚୟ ପ୍ରଦାନ କରିଥିଲେ ବବିତା ଗୁରୁମା। ଏହି ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ […]
ବରଗଡ:(ନବୀନ କୁମାର ଦାଶ)-ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ଆଞ୍ଚଳିକ ଆଦିବାସୀ ଉଚ୍ଚ ବିଦ୍ୟାଳୟ ପାହାଡ଼ଶ୍ରୀଗିଡ଼ା କୁ ବିଦ୍ୟାଳୟ ର ପୁରାତନ ଛାତ୍ର ଶ୍ରୀଯୁକ୍ତ ସୁବୋଧ କୁମାର ନାଏକ (ଡାଇରେକ୍ଟର,ଡିଆରଡିଓ,ଚାନ୍ଦ ବାଲି,ବାଲେଶ୍ଵର) ତାଙ୍କର ଧର୍ମପତ୍ନୀ ଶ୍ରୀମତୀ ବିଦ୍ୟାବତୀ ସୁବୋଧ ନାଏକ ଙ୍କ ସହ ପରିଦର୍ଶନ କରିଥିଲେ ।ଏହି ଅବସରରେ ବିଦ୍ୟାଳୟ ପରିସରରେ ଉଭୟଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆ ଯାଇଥିଲା।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ସଭାପତିତ୍ବରେ ଏକ ଉଦ୍-ବୋଧନୀ ସଭାର […]


