ସନ୍ତୋଷ ପାତ୍ର(ନର୍ଲା)୧୮/୦୧/୨୩: କଳହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ପଲମ୍ ଗ୍ରାମ ପଞ୍ଚାୟତ କେନ୍ଦୁ ବାହାଲି , ମହ ଗାଁ , ପଲମ ଆଦି ଗ୍ରାମରେ ୨୦୨୦-୨୧ ମସିହାରୁ ସିଡିପି ଯୋଜନା ରେ ଚାଷୀ ଙ୍କ ଆର୍ଥିକ ସ୍ଥିତି ବୃଦ୍ଧି କରିବା ନିମନ୍ତେ ଉଦ୍ୟାନ ବିଭାଗ ଜରିଆରେ ମେଗା ଲିଫ୍ଟ ଅଧିନସ୍ଥ ପରିବା ଚାଷୀ ମାନଙ୍କୁ ପ୍ରତି ଚାଷୀ ଙ୍କୁ ୫୦ ଡିସିମିଲ ପରିବା ଚାଷ ପାଇଁ ୨୨ ହଜାର ଟଙ୍କା […]

ସଂଜୟ ଶତପଥୀ(କଟକ): ପ୍ରତିବର୍ଷ ପରି କଟକର ଐତିହାସିକ ବାଲିଯାତ୍ରା ପଡ଼ିଆ ରେ ଏକ ନିର୍ଦ୍ଧାରିତ ସ୍ଥାନରେ ବିନା ଦେୟରେ ଉତ୍କଳ ଗୌରବ ଙ୍କ ଦ୍ଵାରା ପ୍ରତିଷ୍ଠିତ ଉତ୍କଳ ସମ୍ମିଳନୀ ପକ୍ଷରୁ ଉତ୍କଳ ଗୌରବ ଙ୍କ ନାମାନୁସାରେ ଏକ ମଞ୍ଚ ଯାହାକି “ମଧୁମଞ୍ଚ” ର ଆୟୋଜନ କରାଯାଇଥାଏ। ଏହି ମଞ୍ଚରେ ଐତିହାସିକ ବାଲିଯାତ୍ରା ର ଶୁଭାରମ୍ଭ ଠାରୁ ଅନ୍ତିମ ଦିବସ ପର୍ଯ୍ୟନ୍ତ ମଧୁବାବୁ, ଓଡ଼ିଶାର ଅସ୍ମିତା ତଥା ଉତ୍କଳ ର ଭାଷା […]

ସଂଜୟଶତପଥୀ(କଟକ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଆତ୍ମନିର୍ଭର ଭାରତ, ପ୍ରଗତିଶୀଳ ଭାରତର ପ୍ରତୀକ,ସମ୍ପୂର୍ଣ୍ଣ ସ୍ବଦେଶୀ କାରିଗରୀ ରେ ନିର୍ମିତ ଓଡିଶା ପାଇଁ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ଭାରତରେ ଅନ୍ୟାନ୍ୟ ଆଠଟି ଟ୍ରେନ ସହ ଆଜି ସେପ୍ଟେମ୍ବର ୨୪ ରେ ଶୁଭାରମ୍ଭ କରାଗଲା । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଆଜି ମଧ୍ୟାହ୍ନରେ ସବୁଜ ପତାକା ଦେଖାଇ ନଅଟି ଯାକ […]

ନବରଙ୍ଗପୁର(ପ୍ରତାପ ଦାଶ):ତା ୯/୮-ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଅବିଭକ୍ତ କୋରାପୁଟ ଜିଲ୍ଲାର ସଂଗ୍ରାମୀଙ୍କ ବୀରତ୍ୱ ଓ ଶହୀଦ ବୀର ଙ୍କ ଆତ୍ମ ବଳିଦାନର ଗାଥା ଅବିସ୍ମରଣୀୟ ଓ ଚିର ବନ୍ଦନୀୟ l ନବରଙ୍ଗପୁର ତହସିଲ କାର୍ଯ୍ୟାଳୟ ପଛପଟରେ ଥିବା ବ୍ରିଟିଶ ସରକାର ଅମଳର ପୁରାତନ କାରାଗାର ସଂଗ୍ରାମୀଙ୍କ ସ୍ମୁତି ଓ ବିସ୍ମୃତିର ମହାନ ପୀଠ ସ୍ଥଳ l ହେଲେ ସ୍ୱାଧୀନତା ପ୍ରାପ୍ତିର ସାତ ଦଶନ୍ଧି ଅତିବାହିତ ହୋଇଯାଇ ଥିଲେ ମଧ୍ୟ ଏହି […]

ପ୍ରତାପ ଦାସ(ନବରଙ୍ଗପୁର):ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ବେହେଡ଼ା ପଞ୍ଚାୟତର ନୂଆଗୁଡା ଠାରେ ମହାତ୍ମା ଗାନ୍ଧୀ ଗ୍ରାମ୍ୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ସ୍ପଷ୍ଟ ଦିବାଲୋକରେ ଚାଲିଛି ବେଧଡକ ଲୁଟତରାଜ l କିନ୍ତୁ ପ୍ରଶାସନ ନିରବ lଦିନ ଦିପହରେ ଚାଲିଛି ୨ଟି ଜେସିବି ମେସିନ ଦ୍ୱାରା କାମ l କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟାରେ ନିଜ ଗ୍ରାମରେ କର୍ମ ନିଯୁକ୍ତି ସୃଷ୍ଟି କରିବାକୁ ପ୍ରୟାସ କରାଯାଉଥିବା ବେଳେ କିଛି ଯନ୍ତ୍ରୀ […]

ଜାଜପୁର(ବସ୍ତବବ୍ୟୁରୋ): ୧୬/୬/୨୩-ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ରଜ ଅବସରରେ, ସାମାଜିକ ସଂଗଠନ “ଜାତୀୟ ମାନବାଧିକାର ସାମ୍ମୁଖ୍ୟ” ଓ ଦୈନିକ ସମ୍ବାଦପତ୍ର “ଅନେକ ସୂଚନା” ର ମିଳିତ ପ୍ରୟାସରେ ଯାଜପୁର ଜିଲ୍ଲାର କୋରେଇ ବ୍ଲକ ଅନ୍ତର୍ଗତ ବୈତରଣୀ ରୋଡ ସ୍ଥିତ ବରୁଣେଇ କଲ୍ୟାଣ ମଣ୍ଡପ ରେ ରଜ ସଂକ୍ରାନ୍ତି ଅବସରରେ “ରଜ ମହୋତ୍ସବ-୨୦୨୩” ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଓ ଓଡ଼ିଆ ଙ୍କ ଅସ୍ମିତା,କଳା, ସଂସ୍କୃତି, ପରମ୍ପରା କୁ ଉଜ୍ଜୀବିତ କରିବା ପାଇଁ ମା’, […]

ବାସ୍ତବବ୍ୟୁରୋ(ଢେଙ୍କାନାଳ): ତା ୨୬: ୦୫ ଢେଙ୍କାନାଳ ଜିଲ୍ଲା ଗଁଅଦିଆ ବ୍ଲକ ପାଞ୍ଚକେନ୍ଦୁ ( ଟୋଲଙ୍କପାଟିଆ ) ଗ୍ରାମର ମାନସ ପାତ୍ର ବୟସ ୪୬ ବର୍ଷ ଆଜି ସନ୍ଧ୍ୟା ୬ଘଟିକା ସମୟରେ ଶୌଚ ହେବାପାଇଁ ଯାଇ ନାଳରେ ପଡି ମୃତ୍ୟୁବରଣ କରିଛନ୍ତି । ସୁଚନା ଅନୁଯାଇ, ଟୋଲଙ୍କପାଟିଆ ଗ୍ରାମଦେଇ ଯାଇଥିବା ଚତୁରୀ ନାଳରେ ମାନସ ବୁଡିଯାଇ ମୃତ୍ୟୁ ବରଣ କରିଛନ୍ତି।ଏହି ଗ୍ରାମର ସମସ୍ତ ଅଧିବାସୀ ଓ ଗୃହପାଳିତ ପଷୁ ଏହି ଚତୁରୀନଳ […]

ଜୟନ୍ତ ଶତପଥୀ(ଡେରାବିଶ): ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଦାନପୁର ପଞ୍ଚାୟତ ଭାଗବତ ପୁର ଗ୍ରାମ ରେ ଟ୍ରାକ୍ଟର ମାଟି ନେଇ ନାଳ ବନ୍ଧ କଚା ରାସ୍ତା ରେ ଯାଉଥିବା ବେଳେ ମାଟି ଧସେଇ ଯିବାରୁ ଟ୍ରାକ୍ଟରଟି ଓଲଟି ପଡିଥିଲା ।ଗାଡି ନାଳ କୁ ଛିଟିକି ପଡିବାରୁ ଗାଡି ତଳେ ଚାପି ହୋଇ ଡ୍ରାଇଭର ମନୋଜ କୁମାର ନାୟକ ଙ୍କ ମୃତୁ ହୋଇଥିବାବେଳେ,ଗାଡି ରେ ଥିବା ହେଲଫର ଗୁରୁତର ହୋଇଛି । ଡ୍ରାଇଭର […]

Pin It on Pinterest