ପ୍ରମୋଦ ନାୟକ(ଭୁବନେଶ୍ବର):ପୁରୀ ଶ୍ରୀମନ୍ଦିର ରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ ପଟ୍ଟନାୟକ। ଦିଲ୍ଲୀରୁ ଫେରିବା ପରେ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ ବିଜୟ ପଟ୍ଟନାୟକ। ଏହାପରେ କଂଗ୍ରେସ ରେ ନୂଆ ରାଜନୈତିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ପୁରୀ ଶ୍ରୀମନ୍ଦିର ଯାଇ ଦର୍ଶନ କରିଥିଲେ। ଓଡ଼ିଶାର ବିକାଶ ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥିଲେ। ଏହା ସହିତ ଓଡ଼ିଶାର […]
odisha
ଦେବକାନ୍ତ ମହାନ୍ତି(ଚାନ୍ଦବାଲି)୩୧/୦୧/୨୦୨୩-ଚାନ୍ଦବାଲି ବ୍ଲକ ତେନ୍ତୁଲିଡ଼ିହି ପଚାୟତ ଦାସସାହିରେ ଅଗ୍ନିକାଣ୍ଡ ଘଟି ୩ଟି ପରିବାରର ୩ ବଖରା ଘର ସହ ଦୁଇଟି ଗୁହାଳ ପୋଡ଼ି ପାଇଁଶ ହୋଇଯାଇଥିବା ବେଳେ ଅନ୍ୟ ବଖରାକୁ ଅଗ୍ନିଶମ ବିଭାଗ ଓ ଗାଁ ଲୋକେ ମିଳିତ ସହଯୋଗରେ ପଣିପକାଇ ବଞ୍ଚିତ କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଚାନ୍ଦବାଲି ଅଗ୍ନିଶମ ବିଭାଗର ଗାଡ଼ି ପହଁଚିବା ପୂର୍ବରୁ ୩ ବଖରା ଘର ସହ ଦୁଇଟି ଗୁହାଳ ସମ୍ପର୍ଣ୍ଣ ଭାବେ […]
ପ୍ରମୋଦନାୟକ(ଭୁବନେଶ୍ବର): ସଂକଟାପନ୍ନ ଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଚିକିତ୍ସା ପାଇଁ ଆପୋଲୋ ହସ୍ପିଟାଲକୁ ଅଣାଯାଇଛି। ବିମାନବନ୍ଦରରୁ ଭୁବନେଶ୍ବର ଆପୋଲୋ ହସ୍ପିଟାଲ ଯାଏ ଗ୍ରିନ୍ କରିଡରରେ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆପୋଲୋ ହସ୍ପିଟାଲରେ ପହଞ୍ଚିଥିବାର ସୂଚନା ମିଳିଛି। ତେଣେ ଆପୋଲୋ ହସ୍ପିଟାଲରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ସୁଶାନ୍ତ ସିଂହ ଓ ସ୍ନେହାଙ୍ଗିନୀ ଛୁରିଆଙ୍କ ସମେତ ବହୁ ବିଜେଡି ନେତା ପହଞ୍ଚିଛନ୍ତି। ଏପଟେ ଆପୋଲୋ […]
ସଂଜୟଶତପଥୀ(କଟକ): ୨୭/୧୧- ସାହିତ୍ୟ ଓ ସାଂସ୍କୃତିକ ସଂଗଠନ ସମନ୍ବୟ ପକ୍ଷରୁ ପଣ୍ଡିତ ଗୋବିନ୍ଦ ରଥଙ୍କ ଉପରେ ଏକ ଆଲୋଚନା ଚକ୍ର କଟକ ବିଡାନାସୀସ୍ଥ ଶ୍ରୀ ଚହଟେଶ୍ୱର ମହାଦେବଙ୍କ ପବିତ୍ର ପୀଠରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବେଦ ଧ୍ବନିରେ ସଭାସ୍ଥଳୀକୁ ମୁଖରିତ କରିଥିଲେ ପଣ୍ଡିତ ଦିଲ୍ଲୀପ କୁମାର ସାବତ। ସମନ୍ବୟର ସମ୍ପାଦକ ଆଡଭୋକେଟ ଦେବେନ୍ଦ୍ର କୁମାର ପରିଡ଼ା ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ପ୍ରକାଶନ ସମ୍ପାଦକ ଇଂ ଅବିନାଶ ପରିଡ଼ା ପଣ୍ଡିତ […]
ବାସ୍ତବ ବ୍ୟୁରୋ : ଆଜି ରାତି ପ୍ରାୟ ସାଢ଼େ ୯ଟା ବେଳେ କେନ୍ଦ୍ରାପଡ଼ା ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣି ରେ ବାଣ ଫୁଟି ୨୦ଜଣ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ଅଛି। କାହାର ସମ୍ପୂର୍ଣ୍ଣ ଶରୀର ଜଳି ଯାଇଛି ତ କାହାର ସମଗ୍ର ଶରୀର ରକ୍ତାକ୍ତ ହୋଇପଡ଼ିଛି। ବହୁ ସଂଖ୍ୟକ ମହିଳା ଓ ଶିଶୁ ମଧ୍ୟ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ […]
ସଂଜୟ ଶତପଥୀ(କଟକ): କଟକ ସଦର ଓ କଟକ ମହାନଗର ନିଗମ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ରାଜ୍ୟ ସରକାରଙ୍କର ଶିକ୍ଷକ ମାନଙ୍କ ପ୍ରତି ବୈମାତୃକ ମନୋଭାବ ପ୍ରତିବାଦରେ ମହାସଂଘର ଜିଲ୍ଲା ସଭାପତି ଶ୍ରୀ ଶଙ୍କର୍ଷଣ ବେହେରାଙ୍କ ନେତୃତ୍ବରେ କଟକ ଜିଲ୍ଲାର ଶତାଧିକ ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏକ ବିଶାଳ ଶୋଭାଯାତ୍ରାରେ ସନସାଇନ ପଡିଆ ଠାରୁ ବାହାରି ବିଭିନ୍ନ ସ୍ଲୋଗାନ ଦେଇ କଟକ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀମତୀ […]
ଜୟନ୍ତ ଶତପଥୀ(ଡେରାବିଶ): କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଅନ୍ତର୍ଗତ ବଡ଼ ମଙ୍ଗରାଜପୁର ଗ୍ରାମର ବନଭୋଜୀ ମହାପୁରୁଷ ପ୍ରାଙ୍ଗଣରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ବିଶିଷ୍ଟ ସମାଜସେବୀ ସ୍ୱର୍ଗତ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଦ୍ଵାଦଶlହ ଉପଲକ୍ଷେ ଅଶ୍ରୁପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ ସଭା ଶିକ୍ଷାବିତ ଗୋଲଖ ଚନ୍ଦ୍ର ସାହୁଙ୍କ ପୌରୋହିତରେ ଅନୁଷ୍ଠିତ ହୋଇଯାଇଛି। ରାଜଶ୍ରୀ କଳା ଓ ସାହିତ୍ୟ ସଂସଦ ଆନୁକୂଲ୍ୟରେ ପ୍ରୟୋଜିତ ସ୍ମୃତି ଚାରଣ ଓ ଶ୍ରଦ୍ଧାଞ୍ଜଳି ସଭାକୁ ରାଜଶ୍ରୀର ସମ୍ପାଦକ ଆଶୁକବି […]
ପୁରୀ : ଶ୍ରୀମନ୍ଦିର ଇ-ହୁଣ୍ଡିକୁ ନେଇ ବିବାଦ କାହିଁକି ?ଭକ୍ତଙ୍କ ଅନ୍ଲାଇନ୍ ଦାନ କାହା ସ୍ୱାର୍ଥରେ ବାଧା ସୃଷ୍ଟି କରିବ ? ଭକ୍ତଙ୍କ ଅନ୍ଲାଇନ୍ ଦାନ ଉଦ୍ଦେଶ୍ୟରେ ଆରମ୍ଭ ହେବାକୁ ଯାଉଥିବା ଶ୍ରୀମନ୍ଦିର ଇ-ହୁଣ୍ଡିକୁ ନେଇ ବିବାଦ ଦେଖାଦେଇଛି।ଶେଷ ମୁହୂର୍ତ୍ତରେ କାର୍ଯ୍ୟକ୍ରମକୁ ବାତିଲ୍ କରାଯାଇଛି। ସେବାୟତ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ବିରୋଧ ଆଗରେ ମୁଣ୍ଡ ନୂଆଇଁଛି ପ୍ରଶାସନ । ସୂଚନାନୁଯାୟୀ, ଶ୍ରୀମନ୍ଦିରକୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ସମସ୍ତ […]
ପରମାନନ୍ଦ କହଁର (ଫୁଲବାଣୀ):ଫୁଲବାଣୀ ଜିଲ୍ଲା ସବୁ ଜିଲ୍ଲା ଠାରୁ ଟିକେ ନିଆରା । ଏହି କ୍ରମରେ ଫୁଲବାଣୀ ଜିଲ୍ଲାର ଶୀତ ବି ନିଆରା । ଏବର୍ଷ ମଧ୍ୟ ଫୁଲବାଣୀରେ ମଧ୍ୟ ହାଡଭଙ୍ଗା ଶୀତ ପଡିବା ଆରମ୍ଭ ହୋଇଛି । ଜିଲ୍ଲାର ସଦର ମହକୁମା ଫୁଲବାଣୀ ସହିତ ଦାରିଙ୍ଗବାଡି, ବାଲିଗୁଡା, ଖଜୁରିପଡା, ଜି ଉଦୟଗିରି ଓ ଅନ୍ୟାନ୍ୟ ସହରରେ ପ୍ରବଳ ଶୀତ ଅନୁଭୂତ ହେଉଛି । ପ୍ରତି ବର୍ଷ ତୁଳନାରେ ଚଳିତ […]
ପ୍ରମୋଦ ନାୟକ(ଭୁବନେଶ୍ବର): ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା । ଆଜି ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ସଦସ୍ୟଙ୍କୁ ଏପରି ପ୍ରତିଶ୍ରୁତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପଦ୍ମପୁରକୁ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ମିଳିବ ଜିଲ୍ଲା ମାନ୍ୟତା । ପଦ୍ମପୁର ଉପ ନିର୍ବାଚନ ଲାଗି ବିଜେଡି ଇସ୍ତାହାରରେ ବି ଏହା ସ୍ଥାନ ପାଇବ । ଆଜି ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ […]


