ସଂଜୟ ଶତପଥୀ(କଟକ): ଶ୍ରମିକର କ୍ଷତିପୂରଣ ଓ ସ୍ଥାୟୀ ନିଯୁକ୍ତି ଦାବି ଜିଲ୍ଲା ଶ୍ରମ ଅଧିରୀଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା ।ସମ୍ମାନ ଓ ଆନୁଗତ୍ୟର ସହିତ ସହୃଦୟ ସହଯୋଗ ଓ ଆଶୁ ପଦକ୍ଷେପ କାମନା କରି ଆମ୍ବେଦକର ସ୍ମୃତି ପରିଷଦର ସଭାପତି ତଥା ସାମାଜିକକର୍ମୀ ସୁକାନ୍ତ ସେଠୀଙ୍କ ନେତୃତ୍ବରେ ଆଜି କଟକ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କଟକ ସଦର ଥାନା ଅନ୍ତର୍ଗତ […]
odisha
ବରଗଡ:-୧୧.୬(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଗୋଡଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ ଭଗା-ତୁରୁମ୍ ୫୪ନଂ ରାଜ୍ୟ ରାଜପଥ ଇଣ୍ଡିଆନ ପେଟ୍ରୋଲ ପମ୍ପ ନିକଟରେ ଏକ କଣ୍ଟେନର୍ ରାଜପଥ ଉପରେ ଅତି ତଳିଆ ହୋଇ ଝୁଲିରହି ବିପଦ କୁ ଆମନ୍ତ୍ରଣ କରୁଥିବା ୧୧କେଭି ମୁକୁଳା ତାର ଲାଗି କଣ୍ଟେନର୍ ଗାଡ଼ି ଟାୟାର ଜଳି ଉଠିଥିବା ବେଳେ ଘଟଣା ସ୍ଥଳରେ ଡ୍ରାଇଭର ଗୁରୁତର ହୋଇପଡ଼ିଥିଲେ।ଏନେଇ ନିକଟରେ ରହିଥିବା ଇଣ୍ଡିଆନ୍ ଅଏଲ୍ ପେଟ୍ରୋଲ […]
ସଂଜୟ ଶତପଥୀ(କଟକ): ଆଜି କଟକ ର ସର୍ବପୁରାତନ ରଙ୍ଗମଞ୍ଚ “ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ” ଠାରେ ସାଂସ୍କୃତିକ ଅନୁଷ୍ଠାନ ନିଖିଳ ଉତ୍କଳ କଳା ନିକେତନ ପକ୍ଷରୁ ଆୟୋଜନ କରାଯାଇଛି ତ୍ରୀଦିବସୀୟ ରଙ୍ଗ ମହୋତ୍ସବ। ଏହି କାର୍ଯ୍ୟକ୍ରମରେ ଓଡିଶାର ବହୁ ସୁନାମଧନ୍ୟ ଅନୁଷ୍ଠାନ ଭାଗ ନେଇଥୂବା ବେଳେ ଓଡ଼ିଶୀ ନୃତ୍ୟ, ଡ୍ରାମା ସହିତ ଓଡ଼ିଶା ର କଳାସଂସ୍କୃତି ର ପ୍ରତିଯୋଗିତା ର ଆୟୋଜନ କରାଯାଇଛି। ଆଜି କାର୍ଯ୍ୟକ୍ରମ ର ପ୍ରଥମ ଦିବସର ସନ୍ଧ୍ୟାରେ ଓଡ଼ିଶାର […]
ଭୁବନେଶ୍ବର: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ର ମାସିକ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ସୁସାହିତ୍ଯିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ତଥା ସୁସାହିତ୍ଯିକା ଉଷାରାଣୀ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତାଙ୍କ ବକ୍ତବ୍ଯରେ କବି ଓ କବୟତ୍ରୀ ମାନଙ୍କ ହୃଦୟରେ ଆତ୍ମାରେ ଅହରହ […]
ନବୀନଦାଶ(ବରଗଡ):ଆଜି ସମଗ୍ର ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଅଛି।ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏ ସି ଅନ୍ତର୍ଗତ ଲାଦେରପାଲି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ୧୦୦(ଶତ ପ୍ରତିଶତ) ରେଜଲ୍ଟରେ ବାଜି ମାରି ସମସ୍ତ ଛାତ୍ରଛାତ୍ରୀ ୫୦%ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହେବା ସହ ଅପୂର୍ବ ସଫଳତା ହାସଲ କରି ନୂତନ ଇତିହାସ ସୃଷ୍ଟି କରିଛନ୍ତି। ଯାହା ବିଦ୍ୟାଳୟ ପାଇଁ ଗର୍ବ ଏବଂ ଗୌରବର ବିଷୟ […]
ବୋଲୋଗଡ:ବେଗୁନିଆ ଅନ୍ତର୍ଗତ କାଉଁରିଆ ପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥ୍ ରେ ଗଣ୍ଡଗୋଳ, ମାରପିଟ୍ ସହ ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଆଜି ବିଳମ୍ବିତ ରାତିରେ ଗିରଫ କରି, ପରେ ତାଙ୍କୁ ମାଜିଷ୍ଟ୍ରେଟ୍ଙ୍କ ଆବାସିକ କୋର୍ଟରେ ହାଜର କରାଯାଇଥିଲା।ଜାମିନ୍ ନାମଞ୍ଜୁର ହେବାରୁ ଶ୍ରୀ ଜଗଦେବଙ୍କୁ ଖୋର୍ଧା ଜେଲ୍ ହାଜତକୁ ପଠାଇ ଦିଆଯାଇଛି ।ପ୍ରିଜାଇଡିଂ ଅଫିମର ଜ୍ଞାନରଞ୍ଜନ ତ୍ରିପାଠୀ ଜୟଦେବଙ୍କ ବିରୋଧରେ ଦେଇଥିବା ଏତଲା […]
ସଂଜୟ ଶତପଥୀ(କଟକ): ଓଡିଶା ର ୩ୟ ପର୍ଯ୍ୟାୟ ନିର୍ବାଚନ ରେ ବାରବାଟୀ -କଟକ ନିର୍ବାଚନ ମଣ୍ଡଳୀରେ ମତଦାନ ଚାଲିଥିଲା ବେଳେ ମହିଳା ପୋଲିଂ ଅଧିକାରୀଣି ମୃତ୍ୟୁବରଣ କରିଛନ୍ତି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ,ମୃତ ମହିଳା ପୋଲିଂ ଅଧିକାରୀଣି ଶ୍ରୀମତୀ ସୁଜାତା ମିତ୍ର କଟକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୂନରେ ଥିବା ତଥା ବାରବାଟୀ -କଟକ ନିର୍ବାଚନ ମଣ୍ଡଳୀର ବାଖରାବାଦ ପ୍ରାଥମିକ ବିଦ୍ୟାଳୟ ରେ ବରିଷ୍ଠ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ […]
ଜୟନ୍ତ ଶତପଥୀ(କେନ୍ଦ୍ରାପଡା)୨୪/୦୫: ଭାରତୀୟ ପାଣିପାଗ ବିଭାଗର ପୂର୍ବ ସୂଚନା ଅନୁଯାୟୀ ଆସନ୍ତାକାଲିଠାରୁ ସମ୍ଭାବ୍ୟ ବାତ୍ୟା ରେମାଲ ଯୋଗୁଁ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଛି । ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ ନିର୍ଦ୍ଦେଶକ୍ରମେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାରେ ଏହି ବାତ୍ୟାର ସଫଳ ମୁକାବିଲା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟର ସଦ୍ଭାବନା ସଭାଗୃହରେ […]
ମନୋଜ ମହାନ୍ତି(ଭୁବନେଶ୍ଵର)୨୨/୫: ଆଉ ନାହାଁନ୍ତି ଶିଷ୍ଟ ଅଭିନେତା ବିଜୟ ପଟ୍ଟନାୟକ।କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି ।ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା । ଏହି ଖବର କଳା ଜଗତ ତଥା କଳାପ୍ରେମୀଙ୍କ ପାଇଁ ଏକ ଦୁଃଖଦ ଖବର।ସ୍ଵର୍ଗତ ପଟ୍ଟନାୟକଙ୍କୁ ଭଲପାଉଥିବା କଳାକାର ତଥା କଳାପ୍ରେମୀ ମଧ୍ଯରେ ଶୋକର ଛାୟା। ସ୍ଵର୍ଗତ ପଟ୍ଟନାୟକ ୧୯୪୮ ମସିହା ଜୁଲାଇ ପହିଲାରେ […]
ସଂଜୟ ଶତପଥୀ(କଟକ): ଚଳିତ ନିର୍ବାଚନରେ ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରୁ ଅଟୋରିକ୍ସା ଚିହ୍ନରେ ସ୍ଵାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ରୁପାଲୀ ଲେଙ୍କା ନିର୍ବାଚନ ମଣ୍ଡଳୀରେ ବୁଲିବୁଲି ଭୋଟଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ବିଜେଡି ଦଳରୁ ଟିକେଟ ଆଶାୟୀ ଥିବା ରୁପାଲୀ ଟିକେଟ ନପାଇବାରୁ ସ୍ଵାଧୀନ ପ୍ରାର୍ଥୀ ଭାବେ ଚୌଦ୍ୱାର-କଟକର ଭୋଟରଙ୍କୁ ଭେଟି ଭୋଟଭିକ୍ଷା କରୁଥିବା ବେଳେ ସାଙ୍ଗରେ ତାଙ୍କର ସ୍ଵାମୀ ତଥା ଯୁବନେତା ଲୋକନାଥ ଲେଙ୍କା ଧର୍ମପତ୍ନୀଙ୍କୁ ଅଟୋରିକ୍ସା ଚିହ୍ନରେ […]


