ନବୀନ ଦାଶ(ବରଗଡ):୩୦/୩-ବରଗଡ଼ କାଳି ମନ୍ଦିର ସ୍ଥିତ ଏ ଟି ଏମ ପାଖରେ ଅସହାୟ ଅବସ୍ଥାରେ ଏକ ମହିଳା ପଡିଥିବା ଖବର ନିଷ୍ଠା ପରିବାର ପାଇ, ନିଷ୍ଠା ପରିବାର ର ମହିଳା ସଦସ୍ୟା ସୂତପା ଗଡତୀଆ ଓ ସହ ସମ୍ପାଦକ ସଙ୍କେତ ଆଠଘରା ପହଞ୍ଚି ତୁରନ୍ତ ତାଙ୍କୁ ଏକ ଟେମ୍ପୁ ଯୋଗେ ଖେଦାପାଲି ଡାକ୍ତରଖାନା କୁ ପଠେଇ ଥିଲେ। ତାଙ୍କ ଘର ବାନ୍ଦୁ ଟିକ୍ରା ବରଗଡ଼ କହୁଥିବାବେଳେ ନିଜ ର ନାଆଁ […]
odisha
ନବୀନ ଦାଶ(ବରଗଡ):-୩୦/୩ ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ଶତାୟୁ ବର୍ଷ ର ଟୋପ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ସ୍କୁଲ ପରିଚାଳନା କମିଟି ର ସଭାପତି ପ୍ରହଲ୍ଲାଦ ମେହେର ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ,ମୁଖ୍ୟ ବକ୍ତା ଭାବେ କଳାପାଣି ମହା ବିଦ୍ୟାଳୟ ର ରାଜନୀତି ବିଜ୍ଞାନ ପ୍ରାଧ୍ୟାପକ ମୋହନ ସାହୁ,ସମ୍ମାନିତ ଅତିଥି ଭାବେ […]
ନର୍ଲା ୨୯/୦୩/୨୪ (ସନ୍ତୋଷ ପାତ୍ର):କଳାହାଣ୍ଡି ଜିଲ୍ଲା ର ପାଞ୍ଚଟି ବିଧାନସଭା ଆସନ ରୁ ଚାରୋଟି ବିଧାନସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ନର୍ଲା ଆସନ ଅନେକ ବିବାଦୀୟ କାରଣ ହେତୁ ସ୍ଥଗିତ ରହିଥିବା ବିଶ୍ଵସ୍ଥ ସୂତ୍ରରୁ ଜଣାପଡିଛି। ଅନ୍ୟ ପକ୍ଷରେ ବିଜେପି ମଧ୍ୟ ନର୍ଲା ଆସନରେ ଜଣେ ବରିଷ୍ଠ ନେତୃତ୍ୱ ସାଙ୍ଗଠାନିକ ଭେଟରାନ ରାଜନେତା କୁ ମଇଦାନ କୁ ଓହ୍ଲାଇବା ପାଇଁ […]
ନବୀନ ଦାଶ(ବରଗଡ):ବରଗଡ ଜିଲ୍ଲା ଅତାବିରା ଉଚ୍ଚ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସର ରେ ବ୍ଲକ୍ ସ୍ତରୀୟ ଶିଶୁ ବିଜ୍ଞାନ କଂଗ୍ରେସ ପ୍ରଦର୍ଶନୀ ଅନୁଷ୍ଠିତ ହୋଇ ଯାଇଅଛି। ଉଦଘାଟନୀ ସମାରୋହ ରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ,ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପନ କୁମାର ଦାସ,ଉଚ୍ଚ ବିଦ୍ୟାଳୟ ଅତାବିରା ର ପ୍ରଧାନ ଶିକ୍ଷକ ମନୋଜ କୁମାର ହରିପାଲ […]
ବରଗଡ:-୨୮/୩(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ ଅଧିନ ଲରାସରା ପଞ୍ଚାୟତ ଖଇର ପାଲି ୟୁଜିୟୁପି ସ୍କୁଲ ଠାରେ ବିଶ୍ବ ନାଟ୍ୟ ଦିବସ ପାଳିତ ହୋଇଯାଇଛି। ଶିକ୍ଷା ସହିତ ଛାତ୍ରଛାତ୍ରୀ ମାନକଂ ମଧ୍ଯରେ ନାଟ୍ୟକଳା ଆଗ୍ରହ ସୁଷ୍ଟି କରିବା ସହିତ ନାଟକ ମାଧ୍ୟମରେ ସମାଜରେ ଏକ ସଚେତନତା ବାର୍ତ୍ତା ଦେବାକୁ ପ୍ରୟାସ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପରିବେଶ ସୁରକ୍ଷା ନାମକ ଏକ କ୍ଷୁଦ୍ର ନାଟକ ପ୍ରଦର୍ଶନ […]
ନବୀନ ଦାଶ(ବରଗଡ):-୨୮/୩-ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ମନାପଡ଼ା ପଞ୍ଚାୟତ ଟିଙ୍ଗିପାଲି ଗ୍ରାମରେ ବୁଧବାର ଦିନ ଠାରୁ ୭୫ତମ ୨୪ପ୍ରହରୀ ନାମଯଜ୍ଞ ପାଇଁ ଗାଁରେ ଥିବା ଡେଙ୍ଗେଇ କଣ୍ଟା(ଜଳାଶୟ) ତୁଠରେ ସୁବିଜ୍ଞ ପଣ୍ଡିତ ମାନଙ୍କ ଦ୍ଵାରା ପୂଜାର୍ଚ୍ଚନା ପୂର୍ବକ ଏକ ବିଶାଳ ଶୋଭାଯାତ୍ରା କର୍ତ୍ତା ଓ ମହିଳା ଭକ୍ତ ମାନଙ୍କ ଦ୍ଵାରା ହରିବୋଲ,ହୁଳହୁଳି ର ତାଳରେ ଜଳପୂର୍ଣ୍ଣ କଳସ ମୁଣ୍ଡାଇ ଗ୍ରାମ ପରିକ୍ରମା ସହ ଯଜ୍ଞ ମଣ୍ଡପ ରେ ସ୍ଥାପନ […]
ବାସ୍ତବ ବ୍ୟୁରୋ: ହୋଲିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଅମାନିଆଙ୍କୁ ଜଗିବା ପାଇଁ ୩୧ଟି ସ୍ଥାନରେ ମୁତୟନ ହେବେ ପୋଲିସ ଓ ଷ୍ଟ୍ରାଇକିଂ ଫୋର୍ସ । ଅପମିଶ୍ରଣ ହୋଇଥିବା କେମିକାଲ ରଙ୍ଗ ବ୍ୟବହାର କଲେ ନିଆଯିବ ଆକ୍ସନ। ରାସ୍ତାରେ ପାଟ୍ରୋଲିଂ ବଢ଼ାଯିବ। କେମିକାଲ ରଙ୍ଗ ବିକ୍ରି କରୁଥିବା ଦୋକାନ ଉପରେ ଚଢାଉ ହେବ। ଆଜି ଏ ନେଇ ସୂଚନା ଦେଇଛନ୍ତି […]
ସନ୍ତୋଷ ପାତ୍ର (ନର୍ଲା):୧୩/୦୩/୨୪ ଦୀର୍ଘ ୪୫ ବର୍ଷ ରୁ ଉର୍ଦ୍ଧ୍ବ ବର୍ଷ ବିତିଯାଇଥିଲେ ମଧ୍ୟ ମଦନପୁର ରାମପୁର ଠାରେ ନର୍ଲା ରେଞ୍ଜ ଅଫିସ୍ କାହିଁକି କାର୍ଯ୍ୟକାରୀ କରୁଅଛି ଏହାର ଜବାବ ମାଗୁଛନ୍ତି ସାଧାରଣ ଜନତା ସହିତ ନବ ନିର୍ମାଣ କୃଷକ ସଙ୍ଗଠନ ର ବରିଷ୍ଟ ନେତା ଦୁର୍ଯ୍ୟୋଧନ କୁମାର । ଶ୍ରୀଯୁକ୍ତ କୁମାର ଙ୍କ କହିବା ଅନୁଯାୟୀ, ନର୍ଲା ରେଞ୍ଜ ଅଫିସ୍ ଚାରି ଗୋଟି ସେକ୍ସନ କୁ ନେଇ ଗଠିତ […]
ଆଦିତ୍ଯ ବେହେରା(ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ […]
ସନ୍ତୋଷ ପାତ୍ର(ନର୍ଲା): ସ୍ବାସ୍ଥ୍ୟ ହଁ ସମ୍ପଦ ଯେଉଁ ମଣିଷ ଯେତେ ସ୍ବାସ୍ଥ୍ୟ ବାନ ସେହି ମଣିଷର ପରମାୟୁ ସେତେ ଅଧିକ ସେଥିପାଇଁ ରାଜ୍ୟ ସରକାର ହେଉ କିମ୍ବା କେନ୍ଦ୍ର ସରକାର,ସାଧାରଣ ଲୋକଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଇ ସ୍ବାସ୍ଥ୍ୟ ବୀମା ଯୋଜନା ରେ ସ୍ୱାସ୍ଥ୍ୟବୀମା କାର୍ଡ ପ୍ରଦାନ ସହିତ ଅନେକ ସଚେତନ କାର୍ଯକ୍ରମ ହାତକୁ ନେଇଥାନ୍ତି । କଳାହାଣ୍ଡି ଜିଲ୍ଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଅନୁଷ୍ଟିତ ହୋଇ […]


