ବାସ୍ତବବ୍ୟୁରୋ: ୧୮ ଦିନ ପର୍ଯ୍ୟନ୍ତ ହାଇଦର ବଡ଼ ମେଡିକାଲରେ କରୁଥିଲା କଣ ?କାହିଁକି ହେଲା ବୁର୍ଲାରୁ କଟକ ରେଫର ?ଯଦି ସ୍ୱାସ୍ଥ ଭଲ ଥିଲା କାହିଁକି ଜେଲ ପଠାଯାଇନଥିଲା ? ଏମିତି ଅନେକ ପ୍ରଶ୍ନ ହେଲେ ଏ ପ୍ରଶ୍ନ ଆମର ନୁହେଁ ଖୋଦ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ |ଚିକିତ୍ସା କରୁଥିବା ଡାକ୍ତରଙ୍କ ଉପରେ ସେ ପ୍ରଶ୍ନ ଉଠାଇଛନ୍ତି | ଗ୍ୟାଙ୍ଗଷ୍ଟର ହାଇଦର ଫେରାର ହେବାପରେ, ଡିଜିଙ୍କ କ୍ୟାମ୍ପ ଅଫିସରେ […]

ବାସ୍ତବବ୍ୟୁରୋ:ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତା ଫ୍ରେବୁୟାରୀ ୧୫ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ୧୫ ତାରିଖ ଦିନ ସକାଳ ୭ଟାରୁ ଦିନ ୧ଟା ଯାଏଁ ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ପ୍ରତିବାଦରେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କହିଛନ୍ତିକି ଓଡ଼ିଶାର ସ୍ୱାର୍ଥ ପାଇଁ ରାଜ୍ୟବାସୀ ଏହି ବନ୍ଦକୁ ସହଯୋଗ କରନ୍ତୁ । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୮୭ […]

ବାସ୍ତବବ୍ୟୁରୋ : (ଭୁବନେଶ୍ବର) ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ଆଦିବାସୀ ମେଳା |କିନ୍ତୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆ ପରିବର୍ତ୍ତେ ୟୁନିଟ୍‌-୧ସ୍ଥିତ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ ହେବ,ମେଳା ପୁଣି ଫେରିଛି ନିଜ ପଡିଆକୁ | ଏ ବର୍ଷ ଆଦିବାସୀ ମେଳା ହେବ କି ନାହିଁ, ତାହା ଉପରେ ଲାଗି ରହିଥିବା ସସ୍ପେନ୍ସ ଦୂର ହୋଇଛି। ସବୁ ବର୍ଷ ପରି ଏ ବର୍ଷ ମଧ୍ୟ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରୁ […]

ବାସ୍ତବବ୍ୟୁରୋ: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାଇ,ଆସନ୍ତା ସାତ ଦିନ ପାଣିପାଗରେ ବାରମ୍ବାର ପରିବର୍ତ୍ତନ ହେବ | ରାଜ୍ୟରେ ପୂର୍ବା ପବନର ପ୍ରବାହ ଯୋଗୁଁ ତାପମାତ୍ରା ବଢ଼ିବ। ୨୦ ତାରିଖ ଯାଏଁ ଶୀତ ଉଭେଇଯିବ। ୨୧ରୁ ୨୩ ତାରିଖ ୨ଦିନ ଶୀତ ଅନୁଭୂତ ହେବା ପରେ ରାଜ୍ୟର ତାପମାତ୍ରା ଊର୍ଧ୍ବମୁଖା ହେବ। ରାଜ୍ୟରେ ଶୀତର ଲୁଚକାଳି ଖେଳ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିକହିଛନ୍ତି । […]

Breaking News

Pin It on Pinterest