 ସୀମାନିର୍ଦ୍ଧାରଣ କରାଗଲେ ଓଡିଶାର ଲୋକସଭା ଏବଂ ବିଧାନସଭା ଆସନ ସଂଖ୍ୟା ବଢିବ ବିଜେଡି ୨୦୨୪ ବିଧାନସଭା ନିର୍ବାଚନ ହାରିବା ପରେ ଏବେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡି ମେଂଟ ମୁହାଁବାସ୍ତବବ୍ୟୁରୋ(ଭୁବନେଶ୍ୱର)ତା.୧୧/୦୩: ଦେଶରେ ଇଣ୍ଡି ମେଂଟର କିଛି ରାଜନୈତିକ ଦଳ ମାନେ ଡିଲିମିଟେସନକୁ ନେଇ ଅଯଥାରେ ମିଥ୍ୟାପ୍ରଚାର କରୁଛନ୍ତି, ବିବାଦୀୟ ବୟାନ ଦେଇ ଲୋକଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି । ସୀମାନିର୍ଦ୍ଧାରଣ ପ୍ରକ୍ରିୟା ଦେଶର ଗଣତନ୍ତ୍ରକୁ ସୁଦୃଢ କରିବ ।ସାରା […]

ସଂଜୟ ଶତପଥୀ(କଟକ): ସମଗ୍ର ଭାରତବର୍ଷରେ କାର୍ଯ୍ୟରତ ନିର୍ମାଣ ଶ୍ରମିକମାନଙ୍କର ଦ୍ବୀଦିବସୀୟ ସର୍ବଭାରତୀୟ ସମ୍ମିଳନୀ କର୍ଣ୍ଣାଟକର ମାଙ୍ଗାଲୋର ସହରସ୍ଥିତ ସଂଘ ନିକେତନ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ମହାସମାବେଶ ରେ ଭାରତ ର ୨୮ ଟି ରାଜ୍ୟରୁ ଅନ୍ୟୁନ ୪୦୦ ଜଣ ପ୍ରତିନିଧି ଯୋଗଦେଇଥିଲେ। ଏହି ମହାସମାବେଶ ରେ ଭାରତୀୟ ମଜଦୂର ସଂଘ ର ସର୍ବଭାରତୀୟ ସଭାପତି ଶ୍ରୀ ହିରଣ୍ମୟ ପାଣ୍ଡିଆ ଯୋଗଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରି […]

• ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ• ନିୟମ ଭଙ୍ଗକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ• ନିୟମିତ ଚେକିଂ ସହ ହେବ ଜୋରିମାନା ଆଦାୟ• ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ ବାସ୍ତବବ୍ୟୁରୋ(ଭୁବନେଶ୍ୱର): ତା-୬.୩.୨୦୨୫ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟ ରେ […]

ବରଗଡ଼(ନବୀନ କୁମାର ଦାଶ): ବରଗଡ଼ ଜିଲା ଅତାବିରାରେ ଗତ ବୁଧବାର ସକାଳ ୮ଟାରେ ସିବିଆଇ ଚଢ଼ାଉ କରିଛି। ସିବିଆଇର ୧୦ ଜଣିଆ ୨ଟିମ୍ ନିକଟସ୍ଥ ପରମାଣପୁର ଗ୍ରାମର ଖାଦ୍ୟ ଓ ଯୋଗାଣ ବିଭାଗର ଶ୍ରମିକ ଠିକାଦାର ଜି.ସତ୍ୟନାରାୟଣ ଏବଂ ଅତାବିରାର ବ୍ୟବସାୟୀ ଜି.ନରସିଂହ ମୂର୍ତିଙ୍କ ଘରେ ଚଢ଼ାଉ କରିଛନ୍ତି । ସତ୍ୟନାରାୟଣ ଏବଂ ନରସିଂହ ମୂର୍ତି ସମ୍ପର୍କରେ ପୁତୁରା ଏବଂ କାକା ।କେଉଁ କାରଣ ନେଇ କକା, ପୁତୁରା ଘରେ […]

ବାସ୍ତବବ୍ୟୁରୋ: ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ କମିଶନର କମ୍‌ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ […]

୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ରିପୋର୍ଟ ମୁତାବକ , ଯଦି କୌଣସି କର୍ତ୍ତୃପକ୍ଷ ସନ୍ଦେହ କରନ୍ତି ଯେ, କୌଣସି ବ୍ୟକ୍ତି ଆୟକର ଫାଙ୍କି ଦେଇଛନ୍ତି ଏବଂ ସେହି ବ୍ୟକ୍ତିଙ୍କ ପାଖରେ କୌଣସି ଅଘୋଷିତ ଆୟ, ଟଙ୍କା, ସୁନା, ଅଳଙ୍କାର […]

ଭୁବନେଶ୍ବର/୩‌/୨୦୨୫: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ରଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ବିଶିଷ୍ଟ ସାହିତ୍ୟିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦ୍ ଗତି ନିମନ୍ତେ ୨ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ, ସ୍ତମ୍ଭକାର […]

ରାଜ୍ୟ ଚଳଚ୍ଚିତ୍ର ଜଗତ ପାଇଁ ଅପୁରଣୀୟ କ୍ଷତି : ମନମୋହନ ସାମଲ ।ବାସ୍ତବବ୍ୟୁରୋ(ଭୁବନେଶ୍ବର)୨୮/୦୨: ଓଡିଆ ଚଳଚ୍ଚିତ୍ର ଜଗତର ସର୍ବାଧିକ ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ଉତମ ମହାନ୍ତିଙ୍କ ନୂଆଦିଲ୍ଲୀ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ସ୍ୱର୍ଗତଃ […]

ବାସ୍ତବବ୍ୟୁରୋ(କଟକ): କଟକ ମହାନଗର ନିଗମ ଅନ୍ତର୍ଗତ ସେକ୍ଟର -୬,ସି.ଡି.ଏ ର ଜଣାଶୁଣା ଧର୍ମପରାୟଣ ମହିଳା ଶ୍ରୀମତୀ ପ୍ରମୋଦା ମିଶ୍ର ଙ୍କ ର ଗତ ରବିବାର ଦିନ କଟକର ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲ ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା।ସ୍ବର୍ଗତାଃ ମିଶ୍ର ବିଗତ ୩ ମାସ ଧରି ଅସୁସ୍ଥ ଥିଲେ।ସେ ଓଡ଼ିଶା ପୋଲିସ୍ ବିଭାଗର ଅପରାଧ ନିୟନ୍ତ୍ରଣ ଶାଖା, କଟକ […]

ସନ୍ତୋଷ ପାତ୍ର(ଭବାନୀପାଟଣା):ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ଵଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ଅତିଥି ପରିଚୟ ପ୍ରଦାନ […]

Pin It on Pinterest