ବରଗଡ଼୨୪/୨(ନବୀନ କୁମାର ଦାଶ):ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା […]

ମେଦ ବହୁଳତାରୁ ଦୂରେଇ ନିଜକୁ ଫିଟ ରଖିବା: ମନମୋହନ ସାମଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ପ୍ରତି ରୁଚି ବଢ଼ିଛି ନାରୀଶକ୍ତି ଦେଶକୁ ସମୃଦ୍ଧ ଓ ସମ୍ପନ୍ନ କରୁଛି ଏଆଇ କ୍ଷେତ୍ରରେ ଭାରତକୁ ଆଗେଇ ନେବାକୁ ଆହ୍ୱାନଭୁବନେଶ୍ୱରତା.୨୩/୦୨: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୯ତମ ସଂସ୍କରଣରେ ଇସ୍ରୋର ସଫଳତା ବଖାଣିବା ସହ ଏଆଇ ଟେକ୍ନୋଲୋଜିରେ ଭାରତ ଭୂମିକା,ନାରୀ ସମ୍ମାନ ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ […]

ବରଗଡ଼୨୨/୨(ନବୀନ କୁମାର ଦାଶ): ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ରେ ହୋଇଥିବା ମାସିକ କାର୍ଯ୍ୟକାରିଣୀ ସଭା ରେ ଅନେକ ଗରୁତ୍ୱପୂର୍ଣ କାର୍ଯ୍ୟକ୍ରମ ଯଥା ପ୍ରତିଷ୍ଠା ଦିବସ ପାଳନ, ସ୍ୱାସ୍ଥ୍ୟ ସେବା ଶିବିର, ପୋଲିସ ପରିଚୟ ପତ୍ର ପ୍ରଦାନ ରେ ନିଷ୍କ୍ରିୟତା ପାଇଁ ସମ୍ବଲପୁର ଉତ୍ତରାଞ୍ଚଳ ଡ଼ି ଆଇ ଜି ଙ୍କୁ ସାକ୍ଷାତକାର ଆଦି ଉପରେ ଆଲୋଚନା ହୋଇ ନିଷ୍ପତି ନିଆଗଲା। ତନମଧ୍ୟରୁ କେବଳ ମୁଖ୍ୟ ଚିକିତ୍ସାଳୟ କେନ୍ଦ୍ରରେ […]

ବରଗଡ଼୨୨/୧(ନବୀନ କୁମାର ଦାଶ):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଜି ଶୁକ୍ରବାର ଠାରୁ ଆରମ୍ଭ ହୋଇ ଯାଇଛି।ଅତାବିରା ବ୍ଲକରେ ପରୀକ୍ଷାର୍ଥୀମାନେ ଉତ୍ସାହର ସହ ପରୀକ୍ଷା ଦେଇଥିବା ସୁଚନା ମିଳିଛି। ଅତାବିରା ବ୍ଲକ ରେ ସର୍ବମୋଟ୍‌‌ ୧୦ଗୋଟି ପରୀକ୍ଷା କେନ୍ଦ୍ର ରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇ ଥିବାବେଳେ ପ୍ରଥମ ଦିନରେ ବ୍ଲକର ୧୭୧୭ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୩୫ଜଣ ଅନୁପସ୍ଥିତ […]

ସଂଜୟ ଶତପଥୀ(କଟକ): ଓଡ଼ିଶା ର ସର୍ବପୁରାତନ ଶିକ୍ଷାନୁଷ୍ଠାନ କଟକର ପ୍ୟାରୀମୋହନ ଏକାଡେମୀ ର ପ୍ରାକ୍ତନ ଛାତ୍ର ତଥା ବିଶିଷ୍ଟ ଫଟୋ ସାମ୍ବାଦିକ ଶ୍ରୀ ହୃଦୟନାଥ ଦାଶ ଓ ଅବସରପ୍ରାପ୍ତ କର୍ମଚାରୀ ଶ୍ରୀ ପାଣ୍ଡବ ଭାଇ ଙ୍କ ଅକାଳ ବିୟୋଗ ରେ ପ୍ୟାରୀମୋହନ ଏକାଡେମୀ ପୁରାତନ ଛାତ୍ର ସଂସଦ (ପାଓସା) ପକ୍ଷରୁ ବିଦ୍ୟାଳୟ ର ପ୍ରାକ୍ତନ ଛାତ୍ରୀ ତଥା ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଆଭାରାଣୀ ବୋଷ ଙ୍କ ସଭାପତିତ୍ବରେ ବିଦ୍ୟାଳୟ […]

ବରଗଡ଼୧୫/୨(ନବୀନ କୁମାର ଦାଶ):ଗତ ୨୯/୦୧/୨୦୨୫ ରୁ ମିଳିତ ବ୍ଲକ ସ୍ତରୀୟ ହିସାବ ରକ୍ଷକ ଓ ଏମ ଆଇ ଏସ ସଂଯୋଜକ ସଂଘ ମୁଖ୍ୟତଃ ଦୁଇ ଦଫା ଦାବି ନେଇ ଯଥା ଠିକା ଚାକିରୀ କୁ ନିୟମିତ ବା ସ୍ଥାୟୀ କରିବା ଓ ରାଜ୍ୟ ସପ୍ତମ ବେତନ କମିଶନ ହାରରେ ଦରମା ପ୍ରଦାନ କରିବା ନିମନ୍ତେ ସମ୍ପୂର୍ଣ ରୂପେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବା ସହିତ ସମୂହ ଭାବରେ ଗଣ ତାନ୍ତ୍ରିକ […]

ବରଗଡ଼୧୫/୨(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କଦଳୀ ପାଲି ଗ୍ରାମ ର ଉପର ପଡ଼ା,ମିର୍ଦ୍ଧା ପଡ଼ା ର କଲ୍ୟାଣ ମଣ୍ଡପ ଠାରେ ବକ୍ସି ଜଗବନ୍ଧୁ କ୍ଲବ, ବୀର ବଜରଙ୍ଗ ବଳୀ କ୍ଲବ ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ନିଷ୍ଠା ପରିବାର ର ୫୧ଦିନ ଧରି ଚାଲିଥିବା ରେଡ ଡ୍ରପ ଅଲଟ୍ରା ମାରାଥନ ର ଛୟାଲିଶ ଦିନ (୪୬) ରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ […]

ବରଗଡ଼୧୫/୨(ନବୀନ କୁମାର ଦାଶ): ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଲରମ୍ଭା ମହାବିଦ୍ୟାଳୟ ଓଡିଆ ବିଭାଗ ରେ ଓଡିଆ ପାଠଚକ୍ର ଅନୁଷ୍ଠିତ ହୋଇ ଯାଇଛି।ଅଧ୍ୟକ୍ଷ ଡ.ପ୍ରମୋଦ କୁମାର ଭୋଇଙ୍କ ସଭାପତିତ୍ବରେ ଆଲୋଚକ ବିଶିଷ୍ଟ ସାରସ୍ବତ ସାଧକ ସୈାଭାଗ୍ୟବନ୍ତ ମହାରଣା ଯୋଗଦେଇ ଆଧୁନିକ କବିତା ର ଭିତ୍ତି ଓ ବ୍ୟାପ୍ତି ଉପରେ ଆଲୋଚନା କରିବା ସହ ତାଙ୍କ ରଚିତ କବିତା ଓ ଆଲୋଚନା ପୁସ୍ତକ ପାଠାଗାର କୁ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି […]

ବରଗଡ୧୪/୨(ନବୀନ କୁମାର ଦାଶ):ବରଗଡ଼ ସହରର ମୁଖ୍ୟ ପ୍ରବେଶପଥର ଛକକୁ ବାଜପେୟୀଙ୍କ ନାଁରେ କରାଯାଉ ।ଏଭଳି ଦାବି କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ। କେନ୍ଦ୍ର ରାଜପଥ ଓ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟି ଏ ସମ୍ପର୍କରେ ଲିଖିତ ପ୍ରସ୍ତାବ ଦେଇଛନ୍ତି।ବରଗଡ଼ ସଂସଦୀୟ କ୍ଷେତ୍ର ତଥା ସହରରେ ଥିବା ପ୍ରବେଶ ପଥକୁ ଅଟଳ ବିହାରୀ ବାଜପେୟୀ ଛକ କରାଯାଉ।ଜଣେ ମହାନ ରାଷ୍ଟ୍ରନେତାଙ୍କ ଉଦ୍ଦେଶ୍ୟରେ ଏହା କରାଗଲେ ବରଗଡ଼ ବାସୀଙ୍କ […]

ବାସ୍ତବବ୍ୟୁରୋ: ବିଦ୍ୟୁତ୍ ଦର ନିର୍ଦ୍ଧାରଣ ଲାଗି ବିଭିନ୍ନ ବିଦ୍ୟୁତ ବିତରଣ କମ୍ପାନୀର ପ୍ରସ୍ତାବ ଉପରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି) ଶୁଣାଣି କରିବେ। ଏହା ଆସନ୍ତା ୧୭ରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। କମ୍ପାନୀ ଗୁଡ଼ିକର ଯୁକ୍ତିକୁ ଯଦି ଓଇଆରସି ଗ୍ରହଣ କରନ୍ତି ତାହାହେଲେ ଆସନ୍ତା ଏପ୍ରିଲରୁ ବଢ଼ିପାରେ ବିଦ୍ୟୁତ ଶୁଳ୍କ। ଲଗାତାର ତିନିବର୍ଷ ହେଲା ରାଜ୍ୟରେ ବିଦ୍ୟୁତ ଶୁଳ୍କ ବଢ଼ିନାହିଁ। ୨ ବର୍ଷ ବିଦ୍ୟୁତ […]

Pin It on Pinterest