ନବ ଦାସ ହତ୍ୟାକାଣ୍ଡ,ର ପୁନଃ ତଦନ୍ତ ହେବ,ବିଜେପି ସରକାରଙ୍କ ବଡ ନିଷ୍ପତ୍ତି।ଖୋଲିବକି ନବ ଦାସଙ୍କ ହତ୍ୟା ମାମଲାର ଗୁମର ।ତଥ୍ଯ ଅନୁସାରେ ବିଜେପି ସରକାର ଏହି ମାମଲାର ପୁନଃ ତଦନ୍ତ କରିବାକୁ ନିଷ୍ପତି ନେଇଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରଚନ୍ଦନ ଜାତୀୟ ଗଣମାଧ୍ୟମ ସଂସ୍ଥା ଟାଇମ୍ସ ଅଫ ଇଣ୍ଡିଆକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି । ବିଜେଡି ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନବ ଦାସ । […]

କଟକ(ସଂଜୟ ଶତପଥୀ): କଟକ ନଗର ଭାଜପା ତରଫରୁ ସ୍ୱଚ୍ଛ ଭାରତ ଯୋଜନାରେ ନଗର ସଭାପତି ଶ୍ରୀ ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ନେତାଜୀଙ୍କ ଜନ୍ମସ୍ଥାନ, ଓଡ଼ିଆ ବଜାରରେ ପ୍ରତିମୂର୍ତ୍ତି ସଫା କରାଯାଇ ସେଠାରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା। ରାଜ୍ୟ ସଂଯୋଜକ ଶ୍ରୀ ମହେଶ ମହାନ୍ତି, ସହ ସଂଯୋଜିକା ଶ୍ରୀମତୀ ପଦ୍ମଜା ଦେବତା ଯୋଗ ଦେଇଥିଲେ।ନଗର ସଂଯୋଜକ ଜିତେନ୍ଦ୍ର ହାତୀ, ସହ ସଂଯୋଜକ କାମାକ୍ଷା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହା ପରେ […]

ଭୁବନେଶ୍ବର(ନି.ପ୍ର): ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି ଓ ସହଭାଗିତା ଯୁଗ ଯୁଗ ଧରି ରହି ଆସିଛି। କିନ୍ତୁ ଚିନ୍ତାର ବିଷୟ ଯେ ଏବେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସାମାଜିକ ବିଶୃଙ୍ଖଳା ଘଟୁଥିବାର ଖବର ଆସୁଛି। ଅନେକ ଗୋଷ୍ଠୀ ଓ ପୀଡ଼ିତ ନାଗରିକ ମୋତେ ଭେଟି ସେମାନଙ୍କ ଦୁଃଖ ଜଣାଉଛନ୍ତି। ସେମାନେ ଆକ୍ରମଣ […]

ରାଜ୍ୟର ଅଧିକାଂଶ ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଆୟ ପ୍ରମାଣପତ୍ର ଓ ଜାତିଗତ ପ୍ରମାଣପତ୍ର ପାଇଁ ଖର୍ଚ୍ଚାନ୍ତ ହୋଇଥିଲେ ରାଜ୍ୟର ଅଧିକାଂଶ ମହିଳା ଭୁବନେଶ୍ବର ଶ୍ୱର(ନି.ପ୍ର): ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର […]

ଭୁବନେଶ୍ଵର(ନି.ପ୍ର):ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା। ଏଥିପାଇଁ ନୂଆ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତରେ ପହଞ୍ଚିଛି। ଏବର୍ଷ ନୂଆଁଖାଇରେ ଚାଷୀଙ୍କୁ ମିଳିବ ଟଙ୍କା । ତେବେ କାଳିଆ ଯୋଜନା ଓ ସିଏମ କିଷାନ ଯୋଜନା ହିତାଧିକାରୀ ତାଲିକା ନେଇ ଦ୍ବନ୍ଦ୍ବ ଲାଗି ରହିଥିବା ବେଳେ ଚାଷୀଙ୍କ ପାଇଁ ଏ ଏକ ବଡ ଖୁସିଖବର । କାଳିଆ ଯୋଜନାର ନାଁ ବଦଳି ସିଏମ କିଷାନ ଯୋଜନା ହୋଇଛି। କିନ୍ତୁ କାଳିଆ ଯୋଜନାରେ […]

ଭୁବନେଶ୍ୱର(ନି.ପ୍ର)୧୨/୮: ଆଜି ନବୀନ ନିବାସ ରେ ପୁରୀ, ଓ ନବରଙ୍ଗପୁର ର ବ୍ଲକ ଓ ପଂଚାୟତ ପ୍ରତିନିଧି ତଥା ଭଦ୍ରକ ର ପୌର ପରିଷଦ ର ସଭ୍ୟ ମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କ ରେ ବିଜୁ ଜନତା ଦଳ ର ସଭାପତି ଶ୍ରୀ ନବୀନ ପଟନାୟକ ଙ୍କ ସହ ଆଲୋଚନା କରିଥିଲେ । ବିଜୁ ଜନତା ଦଳ କୁ ତୃଣମୂଳ ସ୍ତରରେ ମଜବୁତ କରିବା ପାଇଁ ସେମାନେ କାମ […]

ଭୁବନେଶ୍ୱର(ନି.ପ୍ର)୧୨/୦୮/୨୦୨୪: ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ, ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ଜାତୀୟ ମୁଖପାତ୍ର ତଥା ବିଜୁ ଜନତାଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ବିଭିନ୍ନ ପ୍ରସଙ୍ଗରେ ସାମ୍ବାଦିକ ମାନଙ୍କ ପ୍ରଶ୍ନର ଉତ୍ତର ଦେଇ କହିଲେ କି, ରାଜ୍ୟ ସରକାରଙ୍କ ଉଦାସୀନତା ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଆଳୁ ସମସ୍ୟା। ସରକାରଙ୍କ ଙ୍କ ପାଖରେ ଆଳୁ ସମସ୍ୟା ସମାଧାନ […]

ସଂଜୟ ଶତପଥୀ(କଟକ): ଭାଜପା ନେତ୍ରୀ ସୁଶ୍ରୀ ନିବେଦିତା ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକ ପାଳନ ଅବସରରେ,କଟକ ମହାନଗର ନିଗମ ତରଫରୁ ସିଡିଏ ୯ ନମ୍ୱର ରେ ଏକ ପାର୍କ ତାଙ୍କ ନାମରେ ନାମିତ ହୋଇ ସେଠାରେ ତାଙ୍କ ପ୍ରତିମୂର୍ତ୍ତି କଟକ ମେୟର ଓ ସାଂସଦ ଙ୍କ ଦ୍ୱାରା ବହୁ ଗଣ୍ୟମାନ୍ୟଙ୍କ ଉପସ୍ଥିତିରେ ଉନ୍ମୋଚିତ ହୋଇଥିଲା। ପରେ ପରେ ଉଇଣ୍ଡ ସର ପ୍ଲେସ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। […]

ସଂଜୟ ଶତପଥୀ(କଟକ): ଆଜି କଟକର ରେଭେନ୍ସା କଲିଜିଏଟ୍ ସ୍କୁଲ ପରିସରରେ ଅନୁଷ୍ଠିତ ହେଉଥିବା ତ୍ରୀଦିବସୀୟ ଭାରତ ସ୍କାଉଟ୍ସ ଓ ଗାଇଡ୍ ର‌ କଟକ ଜିଲ୍ଲା କ୍ଯାମ୍ପୋରୀ -୨୦୨୩-୨୪ ମହାସମାରୋହରେ ବହୁ ବିଶିଷ୍ଟ ଅତିଥିମାନଙ୍କ ଉପସ୍ଥିତିରେ ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦଯାପନ ଉତ୍ସବ ରେ ପ୍ରାତଃ ଘ୦୬.୩୦ ମିନିଟ୍ ରେ କାର୍ଯ୍ୟକ୍ରମ ର ପ୍ରାରମ୍ଭରେ ସର୍ବଧର୍ମ ପ୍ରାର୍ଥନା ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ତଥା ବିଶିଷ୍ଟ ସଙ୍ଗୀତ ଗୁରୁ ଶ୍ରୀ […]

ନୂଆଦିଲ୍ଲୀ: ୧୬ ମାସ ପରେ ଜେଲରୁ ବାହାରିଲେ ଅବକାରୀ ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନିଷ୍ ସିଶୋଦିଆ।ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ ସର୍ତ୍ତ ଅନୁଯାଇ ତାଙ୍କ ପାସପୋର୍ଟ ସମର୍ପଣ କରିବାକୁ ଏବଂ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେତେବେଳେ ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଥିଲେ, ସେତେବେଳେ ଇଡି ଓକିଲ ଦାବି କରିଥିଲେ ଯେ, ପୂର୍ବତନ ମନ୍ତ୍ରୀଙ୍କୁ ଦିଲ୍ଲୀ […]

Pin It on Pinterest