ବରଗଡ଼(ନବୀନ ଦାଶ)୧୯.୧୦:- ବରଗଡ଼ ସୋହେଲା ଜାତୀୟ ରାଜପଥ ବିଶିପାଲି ପେଟ୍ରୋଲପମ୍ପ ନିକଟରେ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ସ୍ୱାମୀ ଗୁରୁତର ସ୍ତ୍ରୀ ମୃତ।ସୂଚନା ଅନୁସା ରେ ଆଜି ଶନିବାର ସକାଳ ପ୍ରାୟ ୧୦ଘଣ୍ଟା ସମୟରେ ବରଗଡ଼ ପଟୁ ସୋହେଲା ଯାଉଥିବା OD17M 1551 ନମ୍ବର ବିସିଷ୍ଟ ଏକ ନୀଳ ରଙ୍ଗର କାର OD17M7202 ନମ୍ବର ଥିବା ବାଇକ କୁ ଧକ୍କା ଦେଇ ଥିଲା।ଫଳରେ ଘଟଣା ସ୍ଥଳ ରେ ପଡିରହିଥିବା ଗୁରୁତର ବାଇକ […]
Odishanews
ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି। ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ […]
ସଂଜୟ ଶତପଥୀ(କଟକ): ଆଗାମୀ ମାସର ୧୫ ତାରିଖ ରୁ ଆରମ୍ଭ ହେବାକୁ ଯାଉଥିବା କଟକର ଐତିହାସିକ ବାଲିଯାତ୍ରା ମହୋତ୍ସବ ବିଗତ ବର୍ଷଠାରୁ ଅଧୂକ ଆକର୍ଷଣୀୟ ହେବ ବୋଲି କହିଛନ୍ତି କଟକର ମାନନୀୟ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ। କଟକର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଥିବା ସଭାଗୃହ ରେ ଏକ ସାମ୍ବାଦିକ ସମ୍ମିଳନୀରେ କଟକର ମାନନୀୟ ଜିଲ୍ଲାପାଳ ସାମ୍ବାଦିକଙ୍କୁ ଆଗାମୀ ବାଲିଯାତ୍ରା ମହୋତ୍ସବ ବିଷୟରେ ଅବଗତ କରିବା ସହ […]
ସଂଜୟ ଶତପଥୀ(କଟକ): ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି କଟକ ସହରର ୪୦ଟି ପୂଜା ମଣ୍ଡପ ଦର୍ଶନ କରିଥିଲେ। ପ୍ରଥମେ ପ୍ରତାପ ନଗରୀ ପୂଜା ମଣ୍ଡପରେ ମୁଖ୍ୟମନ୍ତ୍ରୀ ପହଂଚିଥିଲେ। ସେଠାରେ କଟକ ନଗର ବିଜେପି ନେତୃବୃନ୍ଦ ତଥା ପୂଜା କମିଟି କାର୍ଯ୍ୟକର୍ତ୍ତା ମାନେ ପାଛୋଟି ନେଇଥିଲେ।ପରେ ପରେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ବିଭିନ୍ନ ମଣ୍ଡପ ବୁଲି ମା ଙ୍କୁ ପୂଜା ଆରାଧନା, ଆଳତି ଆଦି […]
ବରଗଡ଼(ନବୀନ କୁମାର ଦାଶ):ପ୍ରତି ବର୍ଷ ଭଳି ଚଳିତ ବର୍ଷ ନବଦିନାତ୍ମକ ମୃଣ୍ମୟୀ ଦେବୀ ଙ୍କ ପୂଜା ପାଇଁ ପାରମ୍ପରିକ ରୀତିନୀତି ଅନୁଯାୟୀ ଏକ ବିଶାଳ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି।ଦେବୀ ପୀଠ ମାନଙ୍କ ରେ ତଥା ଦୁର୍ଗା ମନ୍ଦିର ପୀଠ ରେ ଅଷ୍ଟମୀ ବିହିତ ପୂଜା ସହ ମାଁଙ୍କ “ମହାଗୌରୀ”ବେଶ ଶ୍ରଦ୍ଧାଳୁ ଭକ୍ତ ମାନଙ୍କୁ ବେଶ୍ ଆକର୍ଷିତ କରିଛି। ଦୁର୍ଗା ମନ୍ଦିର ତଥା ଥାନା ସାମ୍ନା ମେଢ଼ ମୃଣ୍ମୟୀ […]
ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ସ୍ଥିତ ଗାନ୍ଧୀ ସ୍ମୃତି ପାଠାଗାର ରେ ବରଗଡ଼ ର ପୁଣ୍ୟାତ୍ମା ବରପୁତ୍ର କର୍ମଯୋଗୀ ମହାଦେବ ଭୋଇ ଙ୍କ ୯୪ ତମ ଜୟନ୍ତୀ ପାଳିତ ହୋଇ ଯାଇଛି ।ଏହି ଅବସରରେ ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷୟିତ୍ରୀ ଅନୁସୂୟା ଦେବତାଙ୍କୁ “ମହାଦେବ ଭୋଇ ସ୍ମୃତି ସମ୍ମାନ ୨୦୨୪ ” ପ୍ରଦାନ କରା ଯାଇଛି । ସ୍ମୃତି କମିଟିର ସଂଯୋଜକ ଡଃ ଡୋଲାମଣି ଶତପଥୀ […]
ହାଇକୋର୍ଟ ସମେତ ସମସ୍ତ ଆଇନ ଅଦାଲତ ମାନଙ୍କରେ ଖୁବଶୀଘ୍ର ସରକାରୀ ଓକିଲ ନିଯୁକ୍ତି ହବାପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।
କଟକ(ସଂଜୟ ଶତପଥୀ)୦୪/୧୦/୨୦୨୪: ସମ୍ପୂର୍ଣ୍ଣ ରାଷ୍ଟ୍ରବାଦ, ଜାତୀୟତାବାଦରେ ବିଶ୍ୱାସ କରୁଥିବା ଭାରତୀୟ ଜନତା ପାର୍ଟି ହେଉଛି ବିଶ୍ୱର ସବୁଠୁ ବଡ଼ ରାଜନୈତିକ ଦଳ । ଗତ ସେପ୍ଟେମ୍ବର ୨ ତାରିଖରୁ ଆରମ୍ଭ ହୋଇଥିବା ସଦସ୍ୟତା ଅଭିଯାନ – ୨୦୨୪ କୁ ଗତିଶୀଳ କରିବା ସହ ସର୍ବସ୍ପର୍ଶୀ ଓ ସର୍ବସମାବେଶୀ କରାଯାଉଛି । ବିଜେପିର ସଫଳତା ପଛରେ ଅଧିବକ୍ତାଙ୍କ ଅନେକ ବଡ ଭୂମିକା ରହିଛି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ […]
ବାସ୍ତବବ୍ୟୁରୋ(କଟକ): ଅକ୍ଟୋବର ଦୁଇ ତାରିଖରେ ଭାଜପା ର ସେବା ପକ୍ଷ ସମାରୋପ ଦିବସ ଅବସରରେ ତେଲେଙ୍ଗା ବଜାର ସ୍ଥିତ ରଘୁନାଥ ଜୀଉ ମନ୍ଦିର ପ୍ରାଙ୍ଗଣରେ ଭାଜପା ବାରବାଟି କଟକ ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ମାନେ ନଗର ସଭାପତି ଲଲାଟେନ୍ଦୁ ବଡୁ ଙ୍କ ନେତୃତ୍ୱରେ ସ୍ଵଛ ଭାରତ ଓ ନିଶୁଳ୍କ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର, ତୁଳସୀପୁର ତଅଁଳା ସାହି ରେ ଆୟୋଜନକରିଥିଲେ। ସ୍ଵଛ ଭାରତ କାର୍ଯ୍ୟକ୍ରମରେ ସର୍ବଶ୍ରୀ ପ୍ରଦୀପ ସ୍ୱାଇଁ,ସଂଯୋଜକ କାମାକ୍ଷା […]
ସଂଜୟ ଶତପଥୀ(କଟକ): ଭାଜପା କଟକ ନଗର ଶିକ୍ଷକ ପ୍ରକୋଷ୍ଠ ତରଫରୁ ବାଖରାବାଦ ସ୍ଥିତ ଗାନ୍ଧି ଭବନରେ ଆର ବାଲ ସୁବ୍ରମଣ୍ୟମଙ୍କ ଲିଖିତ Power within the leadership legacy of Narendra Modi ପୁସ୍ତକ ସମ୍ବନ୍ଧରେ ଏକ ସେମିନାର ଆୟୋଜନ ହୋଇଥିଲା।କଟକ ନଗର ସଂଯୋଜିକା ଶ୍ରୀମତୀ ସୁରେଖା ସୁନ୍ଦରୀ ସ୍ୱାଇଁଙ୍କ ନେତୃତ୍ୱରେ ହୋଇଥିବା ଏହି ସଭାରେ ମୁଖ୍ୟ ବକ୍ତା ରୂପେ ରାଜ୍ୟ ସଂଯୋଜକ ଶ୍ରୀ ଲକ୍ଷ୍ମୀକାନ୍ତ ମିଶ୍ର ଯୋଗଦେଇ ପୁସ୍ତକ […]


