ସଂଜୟ ଶତପଥୀ(କଟକ): ଆଜି କଟକ ର ସର୍ବପୁରାତନ ରଙ୍ଗମଞ୍ଚ “ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ” ଠାରେ ସାଂସ୍କୃତିକ ଅନୁଷ୍ଠାନ ନିଖିଳ ଉତ୍କଳ କଳା ନିକେତନ ପକ୍ଷରୁ ଆୟୋଜନ କରାଯାଇଛି ତ୍ରୀଦିବସୀୟ ରଙ୍ଗ ମହୋତ୍ସବ। ଏହି କାର୍ଯ୍ୟକ୍ରମରେ ଓଡିଶାର ବହୁ ସୁନାମଧନ୍ୟ ଅନୁଷ୍ଠାନ ଭାଗ ନେଇଥୂବା ବେଳେ ଓଡ଼ିଶୀ ନୃତ୍ୟ, ଡ୍ରାମା ସହିତ ଓଡ଼ିଶା ର କଳାସଂସ୍କୃତି ର ପ୍ରତିଯୋଗିତା ର ଆୟୋଜନ କରାଯାଇଛି। ଆଜି କାର୍ଯ୍ୟକ୍ରମ ର ପ୍ରଥମ ଦିବସର ସନ୍ଧ୍ୟାରେ ଓଡ଼ିଶାର […]
Odishanews
ମନୋଜ ମହାନ୍ତି(ଭୁବନେଶ୍ଵର): ଅଭିଳାଷ ଥିଏଟର ଭୁବନେଶ୍ଵର, ତରଫରୁ ତା: ୦୫.୦୬.୨୦୨୪ ରେ ଭଞ୍ଜକଳା ମଣ୍ଡପ ଭୁବନେଶ୍ଵର ଠାରେ ଅନୁଷ୍ଠାନର ପ୍ରଥମ ନାଟକ “ଅନ୍ଧଗଳି’’ ଅନୁଷ୍ଠିତ ହୋଇଯାଇଅଛି । ଏହି ନାଟକର ନାଟ୍ୟକାର ଡ଼ାକ୍ତର ପ୍ରଶାନ୍ତ କୁମାର ବିଶ୍ୱାଳ ଥିବାବେଳେ ନିର୍ଦ୍ଦେଶନା ଦେଇଛନ୍ତି ହୃଷିକେଶ ମହାପାତ୍ର। ୨୧ ଜଣ କଳାକାରଙ୍କୁ ନେଇ ବର୍ତମାନ ସମାଜରେ ଘଟୁଥିବା ଘଟଣା ଦୁର୍ଘଟଣାର ପଟ୍ଟଭୂମିରେ ଏହି ନାଟ୍ୟଚିତ୍ରଟି ପର୍ଯ୍ୟବେଶିତ। ଓୟୁଏଟି ଭୁବନେଶ୍ବରର କୁଳପତି ପ୍ରଫେସର ଶ୍ରୀଯୁକ୍ତ […]
ପ୍ରମୋଦ ନାୟକ(ଭୁବନେଶ୍ବର):ଆଜି ଠିକ୍ ସକାଳ ୮ଟାରୁ ଆରମ୍ଭ ହେବି ନିର୍ବାଚନ ଫଳାଫଳର ଗଣତି। ତେବେ ଏହାକୁ ନେଇ ପୁଲିସ ଡିଜି କହିଛନ୍ତି ଯେ ଗଣତି ସମୟରେ ସୁରକ୍ଷା ବ୍ୟବସ୍ଥା ଓ ଫଳାଫଳ ଘୋଷଣା ପରେ ବିଜୟ ଶୋଭାଯାତ୍ରା ପୁଲିସ ଅନୁମତି ବିନା ହେବ ନାହିଁ । ସେହିପରି ଡିଜି ଅରୁଣ ଷଡ଼ଙ୍ଗା କହିଛନ୍ତି ଯେ ଏଥର ମାଓ ହିଂସା ବିନା ନିର୍ବାଚନ କରାଯାଇପାରିଛି । ପ୍ରତି ଥର ନିର୍ବାଚନ ବେଳେ […]
ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା):ତା ୦୩/୦୬: କେନ୍ଦ୍ରାପଡ଼ା ଜିଲ୍ଲାରେ ଶାନ୍ତିପୂର୍ଣ୍ଣଭାବେ ସମାପ୍ତ ହୋଇଛି ଭୋଟ୍ ଗ୍ରହଣ। କେନ୍ଦ୍ରାପଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟଠାରେ ଆସନ୍ତାକାଲି ସକାଳ ୮ଘଟିକାରୁ ଆରମ୍ଭ ହେବ ଭୋଟଗଣତି । ପ୍ରତ୍ୟେକ ବିଧାନସଭା ପାଇଁ ୧୦ ଲେଖାଏଁ ଟେବୁଲ୍ର ଆୟୋଜନ କରାଯାଇଛି ।ବିଧାନସଭା ଭୋଟ ଗଣତି ପାଇଁ ମୋଟ୍ ୫୦ଟି ଟେବୁଲ୍ ରହିଛି ।କ୍ରମିକ ନମ୍ବର ୯୬-ପାଟକୁରା, ୯୭-କେନ୍ଦ୍ରାପଡ଼ା, ୯୮-ଆଳି, ୯୯-ରାଜନଗର, ୧୦୦-ମହାକାଳପଡ଼ା ବିଧାନସଭା କ୍ଷେତ୍ର ପାଇଁ ପ୍ରତିଦ୍ଵନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଭୋଗଣତି […]
ଭୁବନେଶ୍ବର: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ର ମାସିକ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ସୁସାହିତ୍ଯିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ତଥା ସୁସାହିତ୍ଯିକା ଉଷାରାଣୀ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତାଙ୍କ ବକ୍ତବ୍ଯରେ କବି ଓ କବୟତ୍ରୀ ମାନଙ୍କ ହୃଦୟରେ ଆତ୍ମାରେ ଅହରହ […]
କେନ୍ଦୁଝର,୨/୬ ): ଆଉ ନାହାଁନ୍ତି ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ୮୮ ବର୍ଷ ବୟସରେ କେନ୍ଦୁଝର ବୈଦ୍ୟରାଜ ସାହି ବାସଭବନରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି । ଏପ୍ରିଲ ୧ରେ ଶ୍ରୀ କୁଅଁର ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ବୟସାଧିକ୍ୟ କାରଣରୁ ସେ […]
ସଂଜୟ ଶତପଥୀ(କଟକ): ବାଦାମବାଡି ଥାନା ଅନ୍ତର୍ଗତ ଓ ସି.ଏମ.ସି ୩୭ ୱାର୍ଡ ଅନ ବିଶିନାବର ଜେନାସାହିରେ ୨୫ ବର୍ଷରୁ ଉର୍ଷ ଘରକରି ରହିଆସୁଥିବା ଦଳିତ ବୁଲୁ ସାମଲଙ୍କ ପରିବାରର ଅନ୍ୟ ସଦସ୍ୟ ଙ୍କ ଘରୁ ହଠାତ TPCODL ବା ବିଦ୍ୟୁତ୍ ବିଭାଗ ବିଭିନ୍ନ ଆଳ ଦେଖାଇ ଜୋର ଜବରଦସ୍ତ ତାଙ୍କ ଘରୁ ବିଦ୍ୟୁତ୍ ବିଚ୍ଛିନ୍ନ କରିଦେବା ଦ୍ବାରା ୧୫ ଦିନରୁ ଉଦ୍ଧ ଦଳିତ ପରିବାର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରଭାବ ସମୟରେ […]
ନବୀନଦାଶ(ବରଗଡ):ଆଜି ସମଗ୍ର ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଅଛି।ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏ ସି ଅନ୍ତର୍ଗତ ଲାଦେରପାଲି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ୧୦୦(ଶତ ପ୍ରତିଶତ) ରେଜଲ୍ଟରେ ବାଜି ମାରି ସମସ୍ତ ଛାତ୍ରଛାତ୍ରୀ ୫୦%ରୁ ଉର୍ଦ୍ଧ୍ବ ନମ୍ବର ରଖି ଉତ୍ତୀର୍ଣ୍ଣ ହେବା ସହ ଅପୂର୍ବ ସଫଳତା ହାସଲ କରି ନୂତନ ଇତିହାସ ସୃଷ୍ଟି କରିଛନ୍ତି। ଯାହା ବିଦ୍ୟାଳୟ ପାଇଁ ଗର୍ବ ଏବଂ ଗୌରବର ବିଷୟ […]
ବୋଲୋଗଡ:ବେଗୁନିଆ ଅନ୍ତର୍ଗତ କାଉଁରିଆ ପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥ୍ ରେ ଗଣ୍ଡଗୋଳ, ମାରପିଟ୍ ସହ ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଆଜି ବିଳମ୍ବିତ ରାତିରେ ଗିରଫ କରି, ପରେ ତାଙ୍କୁ ମାଜିଷ୍ଟ୍ରେଟ୍ଙ୍କ ଆବାସିକ କୋର୍ଟରେ ହାଜର କରାଯାଇଥିଲା।ଜାମିନ୍ ନାମଞ୍ଜୁର ହେବାରୁ ଶ୍ରୀ ଜଗଦେବଙ୍କୁ ଖୋର୍ଧା ଜେଲ୍ ହାଜତକୁ ପଠାଇ ଦିଆଯାଇଛି ।ପ୍ରିଜାଇଡିଂ ଅଫିମର ଜ୍ଞାନରଞ୍ଜନ ତ୍ରିପାଠୀ ଜୟଦେବଙ୍କ ବିରୋଧରେ ଦେଇଥିବା ଏତଲା […]
ସଂଜୟ ଶତପଥୀ(କଟକ): ଓଡିଶା ର ୩ୟ ପର୍ଯ୍ୟାୟ ନିର୍ବାଚନ ରେ ବାରବାଟୀ -କଟକ ନିର୍ବାଚନ ମଣ୍ଡଳୀରେ ମତଦାନ ଚାଲିଥିଲା ବେଳେ ମହିଳା ପୋଲିଂ ଅଧିକାରୀଣି ମୃତ୍ୟୁବରଣ କରିଛନ୍ତି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ,ମୃତ ମହିଳା ପୋଲିଂ ଅଧିକାରୀଣି ଶ୍ରୀମତୀ ସୁଜାତା ମିତ୍ର କଟକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୂନରେ ଥିବା ତଥା ବାରବାଟୀ -କଟକ ନିର୍ବାଚନ ମଣ୍ଡଳୀର ବାଖରାବାଦ ପ୍ରାଥମିକ ବିଦ୍ୟାଳୟ ରେ ବରିଷ୍ଠ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ […]


