ଭୁବନେଶ୍ୱର ୨୫/୦୬(ଗୌତମ ମିଶ୍ର ): ଭଙ୍ଗା ଚାଲିଛି ଭୁବନେଶ୍ବରରେ ଥିବା ବିଜେଡି ସାଂଗଠନିକ ସଂପାଦକ ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ। କୁହାଯାଉଛି, ଘରେ ରହିଥିଲା ବିଳାସମୟ କୋଠା। ଏପରିକି ପ୍ରଣବ ପ୍ରକାଶ ଦାସ ଏଠାରେ ଅଣ୍ଡରଗ୍ରାଉଣ୍ଡ ଘର ବି କୁଆଡେ ତୋଳିଥିଲେ । ତେବେ ବିଜେଡି କ୍ଷମତାରୁ ବିଦା ହେବା ପରଠୁ ଗତ ୧୫ଦିନ ହେଲା ଘର ଭଙ୍ଗା ଯାଉଥିବା ଜଣାପଡିଛି।ତେବେ ପ୍ରଶ୍ନ ଉଠୁଛି, […]
Odishanews
ଉତ୍ତମ ରାଉତ(ମାହାଙ୍ଗା): କଟକ ଜିଲ୍ଲା ଭଦ୍ରେଶ୍ୱର ଥାନା ଅଂଚଳରେ ଚୋରି ହୋଇଥିବା ବାଇକ୍ କେନ୍ଦ୍ରାପଡା ଜିଲ୍ଲା ଲୋକନାଥପୁର ରୁ ଜବତ କରିଛି ପୋଲିସ। ଏଥିସହ ୪ ବାଇକ୍ ଲୁଟେରାଙ୍କୁ ମଧ୍ଯ କାବୁ କରିବାରେ ସଫଳ ହୋଇଛି ଭଦ୍ରେଶ୍ଵର ପୋଲିସ। ସୂଚନାମୁତାବକ ଭଦ୍ରେଶ୍ୱର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମରେ ଥିବା ବିଦେଶୀ ମଦ ଦୋକାନ ସମ୍ମୁଖରୁ OD -05-BA-1134 ନମ୍ବର ଏକ ଟିଭିଏସ ଆପଚି ବାଇକ୍ ଚୋରି ହୋଇଥିବା ନେ଼ଇ ଅନିଲ […]
ଭୁବନେଶ୍ୱର,୨୫/୦୬(ଗୌତମ ମିଶ୍ର ):ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଆଜି ଅନୁଗୋଳ, ରାୟଗଡ଼ା ଓ ସମ୍ବଲପୁରର ଜିଲ୍ଲାପାଳ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହ ଭିଡ଼ିଓ କନ୍ଫରେନ୍ସିଂ ଯୋଗେ ଜିଲ୍ଲାରେ ଜାପାନୀ ଏନ୍ସେଫାଲାଇଟ୍ସ, ଡିପ୍ଥେରିଆ ଓ ଜଣ୍ଡିସ୍ର ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ ।ରାୟଗଡ଼ା ଜିଲ୍ଲାରେ ଚଳିତ ବର୍ଷ ଜୁନ୍ ମାସ ୧୭ ତାରିଖରେ ପ୍ରଥମ ଡିପ୍ଥେରିଆ କେସ୍ ଠାବ ହୋଇଥିଲା । ଏହି ଘଟଣା […]
ବାସ୍ତବବ୍ୟୁରୋ(ଭୁବନେଶ୍ୱର) :କେନ୍ଦୁଝରରେ ମୁଖ୍ଯମନ୍ତ୍ରୀଙ୍କ ଟିପ୍ପଣୀକୁ ନେଇ କଡ଼ା ଜବାବ ଦେଇଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯେଉଁ ଟିପ୍ପଣୀ ଦେଇଥିଲେ ତାହା ଦୁର୍ଭାଗ୍ଯଜନକ । ଖଣି ଦୁର୍ନୀତି ହୋଇଥିଲା । ଏଥିରେ କାହାରିକୁ ଛଡାଯିବନି । ସେ ବିରୋଧୀ ଦଳରେ ଥିବାବେଳେ ସରକାରୀ ଦଳ ପକ୍ଷରୁ ତାଙ୍କୁ ମନ୍ତ୍ରିପଦ ଓ ଅନ୍ଯାନ୍ଯ ପ୍ରଲୋଭନ ଦିଆଯାଇଥିଲା ତାହା ଅତ୍ଯନ୍ତ ଦୁର୍ଭାଗ୍ଯପୂର୍ଣ୍ଣ । ସାମ୍ବାଦିକ ସମ୍ମିଳନୀ କରି […]
ଭୁବନେଶ୍ୱର ୨୪/୦୬(ଗୌତମ ମିଶ୍ର ): ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର ପ୍ରତିଷ୍ଠା ହେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ବିଜେପିର ସଂକଳ୍ପପତ୍ର ଅନୁଯାୟୀ ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ଖୋଲାଯିବ। ମୁଖ୍ୟମନ୍ତ୍ରୀ ବି ଏହାଉପରେ ଗୁରୁତ୍ବ ଦେଉଛନ୍ତି। କ୍ୟାବିନେଟ ବୈଠକରେ ଏ ନେଇ ଖୁବଶୀଘ୍ର ଆଲୋଚନା କରାଯିବ।ଏହାଛଡ଼ା ରାଜ୍ୟରେ ଆଳୁ ପିଆଜ ଦରବୃଦ୍ଧିର ସମୀକ୍ଷା […]
ଭୁବନେଶ୍ୱର ୨୪/୦୬(ଗୌତମ ମିଶ୍ର ): ରତ୍ନଭଣ୍ଡାର ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ ପକ୍ଷରୁ ଜଣାଇ ଦିଆଯିବ।ଖୁବ ଶୀଘ୍ର ରତ୍ନ ଭଣ୍ଡାର ଖୋଲିବା ନିଷ୍ପତ୍ତି ନିଆଯିବ ଓ ରତ୍ନ ଅଳଙ୍କାର ଗଣତି କରାଯିବ। ସୋମବାର […]
କେନ୍ଦ୍ରାପଡ଼ା,୨୪/୦୬(ଜୟନ୍ତ ଶତପଥୀ):-ସହଭାଗିତା ବ୍ୟବସାୟ ନାଁ ରେ ଠକାମୀର ଶିକାର ହେଲେ ଯୁବକ,ଶେଷରେ ବନ୍ଧା ହୋଇ କୋର୍ଟ ଚାଲଣ ହେଲେ ଅଭିଯୁକ୍ତ ସ୍ୱାମୀ ସ୍ତ୍ରୀ । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ ବଛରାଇ ପଞ୍ଚାୟତ ବଛରାଇ ଗାଁ ର ମଣିଭୂଷଣ ପରିଡା ଙ୍କ ପୁଅ ସନ୍ତୋଷ କୁମାର ପରିଡା ଜଣେ ମେଡ଼ିସିନ ଡିଷ୍ଟ୍ରିବୁଟର ଭାବେ କାମ କରୁଥିଲେ ।ସେ ବିଭିନ୍ନ କମ୍ପାନୀର ମେଡ଼ିସିନ ଓଡିଶା ବାହାରୁ ଆଣି ନିଜର ବ୍ୟବସାୟ କରନ୍ତି […]
ଭୁବନେଶ୍ୱର ୨୩/୦୬(ମନୋଜ ମହାନ୍ତି): ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ରବିବାର ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ଚରଣ ମାଝୀ। ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ ଆଲୋଚନା କରିଥିଲେ।ମା’ ତାରିଣୀଙ୍କ ପୀଠ ଯେପରି ସାରା ଦେଶରେ ବ୍ୟାପକ ହୋଇପାରିବ, ସ୍ୱତନ୍ତ୍ର ପର୍ଯ୍ୟଟନସ୍ଥଳୀ ହୋଇପାରିବ, ସେଥିପାଇଁ ଏ ସରକାର […]
ଭୁବନେଶ୍ୱର ୨୩/୦୬(ଗୌତମ ମିଶ୍ର):ମନ୍ଦିରରେ ସ୍ନାନ ବେଦୀରେ ଦିବ୍ୟ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ତେଣୁ ଅଣସର ଘରେ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଅଣସର ଘରେ ଚାଲିବ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ନୀତି। ସେଥିପାଇଁ ରତ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ ପାଇ ପାରିବେନି ଶ୍ରଦ୍ଧାଳୁ। ଏହି ସମୟରେ ସେମାନଙ୍କ ସ୍ଥାନରେ ପୂଜା ପାଇବେ ପଟ୍ଟି ଦିଅଁ। ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ନାରାୟଣ, ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ ଓ ଦେବୀ ସୁଭଦ୍ରାଙ୍କ […]
ଭୁବନେଶ୍ୱର,୨୩/୦୬(ଗୌତମ ମିଶ୍ର ):ରବିବାର ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ମିଶନ ଶକ୍ତି ଭବନ ପରିସରରେ ‘ଏକ ପେଡ୍ ମା କେ ନାମ (ମା’ଙ୍କ ପାଇଁ ଗଛଟିଏ)’ ଅଭିଯାନ ଅଧୀନରେ ‘ବଉଳ’ ଚାରା ରୋପଣ କରିଛନ୍ତି । ଏହି ଅଭିଯାନର ଲକ୍ଷ୍ୟ ପ୍ରକୃତିର ସୁରକ୍ଷା ସହିତ ଏହାକୁ ନିଜ ମାତା ପରି ସମ୍ମାନ ଦେବା । ଚାରା ରୋପଣ ପରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ଙ୍କ ଅଧ୍ୟକ୍ଷତା […]


