ସଂଜୟ ଶତପଥୀ(କଟକ): ଦାରିଦ୍ର୍ୟ ସୀମାରେଖା ର ତଳେ ରାସ୍ତା କଡ଼ରେ ରହୁଥିବା ଅସହାୟ, ଦରିଦ୍ର, ନିଃସହାୟ ଓ ଅବହେଳିତ ତଥା ବୟସ୍କ ବ୍ୟକ୍ତିମାନେ ସଂପ୍ରତି ପ୍ରବଳ ଶୀତ ପ୍ରଭାବ ରେ ଦୟନୀୟ ଅବସ୍ଥାରେ ନିଜର ଜୀବନ କାଟୁଥିବା ବେଳେ ସହାୟତା ର ହାତ ବଢ଼ାଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ଶ୍ରୀରାମକୃଷ୍ଣ ମିଶନ୍। ବିଗତ ଦୁଇ ଦିନ ଧରି କଟକ ର ମାତାମଠସ୍ଥିତ ଶ୍ରୀରାମକୃଷ୍ଣ ମିଶନ୍ ର ପ୍ରମୁଖ, ସନାତନ ଧର୍ମର […]
Odishanews
ସଂଜୟ ଶତପଥୀ(କଟକ): ପ୍ରତିବର୍ଷ ପରି କଟକର ଐତିହାସିକ ବାଲିଯାତ୍ରା ପଡ଼ିଆ ରେ ଏକ ନିର୍ଦ୍ଧାରିତ ସ୍ଥାନରେ ବିନା ଦେୟରେ ଉତ୍କଳ ଗୌରବ ଙ୍କ ଦ୍ଵାରା ପ୍ରତିଷ୍ଠିତ ଉତ୍କଳ ସମ୍ମିଳନୀ ପକ୍ଷରୁ ଉତ୍କଳ ଗୌରବ ଙ୍କ ନାମାନୁସାରେ ଏକ ମଞ୍ଚ ଯାହାକି “ମଧୁମଞ୍ଚ” ର ଆୟୋଜନ କରାଯାଇଥାଏ। ଏହି ମଞ୍ଚରେ ଐତିହାସିକ ବାଲିଯାତ୍ରା ର ଶୁଭାରମ୍ଭ ଠାରୁ ଅନ୍ତିମ ଦିବସ ପର୍ଯ୍ୟନ୍ତ ମଧୁବାବୁ, ଓଡ଼ିଶାର ଅସ୍ମିତା ତଥା ଉତ୍କଳ ର ଭାଷା […]
ବାସ୍ତବବ୍ୟୁରୋ(କେନ୍ଦୁଝର) : ମୃତ୍ୟୁ କେତେବେଳେ ଆସେ କିଏବା କହିବ ।ମା’ତାରିଣୀଙ୍କ ଦର୍ଶନର ଅଭିଳାଷା ଆଶାର ହିଁ ରହିଗଲା। ଏମିତି ଏକ ଦୁଃଖଦ ଘଟଣା ଘଟିଯାଇଛି କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ବାଲିଯୋଡି ଗ୍ରାମ ନିକଟରେ। ସଡ଼କ ଦୁର୍ଘଟଣାରେ ଚାଲିଗଲା ୮(ଆଠ)ଜୀବନ । ଖବର ଅନୁଯାଇ, ଗଞ୍ଜମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ୩ଟି ପରିବାର ମା’ ତାରିଣୀଙ୍କ ଦର୍ଶନ ପାଇଁ ଏକ ଟାଟା ୱିଙ୍ଗର ଗାଡିରେ ଆସୁଥିବା ବେଳେ ଜାତୀୟ […]
ଆଦିତ୍ୟ ବେହେରା(ଭୁବନେଶ୍ବର): ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ରୂପେ ପାଳନ କରାଯାଏ ।୧୯୪୯ ମସିହା ଆଜିର ଦିନରେ ଅର୍ଥାତ୍ ନଭେମ୍ବର ୨୬ ତାରିଖରେ ଭାରତର ସମ୍ବିଧାନ ପ୍ରସ୍ତୁତ ହୋଇଥିଲା । ଡକ୍ଟର.ବି.ଆର୍.ଆମ୍ବେଦକର ଭାରତ ସମ୍ବିଧାନକୁ ଦୁଇବର୍ଷ ଏଗାର ମାସ ଏବଂ ୧୮ ଦିନରେ ପ୍ରସ୍ତୁତ କରି ରାଷ୍ଟ୍ରକୁ ସମର୍ପିତ କରିଥିଲେ । ଭାରତର ସମ୍ବିଧାନ ବିଶ୍ୱର ସବୁଠାରୁ ବଡ ସମ୍ବିଧାନ ମନେ କରାଯାଏ । ୨୬ ଜାନୁଆରୀ ୧୯୫୦ […]
ସ୍ଵତନ୍ତ୍ର ପ୍ରତିନିଧି(କେନ୍ଦ୍ରାପଡ଼ା):-କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ବସପୁର ଗ୍ରlମ ର କଳ୍ପନା ବାରିକଙ୍କର କିଛି ଦିନ ତଳେ, ଚାନ୍ଦୋଳ ସ୍ଥିତ ମକରାନନା କ୍ଲିନିକରେ ଏକ ଟିଉମର ଅପରେସନ ହେବାପରେ ସମ୍ପୂର୍ଣ ଖର୍ଚ୍ଚ ପଚିଶି ହଜାର ଦୁଇ ସହ ଟଙ୍କା ହୋଇଥିଲା ।ଯାହାକି ରାଜ୍ୟ ସରକାର ଙ୍କ ବିଜୁ ସ୍ଵାସ୍ତ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ bsky କାର୍ଡ ରୁ ଖର୍ଚ୍ଚ ହୋଇଥିଲl।ଅପରେସନ ବାବଦକୁ ଏକୋଇଶି ହଜାର ଟଙ୍କା ଓ ରକ୍ତ ଭଣ୍ଡାର […]
ନିରଂଜନ ଦାସ(ନୟାଗଡ):- ଖଣ୍ଡପଡ଼ା ମହୋତ୍ସବ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଶୁଭ ମଣ୍ଡପ ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ମହୋତ୍ସବ କମିଟିର ଅଧ୍ୟକ୍ଷ ତଥା ଖଣ୍ଡପଡ଼ା ବ୍ଲକ ଉପାଧ୍ୟକ୍ଷ ଶିଶିର କୁମାର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ତହସିଲଦାର ଧୋବେଇ ନାଏକ, ଏସଡିପିଓ ବିମଳ କୁମାର ବାରିକ, ଏଡିବିଓ ସୁବାଷ ଚନ୍ଦ୍ର ସେଠୀ , ଖଣ୍ଡପଡ଼ା ଥାନା ଅଧୀକାରି ଜ୍ୟୋତିପ୍ରକାଶ ସ୍ବାଇଁ, ପୂର୍ତ୍ତ ବିଭାଗ ସହକାରୀ […]
ସଂଜୟ ଶତପଥୀ(କଟକ):କଟକର ଐତିହାସିକ ବାଲିଯାତ୍ରା ଲାଗି ଏକ ପ୍ରସ୍ତୁତି ବୈଠକ କଟକ ମହାନଗର ନିଗମ ର ମାନନୀୟ ମେୟର ଶ୍ରୀ ସୁବାସ ସିଂ ଙ୍କ ଅଧ୍ୟକ୍ଷତାରେ କଟକ ମହାନଗର ନିଗମ ସଭାଗୃହ ରେ ଡେପୁଟି ମେୟର ଙ୍କ ସହ ବିଭିନ୍ନ ରାଜନୈତିକ ନେତା, ସମାଜସେବୀ, ସମସ୍ତ କର୍ପୋରେଟର ଓ ନିଗମର ବରିଷ୍ଠ ପଦାଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାନନୀୟ ମେୟର ଶ୍ରୀ ସୁବାସ ସିଂ ଆଗାମୀ ବାଲିଯାତ୍ରା […]
ସଂଜୟ ଶତପଥୀ(କଟକ)୨୩.୧୧.୨୦୨୩: ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ତରଫରୁ କଟକ ଠାରେ ଆଜି ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଥିଲା l ଏଥିରେ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ମହେଶ୍ବର ସାହୁ ଉପସ୍ଥିତ ଥିଲେ l ରାଜ୍ୟର କୃଷି ଏବଂ କୃଷକ ସମସ୍ୟା ନେଇ ସେ ଉଦବେଗ ପ୍ରକାଶ କରିଥିଲେ l ପ୍ରଥମତଃ ରାଜ୍ୟ ସରକାର ଗତ ସେପ୍ଟେମ୍ବର୍ ୧ ତାରିଖରୁ ସମସ୍ତ ମଣ୍ଡି ଖୋଲିବା ନେଇ ଘୋଷଣା କରିଥିବା […]
ସଂଜୟ ଶତପଥୀ(କଟକ): କଟକ ର କର୍ମବୀର ଗୌରୀଶଙ୍କର ରାୟ ଟାଉନ୍ ହଲ୍ ଠାରେ କଟକ ର ପୂର୍ବତନ ବିଧାୟକ, ବିଶିଷ୍ଟ ସମାଜସେବୀ, ପୂର୍ବତନ ଶାନ୍ତି କମିଟି ର ସଭାପତି ତଥା ବିଶିଷ୍ଟ ରାଜନେତା ସଂଗ୍ରାମ କେଶରୀ ମହାପାତ୍ର ଙ୍କ ୨୩ତମ ସ୍ମୃତିସଭା ମହାସମାରୋହରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ବାର୍ ଆସୋସିଏସନ୍ ର ସଭାପତି ତଥା ସୁନାମଧନ୍ୟ ଆଇନଜୀବୀ ଶ୍ରୀ ଧରଣୀଧର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ […]
ଆଦିତ୍ଯ ବେହେରା(ଭୁବନେଶ୍ବର): କବି ପୂର୍ଣ୍ଣ ଚନ୍ଦ୍ର ମହାରଣା ଙ୍କ କବିତା ପୁସ୍ତକ ଭାନୁମତୀର ଗାଁ ର ଶୁଭ ଉନ୍ମୋଚନ ଆଜି ରାଜଧାନୀ ସଂନିକଟ ସରଦେଇପୁର ଡାକବଙ୍ଗଳlରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅତିଥିଭାବରେ ଯୋଗଦେଇଥଲେ ବିଶିଷ୍ଟ ସିନେ ଲେଖକ ଡ ରଜନୀ ରଞ୍ଜନ, ବରିଷ୍ଠ ଶିଶୁସାହିତ୍ୟିକ ବଂକିମ ନାୟକ, ଅଧିବକ୍ତା ସତୀଶ ରାୟ । ନିରୁତା ଓଡ଼ିଆ ଶବ୍ଦ ଓ […]


