ପ୍ରମୋଦ ନାୟକ(ଭୁବନେଶ୍ବର): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ମହା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଙ୍ଗ ବସ୍ତ୍ର ଦେଇ ସ୍ବାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଥଲେ।ମୁଖ୍ୟମନ୍ତ୍ରୀ ଏହା ସହିତ ରୂପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ଯ ଉପହାର […]
Odishanews
ପ୍ରମୋଦନାୟକ(ଭୁବନେଶ୍ବର): ମନମୋହନ ସାମଲ ରାଜ୍ୟ ବିଜେପିର ନୂଆ ସଭାପତି। ସେ ସମୀର ମହାନ୍ତିଙ୍କ ସ୍ଥାନରେ ଏହି ଦାୟିତ୍ବ ନିର୍ବାହ କରିବେ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମନମୋହନ ସାମଲଙ୍କୁ ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ସଭାପତି ଭାବେ ନିଯୁକ୍ତ ହେବା ପରେ ମନମୋହନ ସାମଲ କହିଛନ୍ତି, ରାଜ୍ୟରେ ଚାଲିଥିବା ସରକାର ଅନ୍ୟାୟ, ଅତ୍ୟାଚାରରେ ବୁଡ଼ିଛି। ଅନ୍ୟାୟ, ଅତ୍ୟାଚାର ଓ ଦୁର୍ନୀତି ବିରୋଧରେ ଲଢ଼ିବ ବିଜେପି। ଓଡ଼ିଶାରେ […]
ନମୋଗୁରୁ ହୋତା(ସୋନପୁର): ରାଷ୍ଟ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ତିରୁପତି ଠାରେ ଏମ.ଏ ପୁରାଣ ଇତିହାସ ବିଭାଗ ରେ ପ୍ରଥମ ସ୍ଥାନ ଅଧିକାର କରି ସ୍ଵର୍ଣ ପଦକ ରେ ପୁରସ୍କୃତ ହେଲେ ସୋନପୁର କଲେଜ ଛାତ୍ର ସବ୍ୟସାଚୀ ବିଶି l ମହୋତି ପ୍ରେକ୍ଷାଳୟ ତିରୁପତି ଦ୍ଵିତୀୟ ଦୀକ୍ଷାନ୍ତ ସମାରୋହ ୨୦୨୩ ରେ ମୁଖ୍ୟ ଅତିଥି ଡା. ଅନିଲ ସାହସ୍ରବୁଦ୍ଧେ ଙ୍କ ଦ୍ୱାରା ସ୍ଵର୍ଣ ପଦକ ରେ ମେଧା ଛାତ୍ର ସବ୍ୟସାଚୀ ଙ୍କୁ […]
ବାସ୍ତବବ୍ୟୁରୋ: ମୟୂରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଝୁମର ଗୀତିକାର ସୌରୀନ୍ଦ୍ର ମହାନ୍ତଙ୍କର ପରଲୋକ ହୋଇଯାଇଛି। ଗତକାଲି ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପରିବାର ଲୋକ ବାରିପଦାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ନ ହେବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଗତକାଲି ସଂଧ୍ୟାରେ ସୌରୀନ୍ଦ୍ରଙ୍କର ସେଠାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ଦୂରସଞ୍ଚାର […]
ସଂଜୟ ଶତପଥୀ(ବାସ୍ତବ ବ୍ୟୁରୋ): ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା ।କାଲିପରି ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । କୁଆପଥର ମାଡ଼ ସହ ୪୦ରୁ ୫୦ କିମି ବେଗରେ ବହିପାରେ ପବନ । ଏନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ […]
ସଂଜୟ ଶତପଥୀ(କଟକ): ତା୧୭/୦୩/-ସହରାଞ୍ଚଳ ରେ ବସ୍ତିବିକାଶ ଓ ପୁନର୍ବାସ ତଥା ଜାଗାମିଶନ ରେ ବସ୍ତି ବାସିନ୍ଦା ଙ୍କୁ ସର୍ଭେ ମାଧ୍ୟମରେ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିଛନ୍ତି ସରକାର ଓ ପ୍ରଶାସନ ।ପ୍ରଥମେ ବସ୍ତୀ ପଞ୍ଜିକୃତ କରାଇଲେ ଓ ଏବେ ସର୍ଭେ କରି ପରିବାର ତାଲିକା କଲେ ।କିନ୍ତୁ ତାଲିକାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆସିଛି । ବିଶେଷ କରି ଜଗତପୁର ଅଞ୍ଚଳରେ ଦୀର୍ଘ ବର୍ଷ ଧରି ରହିଆସୁଥିବା […]
ପ୍ରମୋଦନାୟକ(ଭୁବନେଶ୍ବର): ମାର୍ଚ୍ଚ ୧୫ରୁ ଧାରଣା ଦେବ ଓଡ଼ିଶା ଡ୍ରାଇଭର ମହାସଂଘ । ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତାକାଲି ଠାରୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ଏବେ ଦଶମ ପରୀକ୍ଷା ଚାଲିଥିବା ହେତୁ ଭୁବନେଶ୍ୱର ସହରରେ କୌଣସି ଧାରଣା ଦିଆଯିବନାହିଁ ବୋଲି ସଂଘ କହିଛି। ଓଡ଼ିଶା ଡ୍ରାଇଭର ମହାସଂଘ ସହ ଓଡ଼ିଶା ମଟର ଚାଳକ ସଂଘ, ନାଇଟ ହେଲ୍ପ ଟ୍ରଷ୍ଟ କ୍ୟାବ ସର୍ଭିସ୍ ସଂଘ, ଓଡ଼ିଶା ପରିବହନ ଚାଳକ ସଂଘ ଓ […]
ପ୍ରମୋଦ ନାୟକ(ଭୁବନେଶ୍ୱର): ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଆଜି ବିଧାନସଭାରେ ଶୂନ୍ୟକାଳରେ ପ୍ରଶ୍ନ ଉଠାଇବା ସହ ମନ୍ତ୍ରୀଙ୍କ ଉତ୍ତର ଦାବି କରିଛନ୍ତି ।‘ମାଟ୍ରିକ୍ ପରୀକ୍ଷାରେ ୧୫ ହଜାରରୁ ଅଧିକ ପିଲା ଅନୁପସ୍ଥିତକୁ ନେଇ ଶିକ୍ଷା ମନ୍ତ୍ରୀଙ୍କୁ ଘେରିଲେ ଜୟନାରାୟଣ। ଡ୍ରପଆଉଟ ଅନୁପାତରେ ପୂରା ଭାରତରେ ଓଡିଶା ଏକ ନମ୍ବର ପାଲଟିଥିଲାବେଳେ। ପରୀକ୍ଷା ବେଳେ ମନ୍ତ୍ରୀ ପରିଦର୍ଶନ ନାଁରେ ସ୍କୁଲ ଯାଇ ପିଲାଙ୍କ ସହ ଫଟୋ ଉଠାଉଛନ୍ତି। ଏହାଦ୍ୱାରା ପିଲାଙ୍କ ସ୍ଥିରତା […]
ସଂଜୟ ଶତପଥୀ(କଟକ): କଟକ ବକ୍ସିବଜାରସ୍ଥିତ ପାନ୍ଥନିବାସ ସଭାଗୃହରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ପକ୍ଷରୁ ସଭାପତି ତଥା ସାପ୍ତାହିକ ସମ୍ବାଦପତ୍ର “ନବୀନ” ର ମୂଖ୍ୟ ସମ୍ପାଦକ ବରିଷ୍ଠ ସାମ୍ବାଦିକ ଶ୍ରୀ ରବି ରଥଙ୍କ ସଭାପତିତ୍ବରେ ସଂଘର ସାଧାରଣ ପରିଷଦ ବୈଠକ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବହୁଚର୍ଚ୍ଚିତ ସମ୍ବାଦପତ୍ର “ପର୍ଯ୍ୟବେକ୍ଷକ”ର ମୁଖ୍ୟ ଶ୍ରୀ ପବିତ୍ର ମୋହନ ସାମନ୍ତରାୟ,”କଳିଙ୍ଗ ପ୍ରଭା”ର ମୁଖ୍ୟ […]
ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଜମଧର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ସଡକ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ଯୁ ହୋଇଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ କଟକ ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଖବର ଅନୁଯାଇ, ଗତକାଲି ବିଳମ୍ବିତ ରାତିରେ ବାଲିଆ ଅଧିକାରୀ ବିଭାନ ନାମକ ଠାକୁର ଗାଦି ଭୋଗ ଖାଇ ଦୁହୁରିଆରୁ ବାଲିଆ ଫେରୁଥିବା ବେଳେ କଟକ-ଚାନ୍ଦବାଲି […]


