ଜୟନ୍ତ ଶତପଥୀ(ଡେରାବିଶ): ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ଚାନ୍ଦୋଳ ଗ୍ରାମରେ, ପ୍ରଭୁ ଶ୍ରୀ ନୃସିଂହ ଠାକୁରଙ୍କ ଜନ୍ମ ଉତ୍ସବ ମହା ଆଡମ୍ବର ସହ ପାଳନ ହୋଇଯାଇଛି । ପ୍ରତ୍ୟୁଷରୁ ପ୍ରଭୁଙ୍କର ସ୍ନାନ, ମଙ୍ଗଳ ଆଳତୀ, ଧୂପ, ଦୀପ ଓ ନୈବିଦ୍ୟ ଲାଗି ହୋଇଥିଲା, ପରେ ଠାକୁରଙ୍କ ଜନ୍ମ ଉତ୍ସବ ଓ ହୋମ ଯଂଜ୍ଞ, ରୀତି, ନୀତି ଅନୁସାରେ ପୁରୋହିତ ଙ୍କ ଦ୍ୱାରା ସମାପନ ହୋଇଥିଲା।ନିକଟସ୍ଥ ଦଶଗୋଟି ପଞ୍ଚାୟତ ରେ ନୃସିଂହ […]
Odishanews
ଜୟନ୍ତ ଶତପଥୀ(ଡେରାବିଶ): ଲୋକଙ୍କ ପାଖରେ ସବୁ ପ୍ରକାର ସୁବିଧା ପହଞ୍ଚିବା ଲକ୍ଷରେ ପ୍ରଶାସନ ପ୍ରତି ପଞ୍ଚାୟତ ରେ ଏହି କାର୍ଯ୍ୟକ୍ରମ ଆୟୋଜକ କରୁଅଛି, ଅସହାୟ, ବୃଦ୍ଧ, ବୃଦ୍ଧା ମାନେ ପଇସା ଓ ବୟାସଧିକ ହେତୁ ବ୍ଲକ ପର୍ଯ୍ୟନ୍ତ ଯାଇ ପାରନ୍ତି ନାହିଁ ତେଣୁ ଏହି କାର୍ଯ୍ୟକ୍ରମ ଦ୍ୱାରା ସୁଫଳ ପାଇ ପାରୁଛନ୍ତି । ଏହି କାର୍ଯ୍ୟକ୍ରମରେ, ସମୁଦାୟ ଅଣା ଅଶି ଜଣ ଅଭିଯୋଗକାରୀ ଆବେଦନ କରିଥିଲେ, ସର୍ବାଧିକ ଅଭିଯୋଗ ପ୍ରଧାନମନ୍ତ୍ରୀ […]
ବାସ୍ତବ ବ୍ୟୁରୋ: ଆଗାମୀ ୬ ତାରିଖ ବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ପାଗ ମେଘୁଆ ରହିବା ସହ ବିଭିନ୍ନ […]
ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସବୁ ଦଳ ପକ୍ଷରୁ ଜୋରଦାର ପ୍ରଚାର ଚାଲିଥିବା ବେଳେ କଂଗ୍ରେସକୁ ଲାଗିଛି ବଡ଼ ଝଟକା। ଆଜି ଦଳର ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ କୁମାର ମିଶ୍ର। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦ ଛାଡ଼ିଥିଲେ ହେଁ ସେ ଏବେବି ଦଳର ପ୍ରାଥମିକ ସଦସ୍ୟ ଥିବା ସ୍ପଷ୍ଟ […]
ନବୀନ ଦାଶ(ବରଗଡ) :ମୃତ୍ୟୁର ପଥ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ରେ ଦୁର୍ଘଟଣା। ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଛକ ୫୩ନଂ ଚାରି ଥାକିଆ ମୁଖ୍ୟ ଜାତୀୟ ରାଜପଥ ରେ ଦୁର୍ଘଟଣା।ଜଣେ ଗୁରୁତର ହେବା ସହ ଅନ୍ୟ ଆହତ ହୋଇଥିବା ବେଳେ ଦୁଇ ଜଣଙ୍କୁ ବୁର୍ଲା ଡାକ୍ତର ଖାନା କୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି।
ସଂଜୟ ଶତପଥୀ(କଟକ): ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ।ଏହି ପରିପ୍ରେକ୍ଷୀରେ କଟକ ଜିଲ୍ଲା ଚୈ।ଦ୍ବାର ର ମଙ୍ଗରାଜପୁର ବେରଣାସ୍ଥିତ ନନ୍ଦିଗ୍ରାମ ବୃଦ୍ଧ ଗୋ ସେବାଶ୍ରମ ରେ ୫୦୦୦ ଗୋ ଖାଦ୍ୟ ଲାଗି ଘାସ ଚାରା ରୋପଣ କରାଯାଇଛି। ଏହି ଆଶ୍ରମ ର ପ୍ରାରମ୍ଭ ରୁ ପ୍ରାୟ ୧୩୦ ବୃଦ୍ଧ,କ୍ଷତବିକ୍ଷତ, ବୟସ୍କ ରୋଗୀଣା ଗାଈଗୋରୁ ମାନଙ୍କୁ ସେବାଶୂଶ୍ରୁଷା କରି ରାଜ୍ୟରେ ଗୋ ସମ୍ପଦ ସୁରକ୍ଷା କରିବା ଦିଗରେ ଏକ ମାଇଲଖୁଣ୍ଟ ସୃଷ୍ଟି କରିଛି। […]
ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ,ଏହି ସୂଚନା ଦେଇଛନ୍ତି। ପାଣିକେନ୍ଦ୍ର ନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ, କାଳବୈଶାଖୀ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା […]
ନବୀନ ଦାଶ(ବରଗଡ଼): ଆଜି ଜିଲ୍ଲାସ୍ତରୀୟ ଆଶା ଗାଁ କଲ୍ୟାଣ ସମିତି,ମହିଳା ଆରୋଗ୍ଯ ସମିତି ଓ ଜନ ଆରୋଗ୍ଯ ସମିତି ସମ୍ମିଳନୀ ୨୦୨୨/୨୦୨୩ ସ୍ଥାନୀୟ ବିଜୁପଟ୍ଟନାକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି ।ଆଜିର ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲା ର ସମସ୍ତ ବ୍ଲକ ଓ ଗାଁ କଲ୍ୟାଣ ସମିତି ର ଆଶା ଓ ସ୍ବାସ୍ଥ୍ୟକର୍ମୀ ଯୋଗଦେଇ ନିଜ ନିଜ କ୍ଷେତ୍ରରେ ସଫଳତାରସହ ସେବା କାର୍ଯ୍ୟ କରିଥିବାରୁ ନଗଦ ରାଶି ସହ ସିଲ୍ଡ,ପୁଷ୍ପ […]
ବରଗଡ(ଉସ.ପ୍ର.ନବୀନ ଦାଶ):ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ବାଦପାଲି ଗ୍ରାମରେ ଅକ୍ଷୟ ତୃତୀୟା ଅବସରରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ପକ୍ଷରୁ ଅଖି ମୁଠି ଅନୁକୂଳ ଉତ୍ସବ ପାଳିତ ହୋଇ ଯାଇଛି lଉତ୍ସବ ରେ ବିଦ୍ୟାଧର ଖମାରୀ ଯୋଗଦେଇ ମହାଲକ୍ଷ୍ମୀ ମାଁ ଙ୍କ ପୂଜା ଅର୍ଚ୍ଚନା ପୂର୍ବକ ଅଖି ମୁଠି ଅନୁକୂଳ ଉତ୍ସବ ଅନୁଷ୍ଠିତ ହୋଇ ଥିଲା।ଏହି ଅବସରରେ ଫସଲ ଭଲ ହେବା ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନା କରିବା […]


