ଭୁବନେଶ୍ବର :ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଜୁଲାଇ ୪ରୁ ଆରମ୍ଭ ହେବ ।ଏହି ପରୀକ୍ଷା ୩ଟି ସିଫ୍ଟରେ କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମାଧ୍ୟମରେ କରାଯିବ ଏବଂ ୫ ଦିନ ଧରି ଚାଲିବ । ପ୍ରଥମ ସିଫ୍ଟ ପରୀକ୍ଷା ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ଦ୍ବିତୀୟ ସିଫ୍ଟ ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ୩୦, ତୃତୀୟ ସିଫ୍ଟ ଅପରାହ୍ନ ୪ଟାରୁ ୬ଟା ମଧ୍ୟରେ ଅନୁଷ୍ଠିତ ହେବ। […]
OJEE
ଭୁବନେଶ୍ଵର ୦୧।୦୬ : ସରକାରୀ ଓ ଘରୋଇ କଲେଜ, ବିଶ୍ବବିଦ୍ୟାଳୟଗୁଡ଼ିକର ବୈଷୟିକ ପାଠ୍ୟକ୍ରମରେ ନାମଲେଖା ଲାଗି ଜୁଲାଇ ମାସରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ।OJEE- ୨୦୨୨ ପାଇଁ ପରୀକ୍ଷା ସୂଚୀ ପ୍ରକାଶ ପାଇଲା।ଏହା ଜୁଲାଇ ୪ରୁ ଆରମ୍ଭ ହୋଇ ୮ ତାରିଖରେ ଶେଷହେବ । OJEE ୱେବସାଇଟ୍ ରୁ ଆଡମିଟ୍ କାର୍ଡ ଜୁନ୍ ୨୭ ତାରିଖରୁ ଡାଉନଲୋଡ୍ କରିପାରିବେ ପରୀକ୍ଷାର୍ଥୀ । ଏହି ପରୀକ୍ଷା ସକାଳ ୯ଟାରୁ […]


