ନୂଆଦିଲ୍ଲୀ(ବାସ୍ତବକଥା) :ଆଜିଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତିନି ଦିନିଆ ଇଣ୍ଡୋନେସିଆ ଗସ୍ତ ଆରମ୍ଭ ହେବାକୁ ଯାଉଛି। ଦୁଇ ଦେଶ ମଧ୍ୟରେ ସହଭାଗୀତାକୁ ଅଧିକ ମଜଭୁତ କରିବା ଏହି ଗସ୍ତର ମୂଳ ଉଦ୍ଦେଶ୍ୟ ରହିଛି I ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ଗସ୍ତକୁ ନେଇ ଅନେକ ଆଶାବାଦୀ ରହିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ଡିଜିଟାଲ୍ ନବସୃଜନର ବ୍ୟବହାର ଏବଂ ଭାରତର ବିକାଶମୂଳକ ସମାଧାନଗୁଡ଼ିକୁ ନିଜ ବିକାଶର ଉତ୍ସ ଭାବେ ଗ୍ରହଣ […]
PM modi
ବାସ୍ତବକଥା(୧୮/୬): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସର ଏଭିଆନରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ “ସମସ୍ତଙ୍କ ପାଇଁ ଏକ ସନ୍ତୁଳିତ, ସହଭାଗୀ ଏବଂ ନିରନ୍ତର ଆର୍ଥିକ ଅଭିବୃଦ୍ଧିର ପୁନରୁଦ୍ଧାର ” ଶୀର୍ଷକ ଆଲୋଚନା ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ସାଧାରଣ ଏବଂ ନିରନ୍ତର ଅଭିବୃଦ୍ଧି ଉପରେ ଶିଖର ସମ୍ମିଳନୀର ଗୁରୁତ୍ଵକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଯେତେବେଳେ ବିଶ୍ୱ ଅନିଶ୍ଚିତତା ଦ୍ୱାରା ପ୍ରଭାବିତ ହେଉଛି, ସେତେବେଳେ ନିରନ୍ତର […]
ଶ୍ରୀଚରଣ ନାୟକ(ନୂଆଦିଲ୍ଲୀ): ଦୁଇ ଦିନ ଧରି ଦିଲ୍ଲୀରେ ଚାଲିଥିବା ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ ସହିତ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନକୁ ମାତ୍ର ୪୦୦ ଦିନ ବାକି ଅଛି। ନିର୍ବାଚନ ପୂର୍ବରୁ ଦଳୀୟ ନେତା ଓ କର୍ମୀମାନଙ୍କୁ ଅଧିକରୁ ଅଧିକ ଭୋଟରଙ୍କ ପାଖରେ ପହଞ୍ଚିବାକୁ ସେ ଗୁରୁମନ୍ତ୍ର ଦେଇଛନ୍ତି । ବୈଠକର ଦ୍ୱିତୀୟ ଦିନରେ […]
ବାସ୍ତବ ବ୍ୟୁରୋ: ଆଜି(ମଙ୍ଗଳବାର) ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) କରିଛି ଏକ ବଡ଼ ଘୋଷଣା । ଘୋଷଣା ଅନୁଯାୟୀ, ଡିସେମ୍ୱର ୧ରୁ ଖୁଚୁରା ଡିଜିଟାଲ ଟଙ୍କା (e₹-R) ପାଇଁ ପ୍ରଥମ ବ୍ୟାଚ୍ ଲଞ୍ଚ ହେବ । e₹-R ଡଜିଟାଲ ଟୋକନ ରୂପରେ ଲଞ୍ଚ ହେବ । ଏହା ଲିଗଲ ଟେଣ୍ଡରକୁ ମଧ୍ୟ ପ୍ରତିନିଧିତ୍ୱ କରିବ । ବର୍ତ୍ତମାନ ପ୍ରଚଳନରେ ଥିବା କାଗଜ ଏବଂ କଏନର ମୂଲ୍ୟବର୍ଗରେ ହିଁ ଡିଜିଟାଲ ଟଙ୍କା […]
ବାସ୍ତବବ୍ୟୁରୋ:ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପିଏମ ମୋଦୀ ୭୧ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏହାପୂର୍ବରୁ ଦିୱାଲୀରେ ରୋଜଗାର ମେଳାରେ ପ୍ରାୟ ୭୫ ହଜାର ଯୁବକଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ବାସ୍ତବରେ, ଚଳିତ ବର୍ଷ ଜୁନ୍ ମାସରେ, ୨୦୨୩ ଶେଷ ସୁଦ୍ଧା କେନ୍ଦ୍ରରେ ଥିବା ସମସ୍ତ ଖାଲି ପଦବୀ ପୂରଣ କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ବାସ୍ତବବ୍ୟୁରୋ:ବାଲିରେ ଜି -20 ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବିଡେନ ନିଜେ ତାଙ୍କୁ ଭେଟିବାକୁ ଆସିଥିଲେ ଏବଂ ପରେ ଏକାଠି ହସିଲେ, ଏହା ଭାରତର ମହତ୍ତ୍ୱ ଦର୍ଶାଏ | କେବଳ ଏତିକି ନୁହେଁ, ଯେତେବେଳେ ମୋଦୀ କହିଥିଲେ ସେତେବେଳେ ସେ ବିକାଶଶୀଳ ଲୋକଙ୍କ ଅହଂକାର ଦୂର କରିଥିଲେ। ସେ କହିଛନ୍ତି- ଯଦି ବିଶ୍ଵ ର ବିକାଶ […]
ବାସ୍ତବ ବ୍ୟୁରୋ : ଆଜି(ଶନିବାର) ତେଲେଙ୍ଗାନା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତେଲେଙ୍ଗାନାର ବିଜେପିକର୍ମୀଙ୍କୁ ସମ୍ବୋଧନ କରି କହିଛନ୍ତି, ମୁଁ ପ୍ରତିଦିନ ୨-୩ କିଲୋ ଗାଳି ଖାଉଛି। ହେଲେ ଏହି ଗାଳିଗୁଡ଼ିକ ମୋ ପାଇଁ ପୋଷଣ ହେଇଯାଉଛି। ଏଥିରୁ ମୋତେ ଉର୍ଜା ମିଳୁଛି। ଆଉ ମୁଁ ଜନାତଙ୍କ ସେବା କରିପାରୁଛି । ଏହି ଗାଳିଗୁଡ଼ିକୁ ଦେହକୁ ନ ନନେବାକୁ ସେ କର୍ମୀଙ୍କୁ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ” କିଛି ଲୋକ ହାତାସ, ଭୟ […]
ବାସ୍ତବବ୍ୟୁରୋ:ଆଜି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହେବ। ଏଥିରେ ଗୁଜୁରାଟ ନିର୍ବାଚନରେ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଚୂଡାନ୍ତ ହେବ। ଡିସେମ୍ବର ୧ ଓ ୫ ତାରିଖରେ ଗୁଜୁରାଟରେ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଏବଂ ଡିସେମ୍ବର ୮ ରେ ଭୋଟ୍ ଗଣନା କରାଯିବ। ଏହାପୂର୍ବରୁ ଦଳର ମୁଖ୍ୟ ଜେପି ନାଡାଙ୍କ ବାସଭବନରେ ଗୁଜୁରାଟ ନିର୍ବାଚନ ସମ୍ପର୍କରେ ବିଜେପି ମୂଳ ଗୋଷ୍ଠୀର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। […]
ବାସ୍ତବବ୍ୟୁରୋ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳଠାରେ ଦୁଇଟି ନିର୍ବାଚନ ରାଲି କରିବେ। ଏଥିମଧ୍ୟରୁ ଗୋଟିଏ ରାଲି କଙ୍ଗରା ଜିଲ୍ଲାର ଚମ୍ବି ମଇଦାନରେ ଏବଂ ଅନ୍ୟଟି ହମିରପୁର ଜିଲ୍ଲାର ସୁଜନପୁରରେ ଅନୁଷ୍ଠିତ ହେବ। ନଭେମ୍ବର ୧୨ ରେ ହିମାଚଳ ପ୍ରଦେଶରେ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଡିସେମ୍ବର ୮ ରେ ନିର୍ବାଚନ ଫଳାଫଳ ଆସିବ।
ବାସ୍ତବବ୍ୟୁରୋ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ସମ୍ମିଳନୀ ମାଧ୍ୟମରେ ଜାମ୍ମୁ କାଶ୍ମୀର ରୋଜଗାର ମେଳାରେ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ ଜାମ୍ମୁ କାଶ୍ମୀରର ପ୍ରତିଜ୍ଞାକାରୀ ଯୁବକମାନଙ୍କ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଜାମ୍ମୁ କାଶ୍ମୀରର ୨୦ ଟି ବିଭିନ୍ନ ସ୍ଥାନରେ ସରକାରରେ କାର୍ଯ୍ୟ କରିବାକୁ ୩୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଉଛି। ଆଜି ନିଯୁକ୍ତି ପତ୍ର ପାଇଥିବା ସମସ୍ତ ଯୁବକଙ୍କୁ ଅନେକ ଅଭିନନ୍ଦନ | ପ୍ରଧାନମନ୍ତ୍ରୀ […]


