ପ୍ରଶାନ୍ତ ଦାସ(ବାଲେଶ୍ବର): ଆଇସିୟୁରେ ଭର୍ତ୍ତି ହେଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । ଗତ ସପ୍ତାହେ ହେଲା ସାଂସଦ ଶ୍ରୀ ଷଡ଼ଙ୍ଗୀ ଜ୍ବରରେ ପଡ଼ିଥିଲେ। ଛାତିରେ ଯନ୍ତ୍ରଣା ଓ ନିଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ଆଜି (ସୋମବାର) ଅପରାହ୍ନରେ ବାଲେଶ୍ବର ଜିଲ୍ଲା ବଡ଼ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ସେ ନିମୋନିଆ ଜ୍ବରରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ତୀକ୍ଷିଣ ନଜର ରଖିଛନ୍ତି […]