ବାସ୍ତବବ୍ୟୁରୋ(ପୁରୀ): ଶ୍ରୀଜଗନ୍ନାଥ ଚେତନା ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ପୁରୀ ଆନୁକୂଲ୍ୟରେ ଶ୍ରୀକ୍ଷେତ୍ର ଧାମ ଦୁଦୁୱଲା ଧର୍ମଶାଳା ପୁରୀ ଠାରେ ଶ୍ରୀଜଗନ୍ନାଥ ଚେତନା ଶିବିର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଅନୁଷ୍ଠାନର ଦଳପତି ଡଃ ଶରତ ଚନ୍ଦ୍ର ପାତ୍ରଙ୍କ ନେତୃତ୍ବରେ ଓଡ଼ିଶାର ପ୍ରାୟ ସହସ୍ରାଧିକ ଚାରଣ ମାନେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ରାଧାବଲ୍ଲଭ ମଠର ମହନ୍ତ ପୂଜ୍ୟ ସ୍ୱାମୀ ରାମକୃଷ୍ଣ ଦାସ ମହାରାଜ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମ୍ମୁଖରେ ପ୍ରଦୀପ ପ୍ରଜ୍ବଳନ କରି […]
Puri
ସଂଜୟ ଶତପଥୀ(କଟକ): ଆଜି ପ୍ରତ୍ୟେକ ହିନ୍ଦୁଧର୍ମୀ ମାନେ ମହାସମାରୋହରେ ପାଳନ କରୁଛନ୍ତି ପବିତ୍ର ପୁଷ୍ୟାଭିଷେକ ଉତ୍ସବ। ଏହି ପବିତ୍ର ଦିବସରେ ଆଜି କଟକ ର ମହୀଦାସ ବଜାର ର ଶ୍ରୀ ଜଗନ୍ନାଥ ରଥଯାତ୍ରା ପରିଚାଳନା ସମିତି ପକ୍ଷରୁ ତ୍ରୀଦିବସୀୟ ଉତ୍ସବକୁ ପାଳନ ଅବସରରେ ପୁଷ୍ୟାଭିଷେକ ଓ ଶ୍ରୀମଦ୍ଭାଗବଦ୍ କଥାମୃତ ଉତ୍ସବ ବହୁ ଆଧ୍ୟାତ୍ମିକ ପ୍ରବକ୍ତା ଓ ଶ୍ରଦ୍ଧାଳୁମାନଙ୍କ ଉପସ୍ଥିତି ରେ ଆରମ୍ଭ ହୋଇଯାଇଛି। ଉତ୍ସବ ର ପ୍ରଥମ ଦିବସରେ ବରେଣ୍ୟ […]
ଭୁବେନଶ୍ବର(ନି.ପ୍ର): ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି । ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପକ୍ରିୟାକୁ ଅନୁମୋଦନ କରାଯାଇଛି । ଏନେଇ ରାଜ୍ୟସରକାରଙ୍କୁ ଅବଗତ କରାଯିବ ଆଲୋଚନା ହୋଇଛି ।ଟେକ୍ନିକାଲ ସ୍କାନିଙ୍ଗ ଉପରେ ରାଜ୍ୟ ସରକାଙ୍କ ଦୃଷ୍ଟି ଆକର୍ଷଣ କରାଯିବ । ସେହିପରି ଶ୍ରୀମନ୍ଦିର ଜମିକୁ ଦଲାଲମୁକ୍ତ କରାଯିବ ବୋଲି ମଧ୍ୟ ଆଲୋଚନା ହୋଇଛି । ଯେକୌଣସି […]
ଭୁବନେଶ୍ବର(ନି.ପ୍ର): ଆଜି ରଥଯାତ୍ରାର ମୁଖ୍ୟମନ୍ତ୍ରୀଙ୍କ ବୈଠକ ସମୀକ୍ଷା ପରେ, ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ସୂଚନା‘୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ ରହିବେ’‘୧୯ ଏସ୍ପି ପାହ୍ୟାର, ଡିଏସ୍ପି ପାହ୍ୟାର ୭୫ ଜଣ ମୁତୟନ ହେବେ”୧୩୦ ଇନ୍ସପେକ୍ଟର, ୬୭୫ ଏଏସ୍ଆଇ ସୁରକ୍ଷା ଦାୟିତ୍ବରେ ରହିବେ”୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି’ ।ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ- ଡିଜିପି‘ସୋସିଆଲ ମିଡିଆରେ […]
ବାସ୍ତବବ୍ୟୁରୋ(ପୁରୀ) ୨୬/୬: ମହାପ୍ରଭୁ ବିଶ୍ୱ ନିୟନ୍ତା।ତାଙ୍କ ରଥଯାତ୍ରା ଅନନ୍ୟ ଓ ବିଶ୍ୱ ପ୍ରସିଦ୍ଧ।ମହାପ୍ରଭୁଙ୍କ ମହିମା ଓ ମହତ୍ତ୍ଵ କୁ ଅଧିକ ପ୍ରସାରିତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ରଥଯାତ୍ରା ର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧ୍ୟକ୍ଷତା କରିବା […]
ଭୁବନେଶ୍ୱର ୨୪/୦୬(ଗୌତମ ମିଶ୍ର ): ରତ୍ନଭଣ୍ଡାର ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ ପକ୍ଷରୁ ଜଣାଇ ଦିଆଯିବ।ଖୁବ ଶୀଘ୍ର ରତ୍ନ ଭଣ୍ଡାର ଖୋଲିବା ନିଷ୍ପତ୍ତି ନିଆଯିବ ଓ ରତ୍ନ ଅଳଙ୍କାର ଗଣତି କରାଯିବ। ସୋମବାର […]
ଭୁବନେଶ୍ବର(ପ୍ରମୋଦନାୟକ):ବହୁ ପ୍ରତିକ୍ଷାର ଅନ୍ତ ଘଟିଛି,ଖୋଲିଛି ଶ୍ରୀମନ୍ଦିରର ଚାରି ଦ୍ୱାର। ଆଜି ପ୍ରାତଃ ମଙ୍ଗଳ ଆରତୀ ଦର୍ଶନ ସହ,ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ, ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲା ଯାଇଛି। ଆଜି ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ […]
ତ୍ରିନାଥ ବାରିକ(ପୁରୀ):ପୁରୀ ଡୁଡୁୱଲା ଧର୍ମଶାଳା ଠାରେ ବରିଷ୍ଠ ଦଇତାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ଦାସମହାପାତ୍ରଙ୍କ ମାର୍ଗଦର୍ଶନରେ ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ଦ୍ଵାରା ‘ଶ୍ରୀଜଗନ୍ନାଥ କଥା ଗୁରୁକୂଳମ୍- ୪୭ତମ ଚାରଣ ସମ୍ମିଳନୀ’ ର ଉଦଯାପନୀ ଉତ୍ସବ ମହାସମାରୋହରେ ଉଦଯାପିତ ହୋଇଯାଇଛି। ଚାରଣ ମାନଙ୍କର ସାଧନା ହେଉଛି ସ୍ୱାଧ୍ୟାୟ ଯାହା ସେମାନେ ପ୍ରତିଦିନ ତାଙ୍କ ବାସଭବନରେ କରନ୍ତି। କିନ୍ତୁ ମହାପ୍ରଭୁଙ୍କ କରୁଣାରୁ ସେମାନେ ଶ୍ରୀ ମନ୍ଦିର ସମ୍ମୁଖରେ ପ୍ରାତଃ ୫ ଘଟିକା ସମୟରେ ଉପଦଳପତି […]
ପ୍ରମୋଦ ନାୟକ(ଭୁବନେଶ୍ବର): କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଦୁଇଦିନିଆ ଗସ୍ତ ଅବସରରେ ରେଳମନ୍ତ୍ରୀ ହିସାବରେ ଶ୍ରୀ ବୈଷ୍ଣବ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ସାମିଲ ହେବା ସହ, ଡଜନେରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ କରିବା ସହ ଏକାଧିକ ନୂଆ ପ୍ରକଳ୍ପର ଘୋଷଣା କରିବା ନେଇ ମଧ୍ୟ ଯୋଜନା ରହିଛି। ପାଖାପାଖି ୩ ଘଣ୍ଟା ଧରି ମହାପ୍ରଭୁଙ୍କ ଘୋଷଯାତ୍ରାରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ପ୍ରସ୍ତୁତ […]
ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଏଥିପାଇଁ ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ସମୟରେ ଚାଲିଛି ସମସ୍ତ ନୀତିକାନ୍ତି। ଶ୍ରୀଜିଉଙ୍କ ସ୍ନାନଯାତ୍ରା,ଦେବସ୍ନାନ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର।ରାତି ସାଢ଼େ ୩ଟାରେ ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ଭୋରରୁ ରତ୍ନବେଦୀ ଛାଡି ଧାଡି ପହଣ୍ଡିରେ ଆସି ସ୍ନାନବେଦିରେ ବିଜେ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସକାଳ […]