ଭୁବନେଶ୍ବର(ନି.ପ୍ର): ଆଜି ରଥଯାତ୍ରାର ମୁଖ୍ୟମନ୍ତ୍ରୀଙ୍କ ବୈଠକ ସମୀକ୍ଷା ପରେ, ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ସୂଚନା‘୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ ରହିବେ’‘୧୯ ଏସ୍ପି ପାହ୍ୟାର, ଡିଏସ୍ପି ପାହ୍ୟାର ୭୫ ଜଣ ମୁତୟନ ହେବେ”୧୩୦ ଇନ୍ସପେକ୍ଟର, ୬୭୫ ଏଏସ୍ଆଇ ସୁରକ୍ଷା ଦାୟିତ୍ବରେ ରହିବେ”୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି’ ।ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ- ଡିଜିପି‘ସୋସିଆଲ ମିଡିଆରେ […]
Puri
ବାସ୍ତବବ୍ୟୁରୋ(ପୁରୀ) ୨୬/୬: ମହାପ୍ରଭୁ ବିଶ୍ୱ ନିୟନ୍ତା।ତାଙ୍କ ରଥଯାତ୍ରା ଅନନ୍ୟ ଓ ବିଶ୍ୱ ପ୍ରସିଦ୍ଧ।ମହାପ୍ରଭୁଙ୍କ ମହିମା ଓ ମହତ୍ତ୍ଵ କୁ ଅଧିକ ପ୍ରସାରିତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ରଥଯାତ୍ରା ର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧ୍ୟକ୍ଷତା କରିବା […]
ଭୁବନେଶ୍ୱର ୨୪/୦୬(ଗୌତମ ମିଶ୍ର ): ରତ୍ନଭଣ୍ଡାର ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ ପକ୍ଷରୁ ଜଣାଇ ଦିଆଯିବ।ଖୁବ ଶୀଘ୍ର ରତ୍ନ ଭଣ୍ଡାର ଖୋଲିବା ନିଷ୍ପତ୍ତି ନିଆଯିବ ଓ ରତ୍ନ ଅଳଙ୍କାର ଗଣତି କରାଯିବ। ସୋମବାର […]
ଭୁବନେଶ୍ବର(ପ୍ରମୋଦନାୟକ):ବହୁ ପ୍ରତିକ୍ଷାର ଅନ୍ତ ଘଟିଛି,ଖୋଲିଛି ଶ୍ରୀମନ୍ଦିରର ଚାରି ଦ୍ୱାର। ଆଜି ପ୍ରାତଃ ମଙ୍ଗଳ ଆରତୀ ଦର୍ଶନ ସହ,ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ, ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲା ଯାଇଛି। ଆଜି ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ […]
ତ୍ରିନାଥ ବାରିକ(ପୁରୀ):ପୁରୀ ଡୁଡୁୱଲା ଧର୍ମଶାଳା ଠାରେ ବରିଷ୍ଠ ଦଇତାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ଦାସମହାପାତ୍ରଙ୍କ ମାର୍ଗଦର୍ଶନରେ ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ଦ୍ଵାରା ‘ଶ୍ରୀଜଗନ୍ନାଥ କଥା ଗୁରୁକୂଳମ୍- ୪୭ତମ ଚାରଣ ସମ୍ମିଳନୀ’ ର ଉଦଯାପନୀ ଉତ୍ସବ ମହାସମାରୋହରେ ଉଦଯାପିତ ହୋଇଯାଇଛି। ଚାରଣ ମାନଙ୍କର ସାଧନା ହେଉଛି ସ୍ୱାଧ୍ୟାୟ ଯାହା ସେମାନେ ପ୍ରତିଦିନ ତାଙ୍କ ବାସଭବନରେ କରନ୍ତି। କିନ୍ତୁ ମହାପ୍ରଭୁଙ୍କ କରୁଣାରୁ ସେମାନେ ଶ୍ରୀ ମନ୍ଦିର ସମ୍ମୁଖରେ ପ୍ରାତଃ ୫ ଘଟିକା ସମୟରେ ଉପଦଳପତି […]
ପ୍ରମୋଦ ନାୟକ(ଭୁବନେଶ୍ବର): କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଦୁଇଦିନିଆ ଗସ୍ତ ଅବସରରେ ରେଳମନ୍ତ୍ରୀ ହିସାବରେ ଶ୍ରୀ ବୈଷ୍ଣବ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ସାମିଲ ହେବା ସହ, ଡଜନେରୁ ଅଧିକ ପ୍ରକଳ୍ପର ଉଦ୍ଘାଟନ କରିବା ସହ ଏକାଧିକ ନୂଆ ପ୍ରକଳ୍ପର ଘୋଷଣା କରିବା ନେଇ ମଧ୍ୟ ଯୋଜନା ରହିଛି। ପାଖାପାଖି ୩ ଘଣ୍ଟା ଧରି ମହାପ୍ରଭୁଙ୍କ ଘୋଷଯାତ୍ରାରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ପ୍ରସ୍ତୁତ […]
ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଏଥିପାଇଁ ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ସମୟରେ ଚାଲିଛି ସମସ୍ତ ନୀତିକାନ୍ତି। ଶ୍ରୀଜିଉଙ୍କ ସ୍ନାନଯାତ୍ରା,ଦେବସ୍ନାନ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର।ରାତି ସାଢ଼େ ୩ଟାରେ ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ଭୋରରୁ ରତ୍ନବେଦୀ ଛାଡି ଧାଡି ପହଣ୍ଡିରେ ଆସି ସ୍ନାନବେଦିରେ ବିଜେ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସକାଳ […]
ପ୍ରମୋଦ ନାୟକ(ଭୁବନେଶ୍ୱର) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ମହାପ୍ରସାଦ ବିକ୍ରି କରିବାକୁ ବିମାନ ବନ୍ଦର କର୍ତ୍ତୁପକ୍ଷ ଯୋଜନା କରୁଛନ୍ତି । ରାଜ୍ୟ ବାହାରୁ ଏବଂ ବିଭିନ୍ନ ଦେଶରୁ ଆସୁଥିବା ଯାତ୍ରୀ ଏବଂ ଏଠାରୁ ଯାଉଥିବା ଯାତ୍ରୀ ଯେପରି ସୁବିଧାରେ ଜଗନ୍ନାଥ ଙ୍କ ମହାପ୍ରସାଦ ପାଇବେ ସେ ନେଇ ବ୍ୟବସ୍ଥା କରିବାକୁ ବିମାନ ବନ୍ଦର କର୍ତ୍ତୁପକ୍ଷ କହିଥିଲେ । ନିକଟରେ ବସିଥିବା ବିମାନ ବନ୍ଦରର […]
ତ୍ରିନାଥ ବାରିକ(ପୁରୀ): ଶୁକ୍ରବାର ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ, ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ପରେ ମୁହଁ ଖୋଲିଛନ୍ତି ସାଂସଦ ପିନାକୀ ମିଶ୍ର।ସେ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସ୍ୱାର୍ଥ ରାଜନୀତି ଚାଲିଛି । ଯାହାକୁ ପୁରୀବାସୀ ଠିକ ବୁଝି ସାରିଛନ୍ତି । ଆଗାମୀ ଦିନରେ ଏହାର ଉଚିତ ଜବାବ ଦେବେ । ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ଏହି ପ୍ରକଳ୍ପ […]
ପୁରୀ ୨୫/୦୫ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ନେଇ,ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ବିସ୍ଫୋରକ ବୟାନ । ଜଗଦଗୁରୁ ସପକ୍ଷ ଓ ବିପକ୍ଷବାଦୀଙ୍କୁ ନେଇ ପର୍ଯ୍ୟାୟ କ୍ରମେ ଅଲୋଚନା ପରେ, ବିକାସ ନାମରେ ତୀର୍ଥ ଭୂମିର ଆଦର୍ଶ ଓ ଅସ୍ଥିତ୍ଵକୁ ବିଲୁପ୍ତ କରାଯାଉଛି ବୋଲି କହିଛନ୍ତି । ମୁଁ ବିକାସର ପକ୍ଷଧର କିନ୍ତୁ ମାର୍ଗକୁ ପ୍ରଶସ୍ତ କରିବା ପାଇଁ ମଠ ମନ୍ଦିର ଭାଙ୍ଗି ଯେଉଁ ବିନାସ ଚାଲିଛି ତାହାର ପକ୍ଷଧର ନୁହେଁ […]


