ପ୍ରମୋଦ ନାଏକ(ଭୁବନେଶ୍ୱର):ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବରେ, ଆଜି ମୁହଁ ଖୋଲିଛନ୍ତି ବିଜେଡି ମୁଖପାତ୍ର ଲେନିନ୍‍ ମହାନ୍ତି ।ସେ କହିଛନ୍ତି କି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା ଅନୁମୋଦନ କରାଯାଇଥିଲା । […]

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ମା ବିମାଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଟଳି ପଡିଲେ ଭକ୍ତ । ସୁଦୂର ଛତିଶଗଡ଼ରୁ ଛୁଟି ଆସିଥିଲେ ଜଣେ ବୃଦ୍ଧ ଶେଷ ଇଛାଥିଲା କାଳିଆକୁ ଦେଖିବେ ଆଶୀର୍ବାଦ ଲୋଡିବେ । ସେ କଣ ଏୟା ମାଗିନେଲେ “ତୋତେ ଦେଖୁ ଥିବି ପ୍ରାଣ ପକ୍ଷୀ ଉଡିଯାଉ” ସାଙ୍ଗରେ ଥିଲେ ନିଜ ପରିବାର । କିନ୍ତୁ ଜାଣି ନଥିଲେ ଯେ ଏହି ଯାତ୍ରା ହେବ […]

Pin It on Pinterest