ପ୍ରମୋଦ ନାୟକ(ଭୁବନେଶ୍ବର): ୪ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ ।ମଙ୍ଗଳବାର ପୂର୍ବାହ୍ନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦା୍ଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ନିରଞ୍ଜନ ବିଶି।ଦଳର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ଏହି ପ୍ରାର୍ଥୀମାନେ ବିଧାନସଭା ସଚିବାଳୟ ପରିସରରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ […]

ନୂଆଦିଲ୍ଲୀ:ରାଜ୍ୟସଭାର ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାଡ଼ଗେ କହିଛନ୍ତି ଯେ ଆଜି ୧୯ ଟି ରାଜ୍ୟରୁ ୭୨ ଜଣ ସଦସ୍ୟଙ୍କୁ ବିଦାୟ ଦିଆଯାଉଛି। ସେ କହିଛନ୍ତି ଯେ ଏହି ୭୨ ସଦସ୍ୟ, ଯେଉଁମାନେ ଗୃହର ସମ୍ମାନ ବୃଦ୍ଧିରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି, ସେମାନେ ଉଭୟ ଶାସକ ଦଳ ଏବଂ ବିରୋଧୀ ଦଳର ଅଟନ୍ତି। କଂଗ୍ରେସର ୧୩ ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଏହି ସଦସ୍ୟମାନଙ୍କ ମଧ୍ୟରୁ କେତେକ […]

Pin It on Pinterest