ଭୁବନେଶ୍ବର(ନି.ପ୍ର): ଆଜି ରଥଯାତ୍ରାର ମୁଖ୍ୟମନ୍ତ୍ରୀଙ୍କ ବୈଠକ ସମୀକ୍ଷା ପରେ, ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ସୂଚନା‘୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ ରହିବେ’‘୧୯ ଏସ୍‌ପି ପାହ୍ୟାର, ଡିଏସ୍‌ପି ପାହ୍ୟାର ୭୫ ଜଣ ମୁତୟନ ହେବେ”୧୩୦ ଇନ୍ସପେକ୍ଟର, ୬୭୫ ଏଏସ୍‌ଆଇ ସୁରକ୍ଷା ଦାୟିତ୍ବରେ ରହିବେ”୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି’ ।ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ- ଡିଜିପି‘ସୋସିଆଲ ମିଡିଆରେ […]

ପୁରୀ(ନି.ପ୍ର): ଆଜି ପୁରୀଠାରେ ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗଦେଇ,ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏଥିସହ ରଥଯାତ୍ରାର ସଫଳତା ପାଇଁ ଲୋଡିଲେ ସମସ୍ତଙ୍କ ସହଯୋଗ । ପୁରୀରେ ସମୀକ୍ଷା ବୈଠକରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନ ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚଳିତଥର ରଥଯାତ୍ରା ୨ ଦିନ […]

ଭୁବନେଶ୍ୱର ୧/୦୭(ଗୌତମ ମିଶ୍ର):ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପି ଙ୍କ ପ୍ରବେଶକୁ ବାରଣ କରାଯାଇଛି।ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।ଆଇନ ମନ୍ତ୍ରୀ କହିଛନ୍ତି, […]

ସଂଜୟ ଶତପଥୀ(କଟକ): ଓଡ଼ିଶାର ଅନ୍ୟତମ ଭାଇଚାରାର ସହର କଟକରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବା ପରିପ୍ରେକ୍ଷୀରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ମାନନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ (ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି। ଏହି ବୈଠକରେ କଟକ ମହାନଗର ନିଗମ ଅନ୍ତର୍ଗତ ଚାନ୍ଦିନୀଚୌକ, ଦୋଳମୁଣ୍ଡାଇ, ରାଣୀହାଟ ଓ ଯୋବ୍ରା ବଜାର ର ରଥଯାତ୍ରା କମିଟିର ସମସ୍ତ […]

ବାସ୍ତବବ୍ୟୁରୋ(ପୁରୀ) ୨୬/୬: ମହାପ୍ରଭୁ ବିଶ୍ୱ ନିୟନ୍ତା।ତାଙ୍କ ରଥଯାତ୍ରା ଅନନ୍ୟ ଓ ବିଶ୍ୱ ପ୍ରସିଦ୍ଧ।ମହାପ୍ରଭୁଙ୍କ ମହିମା ଓ ମହତ୍ତ୍ଵ କୁ ଅଧିକ ପ୍ରସାରିତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ରଥଯାତ୍ରା ର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧ୍ୟକ୍ଷତା କରିବା […]

ନବୀନ ଦାଶ(ବରଗଡ଼):ପଦ୍ମଶ୍ରୀ ହଳଧର ନାଗଙ୍କ ଚଣା ତରକାରୀ ଯିଏ ଠାରେ ଖାଇଛି ସେ ଜୁରିଛି ।ଏ ବର୍ଷ ପବିତ୍ର ରଥଯାତ୍ରା ଦିନ ପଦ୍ମଶ୍ରୀ ହଳଧର ନାଗ ପୁଣିଥରେ ଲୋକଙ୍କୁ ନିଜ ହାତରନ୍ଧା ଚଣା ତରକାରି ଚଖେଇଛନ୍ତି। ଏହି ତରକାରି ଖାଇବାକୁ କବି କୁଟୀରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ।ଶ୍ରୀ ନାଗଙ୍କ କହିବାନୁଯାଇ, ୧୨ହଜାର ଟଙ୍କାର ଚଣା ତରକାରି ବିକ୍ରି ହୋଇଛି । ଗତ ଦୁଇବର୍ଷ ହେଲା କରୋନା ପାଇଁ […]

Pin It on Pinterest