ନୂଆଦିଲ୍ଲୀ: ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ବିଜେପି ପ୍ରବକ୍ତା ସମ୍ବିତ୍ ପାତ୍ର ନୂଆଦିଲ୍ଲୀ ଠାରେ ଭାରତୀୟ ନିର୍ବାଚନ ଆୟୋଗଙ୍କୁ ଭେଟି,ଧାମନଗର ଉପନିର୍ବାଚନରେ ଶାସକ ଦଳ ତରଫରୁ ଅସାଧୁ ଉପାୟରେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନନେବା ପରିପେକ୍ଷୀରେ ଏକ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି । ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କି, ଧାମନଗରରେ […]


