ବାସ୍ତବ ବ୍ୟୁରୋ: ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ନଭେମ୍ବର ୧ରୁ ପର୍ଯ୍ୟଟକ ମାନଙ୍କ ପାଇଁ ପୁଣି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଜାତୀୟ ଉଦ୍ୟାନ (ଅଭୟାରଣ୍ୟ) ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପର୍ଯ୍ୟଟକ ମାନଙ୍କ ପାଇଁ ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ପ୍ରବେଶ କରିପାରିବେ । ବାରିପଦା ପଟୁ ପିଠାବଟା ଗେଟ୍ ଏବଂ ଯଶିପୁର ପଟୁ […]

ଆଜି ମୟୂରଭଞ୍ଜ ବନ୍ଦ ଜିଲ୍ଲାବ୍ୟାପୀ ଚାଲିଥିବା ଏହି ବନ୍ଦ ସକାଳ ୬ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଚାଲୁ ରହିବ | ଶିମିିଳିପାଳ ଅରଣ୍ୟରେ ଜଳୁଥିବା ନିଆଁକୁ ଆୟତ୍ତ କରିବାରେ, ଅରଣ୍ୟର ସୁରକ୍ଷା ଦାୟିତ୍ୱ ନ୍ୟସ୍ତ ଥିବା ‘ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ’ର ଉପନିର୍ଦେଶକ ଯଜ୍ଞଦତ୍ତ ପତିଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀଙ୍କ ବହିଷ୍କାର ଦାବି କରି ‘ଭଞ୍ଜସେନା’ ପକ୍ଷରୁ ଏହି ୯ଘଣ୍ଟିଆ ବନ୍ଦ ସକାଳୁ ଆରମ୍ଭ ହୋଇଛି। ଜିଲ୍ଲାର ଅଗ୍ରଣୀ ସଂଗଠନ […]

Breaking News

Pin It on Pinterest