ବରଗଡ଼୭/୪(ନବୀନ କୁମାର ଦାଶ):ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଫୁଟବଲ ଆସୋସିଏସନ୍‌ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ରାଜ୍ୟର କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କର ସାମଗ୍ରିକ ବିକାଶ ତଥା ତୃଣମୂଳ ସ୍ତରରେ କ୍ରୀଡ଼ାବିତମାନଙ୍କୁ ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରିବା ସହ କ୍ରୀଡ଼ା ପ୍ରତିଭା ବିକାଶ କରିବା ନିମନ୍ତେ ଆରମ୍ଭ ହୋଇ ଯାଇଛି ସିଏମ ଟ୍ରଫି ଫୁଟବଲ ଚାମ୍ପିୟନ ସିପ୍ ପ୍ରତିଯୋଗିତା ୧୫ ବର୍ଷରୁ କମ୍ କ୍ରୀଡ଼ାବିତ୍‌ ବର୍ଗ ପାଇଁ […]

ସଂଜୟ ଶତପଥୀ(କଟକ): ଓଡ଼ିଶାର କ୍ରୀଡ଼ାପ୍ରେମୀ ମାନଙ୍କୁ ଉତ୍ସାହିତ ଓ ପ୍ରେରଣା ଯୋଗାଇବାର ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ କଟକ ର ମେରିଆ ବଜାର ସ୍ଥିତ ମଙ୍ଗରାଜ କଲୋନୀ ଠାରେ ଏକ ଦିବସୀୟ ଜୁନିୟର ପ୍ରିମିୟର୍ ଲିଗ୍ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡା ପ୍ରତିଯୋଗିତା ରେ‌ କଟକର ତିନୋଟି ଦଳ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗୀତା ରେ ଫାଇନାଲରେ ପହଞ୍ଚିବା ପରେ ଦୁଇ ଦଳ ଡ୍ରାଗନ୍ ସୁପର କିଙ୍ଗ୍ ଓ […]

କେନ୍ଦ୍ରାପଡ଼ା(ଜୟନ୍ତ ଶତପଥୀ)୧୩/୦୭: ଜିଲ୍ଲାର ଉଦୀୟମାନ ପାୱାର ଲିଫ୍‌ଟିଙ୍ଗ୍ ତାରକା ରୋନିତ୍ ରୋସନ ସ୍ୱାଇଁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ମଧ୍ୟପ୍ରଦେଶର ଉଜ୍ଜୟିନୀଠାରେ ସଦ୍ୟ ସମାପ୍ତ ଜାତୀୟ ପାୱାର୍ ଲିଫ୍‌ଟିଙ୍ଗ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସେ ପୁରୁଷ ବିଭାଗର ୬୨କେଜି ବର୍ଗରେ ରୌପ୍ୟ ପଦକ ବିଜୟୀ ହୋଇଥିଲେ ।ଏହା ସହ ସ୍କ୍ୱାଟ୍‌ରେ ୧୭୦ କିଲୋଗ୍ରାମ୍ ଭାର ଉଠାଇ ସେ ନୂତନ […]

 ବାସ୍ତବ ବ୍ୟୁରୋ :ଢାକାଠାରେ ଖେଳାଯାଇଥିବା ୨ୟ ଦିନିକିଆରେ ଭାରତ ବାଂଲାଦେଶଠାରୁ ୫ ରନରେ ହାରିଯାଇଛି । ଏଥିସହ ବାଂଲାଦେଶ ଠାରୁ କ୍ରମାଗତ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ହାରି ସିରିଜ୍‌ ହରାଇଛି ଟିମ ଇଣ୍ଡିଆ। ଏହି ମ୍ୟାଚରେ ବାଂଲାଦେଶ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଆରମ୍ଭରୁ ବେଶ କେତୋଟି ଓ୍ବିକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ମଧ୍ୟ ମେହଦି ହାସାନ ମିରାଜ୍ ଲଢୁଆ […]

ମନୋଜ ମହାନ୍ତି(ଭୁବନେଶ୍ବର):‘ଫିଟ୍‌ନେସ୍ କୀ ଡୋଜ୍, ଅଧଘଣ୍ଟା ରୋଜ୍।ଜୁନ ୩ ତାରିଖ ଶୁକ୍ରବାର ‘ଆଜାଦୀ କା ଅମୃତ ମହୋତ୍ସବ’ ଅବସରରେ ଯୁବବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ବିଶ୍ୱ ସାଇକେଲ ଦିବସ ପାଳନ କରୁଛି। ଏଥି ପାଇଁ ଯୁବ ବ୍ୟାପାର ବିଭାଗ ବିଭିନ୍ନ କାର୍ଯ୍ୟକଳାପ ହାତକୁ ନେଇଛି, ଯଥା ଦିଲ୍ଲୀରେ ବିଶ୍ୱ ସାଇକେଲ ଦିବସ ପାଳନ, ଦେଶର ୩୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସାଇକେଲ ଶୋଭାଯାତ୍ରା, ଦେଶର ୭୫ଟି କୀର୍ତ୍ତି ସ୍ଥଳକୁ […]

Pin It on Pinterest