ପୁରୀ ୨୭।୦୪ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ଚାରିଘଣ୍ଟା ବନ୍ଦ ।ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ନିଆଯାଇଛି । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଇଥାଏ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି […]

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ମା ବିମାଳାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଟଳି ପଡିଲେ ଭକ୍ତ । ସୁଦୂର ଛତିଶଗଡ଼ରୁ ଛୁଟି ଆସିଥିଲେ ଜଣେ ବୃଦ୍ଧ ଶେଷ ଇଛାଥିଲା କାଳିଆକୁ ଦେଖିବେ ଆଶୀର୍ବାଦ ଲୋଡିବେ । ସେ କଣ ଏୟା ମାଗିନେଲେ “ତୋତେ ଦେଖୁ ଥିବି ପ୍ରାଣ ପକ୍ଷୀ ଉଡିଯାଉ” ସାଙ୍ଗରେ ଥିଲେ ନିଜ ପରିବାର । କିନ୍ତୁ ଜାଣି ନଥିଲେ ଯେ ଏହି ଯାତ୍ରା ହେବ […]

Pin It on Pinterest