ନମିତା କୁଅଁର(ଭୁବନେଶ୍ବର) : ଆଗରୁ ଓଡ଼ିଶାର ପରିଚୟ ଶ୍ରୀଜଗନ୍ନାଥ ଥିଲେ। ଏବେ ଓଡ଼ିଶା କହିଲେ ଲୋକ କହୁଛନ୍ତି ‘ନବୀନ ପଟ୍ଟନାୟକ’ ।ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ ବିଜେଡି ସଭାରେ ଏହା କହିଥିଲେ,। ଜଗତର ନାଥ ଜଗନ୍ନାଥଙ୍କ ସହ ନବୀନଙ୍କ ତୁଳନାତ୍ମକ ମନ୍ତବ୍ୟକୁ ନେଇ ଏବେ ସବୁଠି ଚର୍ଚ୍ଚା, ପ୍ରତାପଙ୍କୁ ଘେରିଛନ୍ତି ବିରୋଧୀ। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଟୁଇଟ୍ କରି କହିଛନ୍ତି ଯେ, ଏଭଳି ମନ୍ତବ୍ୟ ଅହଙ୍କାରର ପରିଚାୟକ।ପ୍ରତାପଙ୍କ […]

ପ୍ରମୋଦ ନାୟକ(ଭୁବନେଶ୍ୱର) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ମହାପ୍ରସାଦ ବିକ୍ରି କରିବାକୁ ବିମାନ ବନ୍ଦର କର୍ତ୍ତୁପକ୍ଷ ଯୋଜନା କରୁଛନ୍ତି । ରାଜ୍ୟ ବାହାରୁ ଏବଂ ବିଭିନ୍ନ ଦେଶରୁ ଆସୁଥିବା ଯାତ୍ରୀ ଏବଂ ଏଠାରୁ ଯାଉଥିବା ଯାତ୍ରୀ ଯେପରି ସୁବିଧାରେ ଜଗନ୍ନାଥ ଙ୍କ ମହାପ୍ରସାଦ ପାଇବେ ସେ ନେଇ ବ୍ୟବସ୍ଥା କରିବାକୁ ବିମାନ ବନ୍ଦର କର୍ତ୍ତୁପକ୍ଷ କହିଥିଲେ । ନିକଟରେ ବସିଥିବା ବିମାନ ବନ୍ଦରର […]

ତ୍ରିନାଥ ବାରିକ(ପୁରୀ): ଶୁକ୍ରବାର ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ, ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ପରେ ମୁହଁ ଖୋଲିଛନ୍ତି ସାଂସଦ ପିନାକୀ ମିଶ୍ର‌।ସେ କହିଛନ୍ତି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସ୍ୱାର୍ଥ ରାଜନୀତି ଚାଲିଛି । ଯାହାକୁ ପୁରୀବାସୀ ଠିକ ବୁଝି ସାରିଛନ୍ତି । ଆଗାମୀ ଦିନରେ ଏହାର ଉଚିତ ଜବାବ ଦେବେ । ମହାପ୍ରଭୁଙ୍କ ଇଚ୍ଛା ଯୋଗୁ ଏହି ପ୍ରକଳ୍ପ […]

Pin It on Pinterest