ଭୁବନେଶ୍ୱର ୨୪/୦୬(ଗୌତମ ମିଶ୍ର ): ରତ୍ନଭଣ୍ଡାର ଖୋଲାଯିବା ନେଇ ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍‌ଲାଇନ୍‌ ବିଭାଗ ପକ୍ଷରୁ ଜଣାଇ ଦିଆଯିବ।ଖୁବ ଶୀଘ୍ର ରତ୍ନ ଭଣ୍ଡାର ଖୋଲିବା ନିଷ୍ପତ୍ତି ନିଆଯିବ ଓ ରତ୍ନ ଅଳଙ୍କାର ଗଣତି କରାଯିବ। ସୋମବାର […]

ତ୍ରିନାଥ ବାରିକ (ପୁରୀ):ଗୋବର୍ଦ୍ଧନ ମଠରେ ପ୍ରାୟ ଏକ ଘଣ୍ଟା ଧରି ସାକ୍ଷାତ ଓ ଆଲୋଚନା କରିଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା | ପ୍ରକଳ୍ପ କାର୍ଯ୍ୟ ନେଇ ଏଏସଆଇର ଆଭିମୁଖ୍ୟ ଠିକ ନୁହେଁ ବୋଲି ବିଜୟ ମହାପାତ୍ର କହିଥିଲେ। ସେହିପରି ଶ୍ରୀମନ୍ଦିର ସଂସ୍କାର ପ୍ରସଙ୍ଗରେ ସୁପ୍ରିମ କୋର୍ଟରେ ମାମଲା ଦାୟର କରିଥିବା ମୃଣାଳିନୀ ପାଢ଼ୀ ମଧ୍ୟ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିଥିଲେ। ତାଙ୍କର ସାକ୍ଷାତ ଓ ଆଲୋଚନା […]

Pin It on Pinterest