ସଂଜୟ ଶତପଥୀ(କଟକ):ଆଜି ରୁପାର ନଗରୀ କଟକର ଅନ୍ୟତମ ଶ୍ରେଷ୍ଠ ତଥା ଖ୍ୟାତନାମା ବିଦ୍ୟାଳୟ ରେଭେନ୍ସା କଲିଜିଏଟ୍ ସ୍କୁଲ ପରିସରରେ କଟକ ଜିଲ୍ଲାର ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ କଟକ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ନାୟକଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି। ମହୋତ୍ସବରେ ମୂଖ୍ୟ ଅତିଥି ଭାବେ କଟକ ମହାନଗର ନିଗମ ର ମାନନୀୟ ମେୟର ଶ୍ରୀ ସୁବାସ ସିଂ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ […]

Pin It on Pinterest