ମନୋଜ ମହାନ୍ତି(ଭୁବନେଶ୍ୱର):୦୬।୦୨- ପାର୍ଲାମେଣ୍ଟ ନିଉଜ ଢାଞ୍ଚାରେ,ଖୁବଶୀଘ୍ର ଓଡିଶା ବିଧାନସଭା ଟିଭି ଚ୍ୟାନେଲ୍‌ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଶ୍ରୀ ପାତ୍ର,ଆହୁରୀ ମଧ୍ୟ କହିଛନ୍ତି କି,ବିଧାନସଭା ସମାଚାର ନାଁରେ ଏକ ୟୁଟ୍ୟୁବ ଚ୍ୟାନେଲ୍‌, ଗତ ଶନିବାର ଜନନାୟକ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରେ ଶୁଭାରମ୍ଭ ହୋଇଛି । ବିଧାନସଭା ପରିସରରେ ଷ୍ଟଡିଓ ତିଆରି ଚାଲିଛି । ଏବେ କେବଳ ୟୁଟ୍ୟୁବରେ ପ୍ରସାରଣ ହେବ । ପରେ […]

Pin It on Pinterest