ନୂଆଦିଲ୍ଲୀ: ‘କେନ୍ଦ୍ରୀୟ ଲୋକସେବା ଆୟୋଗ’ଦ୍ବାରା ଆୟୋଜିତ ଜାନୁଆରି ୨୦୨୨୨ରେ ‘୨୦୨୧ ସିଭିଲ୍ ସର୍ଭିସ୍ ପରୀକ୍ଷା’ର ଲିଖିତ ଫଳାଫଳ ଏବଂ ବ୍ୟକ୍ତିତ୍ବ ପରୀକ୍ଷା ନିମନ୍ତେ ଏପ୍ରିଲ୍-ମେ ୨୦୨୨ରେ ଅନୁଷ୍ଠିତ ସାକ୍ଷାତ୍କାରକୁ ଭିତ୍ତିକରି କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନଙ୍କର ତାଲିକା ପ୍ରକାଶ ପାଇଛି। ଏଥର ସମୁଦାୟ ୬୮୫ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ‘ଇଣ୍ଡିଆନ୍ ଆଡ୍ମିନିଷ୍ଟ୍ରଟିଭ୍ ସର୍ଭିସ୍’, ‘ଇଣ୍ଡିଆନ୍ ଫରେନ୍ ସର୍ଭିସ୍’ ଏବଂ ‘ଇଣ୍ଡିଆନ୍ ପୋଲିସ୍ ସର୍ଭିସ୍’ ଏବଂ ‘ସେଣ୍ଟ୍ରାଲ୍ ସର୍ଭିସେସ୍ ‘ଗ୍ରୁପ୍- ଏ’ ଓ ‘ଗ୍ରୁପ୍ […]