ବାସ୍ତବବ୍ୟୁରୋ(ଭୁବନେଶ୍ୱର):ସାରା ରାଜ୍ୟରେ ପ୍ରବଳ ବର୍ଷା । ଦ୍ବୈତ ନଗରୀ କଟକ ଓ ଭୁବନେଶ୍ୱରରେ ଆଜି ହାଲକା ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ବରରେ ଆକାଶ ମେଘାଚ୍ଛନ୍ନ ରହିବ। କିଛି କିଛି ସ୍ଥାନରେ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ରହିଛି । ଭୁବନେଶ୍ବରରେ ଦିନ ଦିନ ସାରା ବର୍ଷା ହେବନାହଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।  ପାଣିପାଗ ବିଭାଗର ଆକଳନ ଅନୁଯାଇ,ଆସନ୍ତା […]

ଭୁବନେଶ୍ୱର ୧୬/୦୯: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ ଅନୁଯାଇ, ଆସନ୍ତା ୧୮ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପରେ ପରିଣତ ହେବ।ଏହି ଲଘୁଚାପ ପ୍ରଭାବରେ ୧୮ରୁ ୨୧ ପର୍ଯ୍ୟନ୍ତ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଏହାପରେ ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ପୂର୍ବାନୁମାନ […]

ନୂଆଦିଲ୍ଲୀ: ଦକ୍ଷିଣ-ପଶ୍ଚିମ ମୋୖସୁମୀ ୪ ଦିନ ପୂର୍ବରୁ ପଶ୍ଚିମବଙ୍ଗରେ ପହଞ୍ଚିଛି। ଏଭଳି ପରିସ୍ଥିତିରେ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ଅନୁଯାୟୀ ଉତ୍ତର-ପୂର୍ବ ରାଜ୍ୟରେ ମୋୖ ସୁମୀ ଆସିବା ହେତୁ ଆସାମ ଏବଂ ମେଘାଳୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଭାଗ କହିଛି ଯେ ଉତ୍ତର ଓଡ଼ିଶା ଉପକୂଳ ଏବଂ ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଏବଂ […]

Pin It on Pinterest